Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
National
ଅଷ୍ଟ୍ରେଲିଆକୁ ୬ ଓ୍ବିକେଟରେ ହରାଇଲା ଭାରତ
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ରେ ଅଷ୍ଟ୍ରେଲିଆକୁ ୬ ଓ୍ବିକେଟରେ ହରାଇଛି ଭାରତ। ଏହି ମ୍ୟାଚ୍ ଟିମ୍ ଇଣ୍ଡିଆ ପାଇଁ କର ବା ମର ପରିସ୍ତିତି ସୃଷ୍ଟି କରିଥିଲା। କାହିଁକି ନା ଯଦି ଏହି ମ୍ୟାଚରେ ଭାରତୀୟ ଦଳ ହାରିଯାଏ ତେବେ ସିରିଜ୍!-->…
ମୋଦିଙ୍କ ଯିବେ ଜାପାନ : ସିଞ୍ଜୋଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଯିବେ ଯାପାନ । ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଯୋଗଦେବେ ମୋଦି । ଆବେଙ୍କ ଅନ୍ତିମ ସଂସ୍କାର ଚଳିତମାସ ୨୭ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->…
ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁନାହାଁନ୍ତି ଗେହଲୋଟ
ଜୟପୁର: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଗେହଲୋଟ ଏବେ ନାମାଙ୍କନ ପତ୍ର ଦାଖଲ କରିବାକୁ ଚାହୁଁଛନ୍ତି । ଏହାରି ଭିତରେ ସେ ମୁଖ୍ୟମନ୍ତ୍ରୀ ପଦ ଛାଡିବେ ବୋଲି ମଧ୍ୟ ସମ୍ମତି ପ୍ରକାଶ କରିଛନ୍ତି । ତେବେ ଗେହଲୋଟ ଉପମୁଖ୍ୟମନ୍ତ୍ରୀ ଥିବା ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ପଦ ଦେବେନାହିଁ!-->…
୩୦୦ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କଲା ୱିପ୍ରୋ
ପ୍ରସିଦ୍ଧ ଆଇଟି କମ୍ପାନୀ ମୁନଲାଇଟିଂ କରୁଥିବା ନିଜର ୩୦୦ କର୍ମଚାରୀଙ୍କୁ ଛଟେଇ କରିଦେଇଛି । ୱିପ୍ରୋରେ ଚାକିରି କରୁଥାଇ ମଧ୍ୟ ଅନ୍ୟ ସ୍ଥାନରେ ଲୁଚି ଲୁଚି ଚାକିରି କରୁଥିବା କର୍ମଚାରୀଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୱିପ୍ରୋ ଚେୟାରମ୍ୟାନ ରିଶଦ ପ୍ରେମଜୀ କହିଛନ୍ତି, ଗତ ଦୁଇ!-->…
ଶେଷ ଯାତ୍ରାରେ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବ
ଶେଷ ଯାତ୍ରାରେ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବ । ଦିଲ୍ଲୀର ନିଗମବୋଧ ଘାଟର ଭିଆଇପି ସେକ୍ସନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ହିନ୍ଦୁ ରୀତିନୀତି ଅନୁସାରେ ତାଙ୍କୁ ଦିଆଯିବ ଶେଷ ବିଦାୟ । ଏହି ସମୟରେ ତାଙ୍କ ପରିବାର ଓ ନିକଟ ସମ୍ପର୍କୀୟଙ୍କ ସହ କିଛି ହାସ୍ୟ ଅଭିନେତା ଉପସ୍ଥିତ!-->…
ଦେଶବ୍ୟାପୀ ଏନଆଇଏ ଓ ଇଡିର ଚଢାଉ
ଦେଶବ୍ୟାପୀ ଏନଆଇଏ ଓ ଇଡିର ଚଢାଉ । ପିଏଫଆଇ ବା ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ ଓ ଏହାସହ ଲିଙ୍କ ଅଭିଯୋଗରେ ବିଭିନ୍ନ ରାଜ୍ୟରେ ଚଢାଉ କରି ସଦସ୍ୟଙ୍କୁ ଗିରଫ କରାଯାଇଛି । ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ଓ ଗୁପ୍ତ ତାଲିମ ଦେଉଥିବା ଅଭିଯୋଗରେ ଏହି ଚଢାଉ ଜାରି ରହିଛି । ଏହି ମାମଲାରେ!-->…
ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ଓଡ଼ିଶା ଗସ୍ତରେ ଆସିଥିବା ମହାରାଷ୍ଟ୍ର…
ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଓଡ଼ିଶା ଗସ୍ତରେ ଆସିଥିବା ନଭି ମୁମ୍ବାଇର କେସି ପାଟିଲ କଲେଜ ଅଫ ଇଞ୍ଜିନିୟରିଂର ୫୦ ଜଣ ଛାତ୍ରଛାତ୍ରୀ ମଙ୍ଗଳବାର, ଦ୍ବିତୀୟ ଦିନରେ ବିଶ୍ବପ୍ରସିଦ୍ଧ ତୀର୍ଥକ୍ଷେତ୍ର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଐତିହାସିକ କୋଣାର୍କ ସୂର୍ଯ୍ୟ!-->…
କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ଦେହାନ୍ତ
କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ପରଲୋକ ହୋଇଛି । ଦିଲ୍ଲୀ ଏସ୍ ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ୫୮ ବର୍ଷ ବୟସ ହୋଇଥିଲା । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବରିଷ୍ଠ ରାଜନେତା ମାନ୍ୟଗଣ ବ୍ୟକ୍ତି!-->…
ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ରାଷ୍ଟ୍ରପତିଙ୍କ ନିକଟରେ ଅଭିଯୋଗ
ନୂଆଦିଲ୍ଲୀ: ପୁଣି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ରାଷ୍ଟ୍ରପତିଙ୍କ ନିକଟରେ ଅଭିଯୋଗ । ନିକଟରେ ଗୁଜରାଟରେ ଅଟୋରେ ବସିବାକୁ ନେଇ ଏହି ଅଭିଯୋଗ ଦେଶର ୩୦ ଜଣ ପୂର୍ବତନ ଆଇପିଏସ୍ ଅଧିକାରୀଙ୍କ ତରଫରୁ କରାଯାଇଛି । ଏହି!-->…
କିଏ ଧରିବେ କଂଗ୍ରେସର ନୂଆ ମଙ୍ଗ? ରାହୁଲ, ଗେହଲୋଟ ନା ଥରୁର
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମନାଇବା ପାଇଁ କହିଛନ୍ତି ରାଜସ୍ତାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ଯଦି ସେ ନମାନନ୍ତି ତେବେ ଅଧ୍ୟକ୍ଷ ପାଇଁ ନାମାଙ୍କନ ଭରିବେ ବୋଲି ସେ କହିଛନ୍ତି । ସେପଟେ ଶଶୀ ଥରୁର ମଧ୍ୟ ନିର୍ବାଚନ ଲଢ଼ିବେ ବୋଲି ଗାେଡ କାଢ଼ି ବସିଛନ୍ତି ।!-->…