Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ଦେଶବ୍ୟାପୀ ଏନଆଇଏ ଓ ଇଡିର ଚଢାଉ
ଦେଶବ୍ୟାପୀ ଏନଆଇଏ ଓ ଇଡିର ଚଢାଉ । ପିଏଫଆଇ ବା ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ ଓ ଏହାସହ ଲିଙ୍କ ଅଭିଯୋଗରେ ବିଭିନ୍ନ ରାଜ୍ୟରେ ଚଢାଉ କରି ସଦସ୍ୟଙ୍କୁ ଗିରଫ କରାଯାଇଛି । ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ଓ ଗୁପ୍ତ ତାଲିମ ଦେଉଥିବା ଅଭିଯୋଗରେ ଏହି ଚଢାଉ ଜାରି ରହିଛି । ଏହି ମାମଲାରେ!-->…
ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ଓଡ଼ିଶା ଗସ୍ତରେ ଆସିଥିବା ମହାରାଷ୍ଟ୍ର…
ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଓଡ଼ିଶା ଗସ୍ତରେ ଆସିଥିବା ନଭି ମୁମ୍ବାଇର କେସି ପାଟିଲ କଲେଜ ଅଫ ଇଞ୍ଜିନିୟରିଂର ୫୦ ଜଣ ଛାତ୍ରଛାତ୍ରୀ ମଙ୍ଗଳବାର, ଦ୍ବିତୀୟ ଦିନରେ ବିଶ୍ବପ୍ରସିଦ୍ଧ ତୀର୍ଥକ୍ଷେତ୍ର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଐତିହାସିକ କୋଣାର୍କ ସୂର୍ଯ୍ୟ!-->…
କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ଦେହାନ୍ତ
କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ପରଲୋକ ହୋଇଛି । ଦିଲ୍ଲୀ ଏସ୍ ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ୫୮ ବର୍ଷ ବୟସ ହୋଇଥିଲା । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବରିଷ୍ଠ ରାଜନେତା ମାନ୍ୟଗଣ ବ୍ୟକ୍ତି!-->…
ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ରାଷ୍ଟ୍ରପତିଙ୍କ ନିକଟରେ ଅଭିଯୋଗ
ନୂଆଦିଲ୍ଲୀ: ପୁଣି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ରାଷ୍ଟ୍ରପତିଙ୍କ ନିକଟରେ ଅଭିଯୋଗ । ନିକଟରେ ଗୁଜରାଟରେ ଅଟୋରେ ବସିବାକୁ ନେଇ ଏହି ଅଭିଯୋଗ ଦେଶର ୩୦ ଜଣ ପୂର୍ବତନ ଆଇପିଏସ୍ ଅଧିକାରୀଙ୍କ ତରଫରୁ କରାଯାଇଛି । ଏହି!-->…
କିଏ ଧରିବେ କଂଗ୍ରେସର ନୂଆ ମଙ୍ଗ? ରାହୁଲ, ଗେହଲୋଟ ନା ଥରୁର
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମନାଇବା ପାଇଁ କହିଛନ୍ତି ରାଜସ୍ତାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ଯଦି ସେ ନମାନନ୍ତି ତେବେ ଅଧ୍ୟକ୍ଷ ପାଇଁ ନାମାଙ୍କନ ଭରିବେ ବୋଲି ସେ କହିଛନ୍ତି । ସେପଟେ ଶଶୀ ଥରୁର ମଧ୍ୟ ନିର୍ବାଚନ ଲଢ଼ିବେ ବୋଲି ଗାେଡ କାଢ଼ି ବସିଛନ୍ତି ।!-->…
ବିଭିନ୍ନ ଚାନେଲରେ ବିତର୍କ ଚାନେଲର ବିଶ୍ୱସନୀୟତାକୁ ହ୍ରାସ କରୁଛି: ଠାକୁର
ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଆଜି ଏସିଆ - ପ୍ରଶାନ୍ତ ମହାସାଗରୀୟ ପ୍ରସାରଣ ଉନ୍ନୟନ ପ୍ରତିଷ୍ଠାନ (ଏଆଇବିଡି)ର ୪୭ତମ ବାର୍ଷିକ ସମ୍ମିଳନୀ ଏବଂ ୨ଠତମ ସାଧାରଣ ସମ୍ମିଳନୀକୁ ନୂଆଦିଲ୍ଲୀ ଠାରେ ଉଦଘାଟନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ଠାକୁର କହିଛନ୍ତି ଯେ- ମୁଖ୍ୟ!-->…
କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ଅବୈଧ ନିର୍ମାଣକୁ ଭାଙ୍ଗିବାକୁ ମୁମ୍ବାଇ ମ୍ୟୁନିସପାଲ କର୍ପୋରେସନକୁ ନିର୍ଦ୍ଦେଶ
ମୁମ୍ବାଇ: କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ବେଆଇନ ଘର ଭାଙ୍ଗିବାକୁ ବମ୍ବେ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି । ଜୁହୁ ଅଞ୍ଚଳରେ ମନ୍ତ୍ରୀଙ୍କ ବଙ୍ଗଳାରେ ଅବୈଧ ନିର୍ମାଣ ରହିଛି । ଅବୈଧ ନିର୍ମାଣକୁ ଭାଙ୍ଗିବାକୁ ହାଇକୋର୍ଟ ମୁମ୍ବାଇ ମ୍ୟୁନିସପାଲ କର୍ପୋରେସନକୁ ନିର୍ଦ୍ଦେଶ ଦେଇଛନ୍ତି ।!-->…
ଦିଦିଙ୍କ ମୁହଁରେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ବିଭିନ୍ନ ରାଜ୍ୟରେ ଅଣ ବିଜେପି ନେତାଙ୍କ ଘରେ ସିବିଆଇ, ଇଡିର ଚଢାଉ ପଛରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହାତ ଥିବା କଂଗ୍ରେସ ଏବଂ ବିରୋଧୀଦଳମାନେ ଅଭିଯୋଗ କରୁଥିବା ବେଳେ ଭିନ୍ନ ବୟାନ ନେଇଛନ୍ତି ପଶ୍ଚମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ପରୋକ୍ଷରେ ମୋଦୀଙ୍କୁ ପ୍ରଶଂସା କରି ମମତା!-->…
ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟ ଭିଡିଓ ଲିକ୍ ମାମଲା
ପଞ୍ଜାବର ମୋହାଲିସ୍ଥିତ ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟର ହଷ୍ଟେଲରେ ଛାତ୍ରୀମାନଙ୍କର ଅଶ୍ଳୀଳ ଭିଡିଓ ଲିକ୍କୁ ନେଇ ବିବାଦ ଜାରି ରହିଛି । ଏହି ଷଡ଼ଯନ୍ତ୍ର ପଛରେ ବିଦେଶରେ ଥିବା କିଛି ଲୋକଙ୍କ ହାତ ଥିବା କୁହାଯାଉଛି । ବିଶ୍ୱବିଦ୍ୟାଳୟର ହଷ୍ଟେଲରେ ରହୁଥିବା କିଛି ଛାତ୍ରୀଙ୍କୁ କାନାଡା ନମ୍ବରରୁ!-->…
ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ
ଧାମନଗର ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ପରଲୋକ ଘଟିଛି। ବିଷ୍ଣୁ ସେଠୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ବିଜେପିର ବରିଷ୍ଠ ନେତାମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଏମସରୁ ତାଙ୍କ ପାର୍ଥିବ ଶରୀରକୁ ବିଜେପି!-->…