Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ଭାରତୀୟ ବାୟୁସେନାରେ ସାମିଲ ହେବ ଲାଇଟ କମ୍ବାଟ ହେଲିକପ୍ଟର
ଆଜି ଭାରତୀୟ ବାୟୁସେନା ପାଇଁ ଐତିହାସିକ ଦିନ । ଭାରତୀୟ ବାୟୁସେନାରେ ସାମିଲ ହେବ ସ୍ୱଦେଶୀ ହାଲୁକା ଲଢୁଆ ହେଲିକପ୍ଟର । ଏହାର ନା ରହିଛି ଲାଇଟ୍ କମ୍ବାଟ ହେଲିକପ୍ଟର ବା ଏଲସିଏଚ । ଯୋଧପୁର ଏୟାରବେସରେ ୧୦ଟି ଏଲସିଏଚ ବାୟୁସେନାରେ ସାମିଲ ହେବ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହି!-->…
ଭାରତର ପ୍ରଥମ ମଙ୍ଗଳଯାନ ଅଭିଯାନର ଅନ୍ତ
ଦୀର୍ଘ ୮ ବର୍ଷ ପରେ ଭାରତର ପ୍ରଥମ ମଙ୍ଗଳଯାନ ଅଭିଯାନର ଅନ୍ତ । ଅର୍ବିଟର ମହାକାଶଯାନରୁ ଇନ୍ଧନ ଓ ବ୍ୟାଟେରୀ ଶେଷ ହେବା ପରେ ଭୂ-ପୃଷ୍ଠରେ ଥିବା ଷ୍ଟେସନ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ୨୦୧୩ ନଭେମ୍ବର ୫ରେ ପିଏସ୍ଏଲଭି ସି-୨୫ ରକେଟ୍ ସହାୟତାରେ ୪୫୦ କୋଟି ଟଙ୍କାର ମାର୍ସ ଅର୍ବିଟର ମିଶନ!-->…
ମ୍ୟାଚ ଜିତିବାକୁ ରୋହିତ ବାହିନୀର ଲକ୍ଷ୍ୟ
ବିଶ୍ବକପ୍ ପୂର୍ବରୁ ଟିମ ଇଣ୍ଡିଆ ଆଜି ମ୍ୟାଚ ଜିତିବାକୁ ପଡ଼ିଆକୁ ଓହ୍ଲାଇବ । ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମୁକାବିଲା ଅଛି । ଏହି ମ୍ୟାଚ ଜିତିଲେ ସିରିଜ ହାତେଇବ ଟିମ ଇଣ୍ଡିଆ । ପ୍ରଥମ ମ୍ୟାଚକୁ ଯେଉଁଭଳି ଭାରତୀୟ ବ୍ୟାଟସମ୍ୟାନ ମାନେ ଖେଳିଥିଲେ ଆଜି ମଧ୍ୟ!-->…
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ ତମ ଜୟନ୍ତୀ ଅବସରରେ ଦେଶବ୍ୟାପୀ ପାଳନ କରାଯାଉଛି ଗାନ୍ଧୀ ଜୟନ୍ତୀ । ବିଶେଷ କରି ରାଜଘାଟରେ ଥିବା ଗାନ୍ଧୀଜୀଙ୍କ ସମାଧିସ୍ଥଳରେ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ, ସମସ୍ତ ମନ୍ତ୍ରୀ ଓ ନେତାବୃନ୍ଦ ଉପସ୍ଥିତ ହୋଇ ମହାତ୍ମାଙ୍କୁ!-->…
ରାଜ୍ୟସଭା ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଲେ ମଲ୍ଲିକାର୍ଜୁନ ଖଡ଼ଗେ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପଦବୀ ଲାଗି ପ୍ରାର୍ଥୀପତ୍ର ଦାଖଲ କରିବାର ଦିନକ ପରେ ରାଜ୍ୟସଭା ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଲେ ମଲ୍ଲିକାର୍ଜୁନ ଖଡ଼ଗେ । କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। କଂଗ୍ରେସର ଉଦୟପୁର ପ୍ରସ୍ତାବ ଅନୁସାରେ!-->…
ଆଜିଠୁ ଭାରତରେ ଆରମ୍ଭ ହେଲା ୫-ଜି ଯୁଗ
ଆଜି ଠାରୁ ଭାରତରେ ଆରମ୍ଭ ହୋଇଛି ଫାଇଭ-ଜି ସେବା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଦିଲ୍ଲୀର ପ୍ରଗତି ମଇଦାନରେ ଇଣ୍ଡିଆ ମୋବାଇଲ୍ କଂଗ୍ରେସ କାର୍ଯ୍ୟକ୍ରମରେ ମୋଦୀ ୫ଜି ସେବାର ଶୁଭାରମ୍ଭ କରିଛନ୍ତି । ତିନି ପ୍ରମୁଖ ଟେଲିକମ ଅପରେଟର୍!-->…
ନିୟମ ପାଳନ କରିବା ମାମଲାରେ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନିୟମ ପାଳନ କରିବା ମାମଲାରେ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶୁକ୍ରବାର ରାଜସ୍ଥାନର ସିରୋହୀ ଜିଲ୍ଲାର ଆବୁ ରୋଡରେ ଏକ ସାଧାରଣ ସଭାକୁ ଉଦବୋଧନ କରିଥାନ୍ତେ ମୋଦୀ । କିନ୍ତୁ ମୋଦୀ ଶୁକ୍ରବାର ରାତି ୧୦ଟା ୨୦ରେ ଆବୁ ରୋଡରେ ପହଂଚିଥିଲେ । ରାତି ୧୦ଟା ପରେ!-->…
ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଚାର୍ଜସିଟ୍: ଶିକ୍ଷକଙ୍କ ପାଇଁ ଅଡ଼ୁଆ
କୋଲକତା: ପଶ୍ଚିମବଙ୍ଗ ସ୍କୁଲ ସେବା ଆୟୋଗ (ଏସଏସସି) ନିଯୁକ୍ତି ଦୁର୍ନୀତି ସଂକ୍ରାନ୍ତୀୟ ମାମଲାରେ ସିବିଆଇ ଦାଖଲ କଲା ଚାର୍ଜସିଟ । କେନ୍ଦ୍ରୀୟ ଏଜେନ୍ସି କୋଲକାତାର ଆଲିପୋର କୋର୍ଟରେ ଚାର୍ଜସିଟ ଦାଖଲ କରିଛି। ଚାର୍ଜସିଟରେ ପୂର୍ବତନ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ପୂର୍ବତନ!-->…
ବାରମୁଲାରେ ଦୁଇ ଆତଙ୍କବାଦୀଙ୍କୁ ହତ୍ୟା କଲେ ସୁରକ୍ଷାବାହିନୀ
ଭାରତୀୟ ସେନାର ଅଗ୍ନିବୀର ରାଲିକୁ ଟାର୍ଗେଟ କରିଥିବା ଦୁଇ ଆତଙ୍କୀ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି। ଶୁକ୍ରବାର ଦିନ ଜାମ୍ମୁ-କାଶ୍ମୀରର ବାରାମୁଲ୍ଲା ଜିଲ୍ଲାରେ ହୋଇଥିବା ଏକ ଏନକାଉଣ୍ଟରରେ ଜୈଶ-ଏ-ମହମ୍ମଦ ସହିତ ସମ୍ପୃକ୍ତ ଉଭୟ ସ୍ଥାନୀୟ ଆତଙ୍କବାଦୀଙ୍କୁ ଯବାନମାନେ ଗୁଳି!-->…
ରାହୁଲ୍ ଗାନ୍ଧୀ ରାଜନୀତି ନିମନ୍ତେ ଯୋଗ୍ୟ ନୁହନ୍ତି
ରାହୁଲ୍ ଗାନ୍ଧୀ ରାଜନୀତି ନିମନ୍ତେ ଯୋଗ୍ୟ ନୁହନ୍ତି ଏବଂ ତାଙ୍କର ସୁବ୍ୟବସ୍ଥିତ ନିଷ୍ଠା ନାହିଁ ବୋଲି ‘ପଡ୍କାଷ୍ଟ୍ ୱିଥ୍ ସ୍ମିତା ପ୍ରକାଶ’ର ଦ୍ବିତୀୟ ଅଧ୍ୟାୟରେ ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍ଆଇ’ ସହିତ ସାକ୍ଷାତ୍କାର ବେଳେ ଆସାମର ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ କଂଗ୍ରେସ ନେତା!-->…