Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
National
କୋଟା-ବୁନ୍ଦି ଠାରେ ଆନୁମାନିକ ୧୫୦୭ କୋଟି ଟଙ୍କା ବ୍ୟୟରେ ଗ୍ରିନ୍ ଫିଲ୍ଡ ବିମାନ ବନ୍ଦର
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ରାଜସ୍ଥାନର କୋଟା-ବୁନ୍ଦି ଠାରେ ଏକ ଗ୍ରୀନ୍ ଫିଲ୍ଡ ବିମାନ ବନ୍ଦରର ବିକାଶ ପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ର ପ୍ରସ୍ତାବକୁ ଅନୁମୋଦନ କରିଛି।…
ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା
ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଆଦି କର୍ମଯୋଗୀ ଅଭିଯାନ ଆରମ୍ଭ କରିଛି, ଯାହାକୁ ବିଶ୍ୱର ସବୁଠାରୁ ବଡ଼ ତୃଣମୂଳ ସ୍ତରୀୟ ଜନଜାତି ନେତୃତ୍ୱ କାର୍ଯ୍ୟକ୍ରମ ଭାବେ ଗଢ଼ାଯାଇଛି। ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଜନଜାତି ସମ୍ପ୍ରଦାୟକୁ ସଶକ୍ତ କରିବା, ଦାୟିତ୍ୱଶୀଳ ଶାସନକୁ ମଜବୁତ କରିବା ଓ ଦେଶରେ…
କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ
ସରକାର ୧୯ ଅଗଷ୍ଟ ୨୦୨୫ ରୁ ୩୦ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ କଞ୍ଚା କପା ଆମଦାନୀ ଉପରେ ସମସ୍ତ ଶୁଳ୍କ (ଟିକସ) ଛାଡ଼ କରିଛନ୍ତି। ଏଥିରେ ୫% ମୌଳିକ ଶୁଳ୍କ, ୫% କୃଷି ସେସ୍ ଓ ୧୦% ସାମାଜିକ କଲ୍ୟାଣ ସରଚାର୍ଜ ହଟାଇବା ଅନ୍ତର୍ଭୁକ୍ତ, ଯାହା ମୋଟ ୧୧% ଶୁଳ୍କ ଥିଲା।
ଏହା ଦ୍ୱାରା ଘରୋଇ…
ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
ଚୀନ କମ୍ୟୁନିଷ୍ଟ ପାର୍ଟିର ପଲିଟବ୍ୟୁରୋ ସଦସ୍ୟ ଏବଂ ବିଦେଶ ମନ୍ତ୍ରୀ ଶ୍ରୀ ୱାଙ୍ଗ ୟି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଶ୍ରୀ ୱାଙ୍ଗ ୟି ତିଆନଜିନରେ ଅନୁଷ୍ଠିତ ହେବାକୁ ଥିବା ଏସସିଓ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚୀନ ରାଷ୍ଟ୍ରପତି ସି…
ଇଣ୍ଡି ମେଣ୍ଟ ତରଫରୁ ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ପ୍ରାର୍ଥୀ, କିନ୍ତୁ ଜିତିବେ ଏନଡିଏ ପ୍ରାର୍ଥୀ !
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲେ ବିରୋଧୀ । ଇଣ୍ଡି ମେଣ୍ଟ ତରଫରୁ ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ତାଙ୍କ ନାମ ଘୋଷଣା କରିଛନ୍ତି । ତେବେ ସୁଦର୍ଶନ ରେଡ୍ଡୀ ହେଉଛନ୍ତି…
ନବୀନ କାହାକୁ ଦେବେ ସମର୍ଥନ
ୱକଫ୍ ବିଲ୍ ପ୍ରସଙ୍ଗରେ ବିଜେଡି ବିବେକ ଅନୁସାରେ ଭୋଟ ଦେବାକୁ ନିଜର ସାଂସଦଙ୍କୁ କହିଥିଲା । ଏହି ପ୍ରସଙ୍ଗରେ ଦଳ ଭିତରେ ପ୍ରଥମ ଥର ପାଇଁ ବଡ଼ ଧରଣର ବିଦ୍ରୋହ ହୋଇଥିଲା । ଉପରାଷ୍ଟ୍ରପତି ପ୍ରସଙ୍ଗରେ ବିଜେଡି ଏନଡିଏକୁ ସମର୍ଥନ ଦେବ କି ନାହିଁ ସମୟ କହିବ ।
ଯଦି ବିଜେଡି ଏନ୍ଡିଏ…
ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ -…
ଆମେ କାହାର ପକ୍ଷ ନୁହେଁ, କାହାର ବିପକ୍ଷ ନୁହେଁ , ଆମେ ସମସ୍ତଙ୍କ ସମକକ୍ଷ
ଭୋଟ୍ ଚୋରି ପ୍ରସଙ୍ଗକୁ ନେଇ ଶେଷରେ ପ୍ରେସମିଟ୍ କରି ସ୍ପଷ୍ଟୀକରଣ ରଖିଛନ୍ତି ନିର୍ବାଚନ ଆୟୋଗ । ବିହାରରେ କରାଯାଇଥିବା ଏସଆଇଆରକୁ ନେଇ ବିରୋଧୀମାନେ ପ୍ରଶ୍ନ ଉଠାଇବା ପରେ ଏହାର ଜବାବ ରଖିଛନ୍ତି ନିର୍ବାଚନ ଆୟୋଗ । ସ୍ପଷ୍ଟ ଭାବେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର କହିଛନ୍ତି…
ଟ୍ରାଫିକ ଜାମରୁ ମୁକ୍ତି ପାଇବ ଦିଲ୍ଲୀ-ଏନସିଆର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦେଶକୁ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ରାୟ ୧୧,୦୦୦କୋଟି ଟଙ୍କା ମୂଲ୍ୟର ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ପ୍ରକଳ୍ପ ସମାପ୍ତ ହେବା ପରେ ଦିଲ୍ଲୀ-ଏନସିଆର ଟ୍ରାଫିକ ଜାମରୁ ମୁକ୍ତି ପାଇବ।…
ଭାରତ ଫେରିଲେ ଶୁଭାଂଶୁ ଶୁକ୍ଳା
ଭାରତ ଫେରିଲେ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆକ୍ସିଅମ-୪ ମିଶନରେ ସଫଳତାର ସହ ଅଭିଯାନ ସମ୍ପନ୍ନ କରିଥିବା ଶୁଭାଂଶୁ କୁ ଦିଲ୍ଲୀ ଏୟାରପୋର୍ଟରେ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବା ସମ୍ଭାବନା ରହିଛି।…