Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ପିଏଫ୍ଆଇ ଓ ସଂଶ୍ଳିଷ୍ଟ ସଂଗଠନଗୁଡ଼ିକର ବ୍ୟାଙ୍କ ଆକାଉଣ୍ଟରେ ୧୨୦ କୋଟି ଟଙ୍କା ରହିଛି
ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ (ପିଏଫ୍ଆଇ) ନେତା ମହମ୍ମଦ ସଫିକି ପୟେଥ୍ଙ୍କୁ କେରଳର କୋଝିକୋଡ୍ରୁ ଏନଆଇଏ ଗିରଫ କରିବାର କିଛି ଘଣ୍ଟା ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଲକ୍ଷ୍ନୌସ୍ଥିତ ପିଏମ୍ଏଲ୍ଏ କୋର୍ଟରେ ଏକ ଚାଞ୍ଚଲ୍ୟକର ତଥ୍ୟ ରଖିଛି। ପିଏଫ୍ଆଇ ଓ ଏହା ସହ ସଂଶ୍ଳିଷ୍ଟ!-->…
ଅକ୍ଟୋବର ୧ରେ ୫ଜିକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
୫ଜି ଇଣ୍ଟରନେଟ୍ ସେବା ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବର ୧ରେ ଇଣ୍ଡିଆ ମୋବାଇଲ କଂଗ୍ରେସ କାର୍ଯ୍ୟକ୍ରମରେ ଏହାକୁ ଉଦ୍ଘାଟନ କରିବେ । ପ୍ରଥମ ପର୍ଯ୍ୟାୟରେ ୧୩ଟି ସହର (ଅହମ୍ମଦାବାଦ, ବେଙ୍ଗାଲୁରୁ, ଚଣ୍ଡିଗଡ, ଚେନ୍ନାଇ, ଦିଲ୍ଲୀ, ଗାନ୍ଧୀନଗର,!-->…
କଂଗ୍ରେସ ନେତାଙ୍କୁ ଇଡି ନୋଟିସ୍
ନ୍ୟାସନାଲ ହେରାଲ୍ଡ ଖବରକାଗଜ ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି କଂଗ୍ରେସ ନେତାଙ୍କୁ ନୋଟିସ୍ ଜାରି କରିଛି । ସେମାନେ ହେଲେ ସୁଦର୍ଶନ ରେଡ୍ଡି, ଶବିର ଅଲ୍ଲୀ ଏବଂ ଜେ ଗୀତା ରେଡ୍ଡି । ସେମାନଙ୍କୁ ଆସନ୍ତା ସପ୍ତାହରେ!-->…
ଆଜି ବିଶ୍ୱ ଫାର୍ମାସିଷ୍ଟ ଦିବସ
ବିିଶ୍ୱର ପ୍ରତ୍ୟେକ ଫାର୍ମାସିଷ୍ଟ, ଫାର୍ମାସ୍ୟୁଟିକାଲ୍ ବୈଜ୍ଞାନିକ ଏବଂ ଏ କ୍ଷେତ୍ରର ଅନ୍ୟ ସମସ୍ତଙ୍କ ଉଦ୍ଦେଶ୍ୟରେ ପ୍ରତି ବର୍ଷ ସେପ୍ଟେମ୍ବର ୨୫ ତାରିଖରେ ପାଳିତ ହୁଏ ବିଶ୍ୱ ଫାର୍ମାସିଷ୍ଟ ଦିବସ । ଏହି ମହାନ ବୃତ୍ତି ସମ୍ପର୍କରେ ଏବଂ ଆମ ନୈନନ୍ଦିନ ଜୀବନରେ ଫାର୍ମାସିଷ୍ଟଙ୍କ ଭୂମିକା!-->…
ଆତଙ୍କବାଦୀ ନିଯୁକ୍ତ କରୁଥିଲା ପିଏଫଆଇ ?
ନୂଆଦିଲ୍ଲୀ: ଆତଙ୍କବାଦୀ ନିଯୁକ୍ତ କରୁଥିଲା ପିଏଫଆଇ । ଏଭଳି କହିଛି ଏନଆଇଏ । ପ୍ରମାଣ ମିଳିବା ପରେ ପିଏଫଆଇ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଯେଉଁ ରାଜ୍ୟରେ ଇସଲାମିକ୍ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ(ପିଏଫଆଇ) ଭାରତୀୟ ମୁସଲମାନ ଯୁବକମାନଙ୍କୁ ଆତଙ୍କବାଦ!-->…
ଅଷ୍ଟ୍ରେଲିଆକୁ ୬ ଓ୍ବିକେଟରେ ହରାଇଲା ଭାରତ
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ରେ ଅଷ୍ଟ୍ରେଲିଆକୁ ୬ ଓ୍ବିକେଟରେ ହରାଇଛି ଭାରତ। ଏହି ମ୍ୟାଚ୍ ଟିମ୍ ଇଣ୍ଡିଆ ପାଇଁ କର ବା ମର ପରିସ୍ତିତି ସୃଷ୍ଟି କରିଥିଲା। କାହିଁକି ନା ଯଦି ଏହି ମ୍ୟାଚରେ ଭାରତୀୟ ଦଳ ହାରିଯାଏ ତେବେ ସିରିଜ୍!-->…
ମୋଦିଙ୍କ ଯିବେ ଜାପାନ : ସିଞ୍ଜୋଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଯିବେ ଯାପାନ । ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଯୋଗଦେବେ ମୋଦି । ଆବେଙ୍କ ଅନ୍ତିମ ସଂସ୍କାର ଚଳିତମାସ ୨୭ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->…
ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁନାହାଁନ୍ତି ଗେହଲୋଟ
ଜୟପୁର: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଗେହଲୋଟ ଏବେ ନାମାଙ୍କନ ପତ୍ର ଦାଖଲ କରିବାକୁ ଚାହୁଁଛନ୍ତି । ଏହାରି ଭିତରେ ସେ ମୁଖ୍ୟମନ୍ତ୍ରୀ ପଦ ଛାଡିବେ ବୋଲି ମଧ୍ୟ ସମ୍ମତି ପ୍ରକାଶ କରିଛନ୍ତି । ତେବେ ଗେହଲୋଟ ଉପମୁଖ୍ୟମନ୍ତ୍ରୀ ଥିବା ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ପଦ ଦେବେନାହିଁ!-->…
୩୦୦ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କଲା ୱିପ୍ରୋ
ପ୍ରସିଦ୍ଧ ଆଇଟି କମ୍ପାନୀ ମୁନଲାଇଟିଂ କରୁଥିବା ନିଜର ୩୦୦ କର୍ମଚାରୀଙ୍କୁ ଛଟେଇ କରିଦେଇଛି । ୱିପ୍ରୋରେ ଚାକିରି କରୁଥାଇ ମଧ୍ୟ ଅନ୍ୟ ସ୍ଥାନରେ ଲୁଚି ଲୁଚି ଚାକିରି କରୁଥିବା କର୍ମଚାରୀଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୱିପ୍ରୋ ଚେୟାରମ୍ୟାନ ରିଶଦ ପ୍ରେମଜୀ କହିଛନ୍ତି, ଗତ ଦୁଇ!-->…
ଶେଷ ଯାତ୍ରାରେ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବ
ଶେଷ ଯାତ୍ରାରେ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବ । ଦିଲ୍ଲୀର ନିଗମବୋଧ ଘାଟର ଭିଆଇପି ସେକ୍ସନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ହିନ୍ଦୁ ରୀତିନୀତି ଅନୁସାରେ ତାଙ୍କୁ ଦିଆଯିବ ଶେଷ ବିଦାୟ । ଏହି ସମୟରେ ତାଙ୍କ ପରିବାର ଓ ନିକଟ ସମ୍ପର୍କୀୟଙ୍କ ସହ କିଛି ହାସ୍ୟ ଅଭିନେତା ଉପସ୍ଥିତ!-->…