Browsing Category

National

 ଦିଲ୍ଲୀରୁ ଚତୁର୍ଥ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ

କେରଳ ପରେ ଏବେ ଦିଲ୍ଲୀରେ ଚିହ୍ନଟ ହୋଇଛି ମଙ୍କିପକ୍ସ ଚତୁର୍ଥ ମାମଲା । ଯାହାକୁ ନେଇ ଏବେ ଦିଲ୍ଲୀରେ ଭୟ ଖେଳିଯାଇଛି ।  ତେବେ ତାଙ୍କର ଟାଭ୍ରେଲ ହିଷ୍ଟ୍ରି ନାହିଁ ବୋଲି ଜଣାପଡିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଚିହ୍ନଟ ଥିବା ବ୍ୟକ୍ତିଙ୍କ ବୟସ 34 ବର୍ଷ । 

 ‘ଭାବିଜୀ ଘର ପର ହେ’ ଫ୍ରେମ ମଲଖାନଙ୍କ ପରଲୋକ

ଟିଭି ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ କଳାକାର ତଥା ‘ଭାବିଜୀ ଘର ପର ହେ’ ଫ୍ରେମ ମଲଖାନଙ୍କ ଦେହାନ୍ତ ହୋଇଛି । ଏଭଳି ଖବର ପ୍ରଚାରିତ ହେବା ପରେ ଲକ୍ଷାଧିକ ପ୍ରଶଂସକ ଶୋକ ପ୍ରକାଶ କରିଛନ୍ତି । ଏପରିକି ସହ କଳାକାରଙ୍କ ମଧ୍ୟରେ ଶୋକର ଛାୟା ଖେଳି ଯାଇଛି । ସୂଚନା ମୁତାବକ ଦିପେଶ ଶନିବାର ସକାଳେ

ସିସୋଦିଆଙ୍କ ଘର ଆଗରେ ବିଜେପି କର୍ମୀଙ୍କ ବିକ୍ଷୋଭ

ଦିଲ୍ଲୀ ସରକାରରେ ଉପ ମୁଖ୍ୟମନ୍ତ୍ରୀ ତଥା ଅବକାରୀମନ୍ତ୍ରୀ ଥିବା ମନିଷ ସିସୋଦିଆଙ୍କ ଉପରେ ବିପଦ ଘନେଇବାରେ ଲାଗିଛି । ସିବିଆଇ ତଦନ୍ତ ପାଇଁ ଉପରାଜ୍ୟପାଳ ଅନୁମତି ଦେବା ପରେ ଏବେ ସିସୋଦିଆଙ୍କ ଅବକାରୀ ନୀତିକୁ ବିରୋଧ କରି ବିଜେପି ପକ୍ଷରୁ ପ୍ରଦର୍ଶନ କରାଯାଇଛି । ଦିଲ୍ଲୀ ସରକାରଙ୍କ

ମିଡିଆ ସତରେ କଣ କଙ୍ଗାରୁ କୋର୍ଟ ଚଲାଉଛି!

ସୁପ୍ରିମ କୋର୍ଟର ମୁ୍ଖ୍ୟ ବିଚାରପତି ଜଷ୍ଟିସ ଏନ ଭି ରମନ୍ନା ଝାଡ଼ଖଣ୍ଡ ଗସ୍ତ ସମୟରେ ମିଡିଆକୁ ନେଇ ବଡ଼ କଥା କହିଛନ୍ତି । ସେ କହିଛନ୍ତି ଆଜିକାଲି ମିଡିଆ କଂଗାରୁ କୋର୍ଟ ଚଲାଇଛି । ଯାହା ମନକୁ ଆସିଲା ତାହା ଗପୁଛି । ଯାହା ଠିକ୍ ଭାବିଲା ତାହାକୁ ନ୍ୟାୟ ବୋଲି ଦର୍ଶାଉଛି । ଏଭଳି

ଦେଶରେ ବଢ଼ୁଛି ନୂଆ ସଂକ୍ରମିତ: ଟପିଲା ୨୧,୪୧୧

ଦେଶରେ ଲଗାତାର କିଛି ଦିନ ମଧ୍ୟରେ ଦୈନିକ ସଂକ୍ରମଣ ୨୧ ହଜାର ଅତିକ୍ରମ କରୁଛି। ଦିନକରେ ଦେଶରେ ଆଉ ୨୧,୪୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୮,୬୮,୪୭୬କୁ ବୃଦ୍ଧି ପାଇଛି। ଦେଶରେ ସେହିପରି ୨୦,୭୨୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା

ସୁରୀୟା ଓ ଅଜୟ ଦେବଗନଙ୍କୁ ଶ୍ରେଷ୍ଠ ଅଭିନେତା ଓ ଅପର୍ଣ୍ଣା ବାଲମୁରଲୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ସୂର୍ଯ୍ୟ ଦେଓଙ୍କ ଦ୍ୱାରା ଲିଖିତ କାଲିର ସିନେମା ପୁସ୍ତକ କୁ ସ୍ୱତନ୍ତ୍ର ଉଲ୍ଲେଖ ପୁରସ୍କାର ୬୮ତମ ଜାତୀୟ ଚଳଚ୍ଚିତ୍ର ବିଚାରକ ମଣ୍ଡଳୀ ଆଜି (୨୨.୭.୨୦୨୨) ୨୦୨୦ ବର୍ଷ ପାଇଁ ବିଜେତାମାନଙ୍କ ନାମ ଘୋଷଣା କରିଛନ୍ତି । ଘୋଷଣା ପୂର୍ବରୁ ବିଚାରକମଣ୍ଡଳୀ ତଥା ଏହାର ଅଧ୍ୟକ୍ଷ କେନ୍ଦ୍ର ସୂଚନା

ମମତାଙ୍କ ମନ୍ତ୍ରୀଙ୍କୁ ଗିରଫ କଲା ଇଡି

ଶିକ୍ଷକ ନିଯୁକ୍ତି ଦୁର୍ନୀତିର ତଦନ୍ତ କରୁ କରୁ ମମତାଙ୍କ ମନ୍ତ୍ରୀଙ୍କୁ ଗିରଫ କରିଛି ଇଡି । ପଶ୍ଚିମବଙ୍ଗର ପୂର୍ବତନ ଶିକ୍ଷାମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ଗିରଫ କରିଛି । https://twitter.com/ani_digital/status/1550714893245956096

ଅବକାରୀ ନୀତି ଉପରେ ‘ସିବିଆଇ’ ତଦନ୍ତ 

ଦିଲ୍ଲୀ ମୁଖ୍ୟ ଶାସନ ସଚିବଙ୍କ ରିପୋର୍ଟକୁ ଆଧାର କରି ସିବିଆଇ ତଦନ୍ତ ହେବ କେଜ୍ରିୱାଲ୍‌ ସରକାରଙ୍କ ବିବାଦୀୟ ‘ଦିଲ୍ଲୀ ଅବକାରୀ ନୀତି । ‘ସିବିଆଇ’ ତଦନ୍ତ କରିବା ଲାଗି ଉପରାଜ୍ୟପାଳ ଭି.କେ. ସାକ୍ସେନା ଆଦେଶ ଦେଇଛନ୍ତି। ଏଥିରେ ଦୁର୍ନୀତି ହୋଇଥିବା କୁହାଯାଇଛି । ଉପମୁଖ୍ୟମନ୍ତ୍ରୀ ମନୀଷ

ପ୍ରକାଶ ପାଇଲା ସିବିଏସଇ ଦଶମ ପରୀକ୍ଷାଫଳ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ବାରା ପରିଚାଳିତ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୨୧ ଲକ୍ଷ ୧୬ ହଜାର ୨୯୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସିବିଏସଇ ଦଶମରେ ପାସ୍‍ ହାର ୯୪.୪୦ ପ୍ରତିଶତ। ରାଜଧାନୀ ଭୁବନେଶ୍ୱର ରିଜିଅନରେ ପାସ ହାର

ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଓଡ଼ିଶା ଗର୍ବିତ

ଭାରତୀୟ ଗଣତନ୍ତ୍ର ପାଇଁ ଦ୍ରୈାପଦୀ ମୁର୍ମୁ ଆଣିଛନ୍ତି ନୂଆ ଏକ ପରମ୍ପରା । ଭାରତ ଇତିହାସରେ ପ୍ରଥମ ଥର ଜଣେ ଅନୁସୂଚିତ ଜାତି ବର୍ଗର ମହିଳା ହୋଇଛନ୍ତି ରାଷ୍ଟ୍ରପତି । ଶ୍ରୀମତି ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ସାରା ଭାରତ ପାଇଁ ପ୍ରେରଣା ପାଲଟିଯାଇଛନ୍ତି । 15ତମ