Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
National
ନବନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ
ଭାରତର ରାଷ୍ଟ୍ରପତି ଭାବେ ନିର୍ବାଚିତ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ସମେସ୍ତ ଅଭିନନ୍ଦନ ଜଣାଇଛନ୍ତି । । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଥିବା ବେଳେ!-->…
ଦ୍ରୈାପଦୀ ମୁର୍ମୁ ହେଲେ ରାଷ୍ଟ୍ରପତି
ଦ୍ରୈାପଦୀ ମୁର୍ମୁ ହୋଇଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀମତୀ ଦ୍ରାୈପଦୀ ମୁର୍ମୁ ଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ତେବେ ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ପରେ ଦ୍ରୈାପଦୀ ମୁର୍ମୁ ଦ୍ୱିତୀୟ ଥର ପାଇଁ ମହିଳା ରାଷ୍ଟ୍ରପତି ହୋଇଛନ୍ତି ।
!-->!-->!-->!-->!-->…
ବିଶ୍ବର ୪ର୍ଥ ଶ୍ରେଷ୍ଠ ଧନଶାଳୀ ବ୍ୟକ୍ତି ହେଲେ ଗୌତମ ଅଦାନୀ
‘ଅଦାନୀ ଗ୍ରୁପ୍’ର ଅଧ୍ୟକ୍ଷ ଗୌତମ ଅଦାନୀ ବିଶ୍ବର ୪ର୍ଥ ଶ୍ରେଷ୍ଠ ଧନୀ ବ୍ୟକ୍ତି ହୋଇଛନ୍ତି । ‘ଦି ଫୋବ୍ସ୍’ ପତ୍ରିକାର ‘ରିୟଲ୍-ଟାଇମ୍ ବିଲିୟନାରିଜ୍’ ତାଲିକା ରେ ଏହା ପ୍ରକାଶପାଇଛି । ତାଙ୍କ ସମ୍ପତ୍ତିର ମୂଲ୍ୟ ୧୧୫. ୫ ବିଲିୟନ୍ ଡଲାର୍ ହୋଇଥିବା ବେଳେ ବିଲ ଗେଟ୍ସ୍ଙ୍କ!-->…
ଜିତୁଛନ୍ତି ଦ୍ରୈାପଦୀ : 540 ସାଂସଦଙ୍କ ସମର୍ଥନ
ରାଷ୍ଟ୍ରପତି ନିର୍ବାଚନର ସାଂସଦଙ୍କ ଭୋଟର ଫଳାଫଳ ଆସିଛି । ପ୍ରଥମ ରାଉଣ୍ଡରେ ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଖଣ୍ଡ ଭୋଟ୍ ମିଳିଥିବା ବେଳେ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ମିଳିଛି ୨୦୮ ଭୋଟ୍ । ସମୁଦାୟ ଭୋଟ୍ରୁ ୧୫ଟି ଭୋଟ୍ ନାକଚ ହୋଇଥିବା ଜଣାପଡ଼ିଛି । ଏଥିରୁ ସ୍ପଷ୍ଟ!-->…
ଆଜି ଦେଶକୁ ମିଳିବେ ନୂତନ ରାଷ୍ଟ୍ରପତି
ଗୁରୁବାର ଅପରାହ୍ନ ୪ ଟା ସୁଦ୍ଧା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଘୋଷିତ ହେବା ପରେ ଭାରତକୁ ନୂଆ ରାଷ୍ଟ୍ରପତି ମିଳିଯିବେ। ଭୋଟ ଗଣତି ଗୁରୁବାର ସକାକ ୧୧ଟାରୁ ଆରମ୍ଭ ହୋଇଯାଇଛି। ଗୋଟିଏ ପଟେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜିତିବାକୁ ନେଇ ଆଶ୍ବସ୍ତ ଥିବା ବିଜେପି ବିଜୟର ସବୁପ୍ରକାର!-->…
ଇଡିରେ ହାଜର ହେଲେ ସୋନିଆ ଗାନ୍ଧୀ
କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆଜି ଇଡିରେ ହାଜର ହୋଇଛନ୍ତି । ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଇଡି ସୋନିଆଙ୍କୁ ସମନ କରି ଆଜି ହାଜର ହେବାକୁ କହିଥିଲା । ଏହାପୂର୍ବରୁ ଏହି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜେରା କରିସାରିଛି ଇଡି । ରାହୁଲଙ୍କୁ ଇଡି ଜେରା!-->…
ଏହି ସାମଗ୍ରୀକୁ ଖୋଲା ବିକିଲେ ଲାଗିବନି ଜିଏସଟି
ବିରୋଧୀମାନେ ଲୋକଙ୍କୁ ବିଭ୍ରାନ୍ତି କରୁଛନ୍ତି । ଦୋକାନରେ ବିକ୍ରି କରାଯାଉଥିବା ସ୍ଥାନୀୟ ସାମଗ୍ରୀ ଯାହା ପ୍ୟାକେଟ ନହୋଇ ବିକ୍ରି କରାଯାଉଛି ସେଥିରେ ଜିଏସଟି ଲାଗୁ ହେବନାହିଁ । ଯେଉଁଥିରେ ଲେବଲିଂ ହୋଇଛି ପ୍ୟକେଟିଂ ହୋଇଛି ତାହାକୁ କେବଳ ଜିଏସଟି ଲାଗିପାରିବ । କେନ୍ଦ୍ର!-->…
ଜୈବବିବିଧତାର ଉପଯୋଗ ସମ୍ପର୍କରେ ଭାରତ-ନାମିବିୟା ମଧ୍ୟରେ ବୁଝାମଣାପତ୍ର
ଭାରତ ସରକାର ଏବଂ ନାମିବିୟା ପ୍ରଜାତନ୍ତ୍ର ସରକାରଙ୍କ ମଧ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ଦୀର୍ଘସ୍ଥାୟୀ ଜୈବବିବିଧତାର ଉପଯୋଗ କ୍ଷେତ୍ରରେ ସହଯୋଗ ନିମନ୍ତେ ଆଜି ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ପତ୍ର ଅନୁସାରେ ଭାରତର ଐତିହାସିକ ରେଞ୍ଜ୍ରେ ଚିତାବାଘ!-->…
ଏନକାଉଣ୍ଟରରେ ୪ଗ୍ୟାଙ୍ଗଷ୍ଟର ସଫା
ପଞ୍ଜାବର ଅମୃତସର ଜିଲ୍ଲାର ଚିଚା ଭକନା ଗ୍ରାମରେ ପୁଲିସ ଏବଂ ଗ୍ୟାଙ୍ଗଷ୍ଟରଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଏହି ଏନକାଉଣ୍ଟରରେ ସମସ୍ତ ୪ଜଣ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ସାଧାରଣ ନାଗରିକ ଓ ୩ଜଣ ପୁଲିସକର୍ମୀ ଆହତ ହୋଇଥିବା ଜଣାପଡ଼ିଛି।ଏହା ସହ ଗ୍ରାମର ଲୋକଙ୍କୁ!-->…
କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଦ୍ବାରା ପିଆଜ ଓ ଟମାଟ ମୂଲ୍ୟ ହ୍ରାସ କରିବାରେ ସହାୟତା ମିଳିଲା
ନୂଆଦିଲ୍ଲୀ: ଟମାଟର ଖୁଚୁରା ମୂଲ୍ୟରେ ଗତ ମାସ ତୁଳନାରେ 29% ର ହ୍ରାସ ଦେଖା ଯାଇଛି, କାରଣ ମୌସୁମୀ ଆରମ୍ଭ ହେବା ସହିତ ବଜାରରେ ଟମାଟର ଉପଲବ୍ଧତାରେ ଉନ୍ନତି ଆସିଛି। ପିଆଜର ଖୁଚୁରା ମୂଲ୍ୟ ଗତ ବର୍ଷ ତୁଳନାରେ 9 % କମ୍ ହୋଇ ବହୁତ ପରିମାଣରେ ନିୟନ୍ତ୍ରିତ ହୋଇ ପାରିଛି।
ସରକାର ଚଳିତ!-->!-->!-->…