Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ମିଳିଲା ମଙ୍କିପକ୍ସର ଆଉ ୩ ନୂଆ ମାମଲା
ରାଜଧାନୀ ଦିଲ୍ଲୀରେ ମଙ୍କି ପକ୍ସର ତିନୋଟି ନୂଆ ମାମଲା ସାମ୍ନାକୁ ଆସିଛି । ବର୍ତ୍ତମାନ ଦିଲ୍ଲୀରେ ମଙ୍କି ପକ୍ସର ମାମଲା ୧୨ କୁ ବୃଦ୍ଧି ପାଇଛି । ସୂଚନାନୁସାରେ, ବର୍ତ୍ତମାନ ମଙ୍କିପକ୍ସର ପାଞ୍ଚଜଣ ରୋଗୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ସିଭିଲ ହସ୍ପିଟାଲରେ (ଏଲଏନଜିପି) ଭର୍ତ୍ତି!-->…
ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ ଚିଫ ଅଫ ଡିଫେନ୍ସ ଷ୍ଟାଫ
ନୂଆଦିଲ୍ଲୀ: ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ (ଅବସରପ୍ରାପ୍ତ) ପିଭିଏସଏମ, ୟୁୱାଇଏସଏମ, ଏଭିଏସଏମ, ଏସଏମ, ଭିସିଏମଙ୍କୁ ପରବର୍ତ୍ତୀ ଚିଫ ଅଫ ଡିଫେନ୍ସ ଷ୍ଟାଫ (ସିଡିଏସ) ଭାବେ ନିଯୁକ୍ତି ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କାର୍ଯ୍ୟଭାର ଗ୍ରହଣ କରିବା ତିଥି ଠାରୁ ଓ ଅନ୍ୟାଦେଶ!-->…
ଆହୁରି ତିନିମାସ ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ)ର ଅବଧିକୁ ଆହୁରି ତିନି ମାସ ପର୍ଯ୍ୟନ୍ତ ବଢ଼ାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏ ସଂକ୍ରାନ୍ତରେ ଏକ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ!-->…
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀମାନଙ୍କୁ ପାର୍ବଣ ଭେଟି
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀ ମାନଙ୍କୁ ଯଥାକ୍ରମେ ମହଙ୍ଗା ଭତ୍ତା (ଡିଏ) ଏବଂ ମହଙ୍ଗା ସହାୟତା (ଡିଆର)ର ଅତିରିକ୍ତ ୪% ଜାରି କରିବା ପ୍ରସ୍ତାବକୁ ମଞ୍ଜୁର କରାଯାଇଛି ।!-->…
୫ ବର୍ଷ ପାଇଁ ବ୍ୟାନ୍ ହେଲା ପିଏଫଆଇ
ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ(ପିଏଫଆଇ)ଉପରେ ଲାଗିଲା ପ୍ରତିବନ୍ଧକ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପ୍ରତିବନ୍ଧକ ଲଗାଯାଇଛି । ପିଏଫଆଇକୁ ପ୍ରତିବନ୍ଧକ କରିବାର ଦାବି କେତେକ ରାଜ୍ୟ ପକ୍ଷରୁ କରାଯାଇଥିଲା । ନିକଟରେ ଏନଆଇଏ ଏବଂ ବିଭିନ୍ନ ରାଜ୍ୟର ପୋଲିସ ଏବଂ ଏଜେନ୍ସି ପିଏଫଆଇର ଆଡ୍ଡା ଉପରେ!-->…
ଦିଲ୍ଲୀ ହାଇକୋର୍ଟରୁ ଆମ ଆଦମୀ ପାର୍ଟିକୁ ବଡ ଝଟକା
ଦିଲ୍ଲୀ ହାଇକୋର୍ଟରୁ ଆମ ଆଦମୀ ପାର୍ଟିକୁ ବଡ ଝଟକା । ଉପରାଜ୍ୟପାଳ ବିନୟ କୁମାରଙ୍କ ବିରୋଧରେ ସୋସିଆଲ ମିଡିଆରେ କରାଯାଇଥିବା ଆପତ୍ତିଜନକ ପୋଷ୍ଟକୁ ତୁରନ୍ତ ହଟାଇବାକୁ ଆପ ନେତାଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ସୂଚନା ମୁତାବକ, ଦିଲ୍ଲୀ ଅବକାରୀ ନୀତି ବିରୋଧରେ ଉପରାଜ୍ୟପାଳ!-->!-->!-->…
୭ଟି ରାଜ୍ୟର ୨୦୦ଟି ସ୍ଥାନ ଉପରେ ଚଢ଼ାଉ
ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ(ପିଏଫଆଇ) ବିରୁଦ୍ଧରେ ଚାଲିଛି କାର୍ଯ୍ୟାନୁଷ୍ଠାନ। ସୂଚନାଅନୁସାରେ ମଙ୍ଗଳବାର ସକାଳେ ପାଖାପାଖି ୧୭୦ଜଣ ପିଏଫଆଇ ସଦସ୍ୟଙ୍କୁ ପୁଲିସ୍ ହେପାଜତକୁ ନେଇଛି। ଏହାରି ଭିତରେ ୭ଟି ରାଜ୍ୟରେ ପୁଲିସ୍ ଚଢ଼ାଉ କରିଛି। ନିକଟରେ ଜାତୀୟ ଅନୁସନ୍ଧାନକାରୀ ଏଜେନ୍ସି (ଏନଆଇଏ)!-->…
ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କର ଶେଷ ଯାତ୍ରା
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶ୍ରଦ୍ଧାଞ୍ଜଳି ଏବଂ ଶେଷ ବିଦାୟ ଦେଇଛନ୍ତି ବିଶ୍ବନେତା । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏଥିରେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
!-->!-->!-->…
ଗୁଲାମ ନବୀ ଆଜାଦଙ୍କ ଦଳର ନାଁ ଡେମୋକ୍ରାଟିକ୍ ଆଜାଦ ପାର୍ଟି
ଶ୍ରୀନଗର : ଗୁଲାମ ନବୀ ଆଜାଦ ତାଙ୍କ ଦଳର ନାମ ‘ଡେମୋକ୍ରାଟିକ୍ ଆଜାଦ ପାର୍ଟି’ ରଖିଛନ୍ତି। କଂଗ୍ରେସରୁ ଇସ୍ତଫା ଦେବାର ମାସେ ପରେ ଆଜାଦ ନୂଆ ଦଳ ଘୋଷଣା କରିଛନ୍ତି । ୨୬ ଅଗଷ୍ଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ଆଜାଦ। ଏହା ପରେ ସେ କହିଥିଲେ ଯେ ଖୁବ୍ ଶୀଘ୍ର ସେ ନୂଆ ଦଳର ନାମ ଘୋଷଣା!-->…
ଚଣ୍ଡୀଗଡ଼ ବିମାନବନ୍ଦର ଭଗତ ସିଂହଙ୍କ ନାମରେ ନାମିତ ହେବ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ର ୯୩ତମ ସଂସ୍କରଣରେ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଚଣ୍ଡୀଗଡ଼ ବିମାନବନ୍ଦର ସହିଦ ଭଗତ ସିଂହଙ୍କ ନାମରେ ନାମିତ ହେବ ବୋଲି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ!-->…