Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ସମରକନ୍ଦରେ ପହଞ୍ଚିଲେ ମୋଦୀ
ଉଜବେକିସ୍ତାନର ରାଜଧାନୀ ସମରକନ୍ଦରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ଯୋଗ ଦେବାକୁ ସେ ସେଠାକୁ ଯାଇଛନ୍ତି ।
https://twitter.com/ANI/status/1570472642985218049?s=20&t=NZNLn_CDV8dzD0JbRt2AsA
!-->!-->!-->!-->!-->…
ମହିଳା ରେସଲର୍ ବିନେଶ ଫୋଗାଟ୍ ପୁଣିଥରେ ରେକର୍ଡ କରିଛନ୍ତି
ଷ୍ଟାର ମହିଳା ରେସଲର୍ ବିନେଶ ଫୋଗାଟ୍ ପୁଣିଥରେ ରେକର୍ଡ କରିଛନ୍ତି । ‘ରେସଲିଙ୍ଗ ୱାର୍ଲ୍ଡ ଚାମ୍ପିଅନସିପ’ରେ ମେଡାଲ ଜିତି ପୁଣିଥରେ ଦେଶ ପାଇଁ ଆଣିଛନ୍ତି ଗୌରବ । ବିଶ୍ୱ କୁସ୍ତି ଚାମ୍ପିଅନସିପରେ ୨ ଥର ମେଡାଲ ଜିତିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ।
ସର୍ବିଆ ରାଜଧାନୀ!-->!-->!-->…
ଆଜି ଇଞ୍ଜିନିୟର ଦିବସ
ସାର୍ ମୋକ୍ଷଗୁଣ୍ଡମ୍ ବିଶ୍ୱେଶ୍ୱରାୟ ଭାରତର ଜଣେ ସଫଳ ଇଞ୍ଜିନିୟର ତଥା ବିଦ୍ୱାନ । ୧୯୧୨ରୁ ୧୯୧୮ ପର୍ଯ୍ୟନ୍ତ ସେ ମହୀଶୂରର ଦିୱାନ ଥିଲେ । ୧୯୫୫ରେ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ତାଙ୍କୁ ସମ୍ମାନିତ କରାଯାଇଥିଲା । ଜନମଙ୍ଗଳରେ ଅତୁଳନୀୟ ଅବଦାନ ପାଇଁ ରାଜା ଜର୍ଜ!-->…
ଲଖିମ୍ପୁର ଖେରି ହତ୍ୟା ଘଟଣାରେ ଆଜି ପୁଲିସ ୬ଜଣଙ୍କୁ ଗିରଫ କରିଛି
ଉତ୍ତର ପ୍ରଦେଶର ଲଖିମ୍ପୁର ଖେରିରେ ଦୁଇ ଦଳିତ ଭଉଣୀଙ୍କ ସହ ଦୁଷ୍କର୍ମ କରିବା ଓ ସେମାନଙ୍କୁ ହତ୍ୟା କରିଥିବା ଘଟଣାରେ ଆଜି ପୁଲିସ ୬ଜଣଙ୍କୁ ଗିରଫ କରିଛି।ପୁଲିସ କହିବା ଅନୁସାରେ, ୪ ଜଣ ସହଯୋଗୀଙ୍କ ସହାୟତାରେ ଦୁଷ୍କର୍ମ ଓ ହତ୍ୟା କାଣ୍ଡ କରିଥିବା ୨ଜଣ ଅଭିଯୁକ୍ତଙ୍କୁ ବିବାହ କରିବା ଲାଗି ୨!-->…
ଇଓଡବ୍ଲ୍ୟୁ ନିକଟରେ ହାଜର ହେବେ ଅଭିନେତ୍ରୀ ଜ୍ୟାକଲିନ୍
ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍ ୨୦୦କୋଟିର ଠକେଇ ମାମଲାରେ ହାଜର ହେବେ ପୁଲିସ ନିକଟରେ । ମାଷ୍ଟର ମାଇଣ୍ଡ ସୁକେଶ ଚନ୍ଦ୍ରଶେଖରଙ୍କ ସହ ବେଆଇନ୍ ଅର୍ଥ କାରବାର ମାମଲାରେ ଜ୍ୟାକଲିନ୍ ଫସିଛନ୍ତି । ଏନେଇ ଜ୍ୟାକଲିନଙ୍କୁ ସମନ ଜାରି କରିଛି ଦିଲ୍ଲୀ ପୁଲିସ୍ । ସେପ୍ଟେମ୍ବର ୧୪ରେ ପୁଲିସ!-->…
ଓଡ଼ିଶାର ଦୁଇଟି ଖଣି ସମେତ ୫ ରାଜ୍ୟରେ ନିଲାମ ହେଲା ୮ କୋଇଲା ଖଣି
ଓଡ଼ିଶାର ଦୁଇଟି ଖଣି ସମେତ ଦେଶର ୫ଟି ରାଜ୍ୟରେ ଥିବା ୮ଟି କୋଇଲା ଖଣି ନିଲାମ ହୋଇଛି । ଏସବୁ ଖଣି ନିଲାମ ପାଇଁ ମନୋନିତ କର୍ତ୍ତୃପକ୍ଷ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଆଜି ଇ-ନିଲାମୀ ମାଧ୍ୟମରେ ଏସବୁ ଖଣି ନିଲାମ କରାଯାଇଛି । ଓଡ଼ିଶାର ଦୁଇଟି ଖଣି ହେଲା- ରାମପିଆ ଏବଂ ରାମପିଆ ଡିପ୍ ସାଇଡ୍!-->…
ଡିଏମକେ ସାଂସଜ ଏ ରାଜାଙ୍କ ପୁଣି ଥରେ ହିନ୍ଦୁତ୍ୱକୁ ନେଇ ବିବାଦୀୟ ବୟାନ
ତାମିଲନାଡୁର ଡିଏମକେ ସାଂସଜ ଏ ରାଜା ପୁଣି ଥରେ ହିନ୍ଦୁତ୍ୱକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି । ଏଥର ସେ ହିନ୍ଦୁତ୍ୱ ସହ ଅଛୁଆଁକୁ ଯୋଡିଛନ୍ତି । ରାଜା ଏ କାର୍ଯ୍ୟକ୍ରମରେ ହିନ୍ଦୁତ୍ୱ ଉପରେ ପ୍ରଶ୍ନ ଉଠାଇବା ସହିତ ଉପସ୍ଥିତ ଲୋକଙ୍କ ଉଦ୍ଦେଶ୍ୟରେ କହିଲେ- ‘କିଏ ହିନ୍ଦୁ ? ଆମ ଧର୍ମ କ’ଣ ସେ!-->…
ଅତ୍ୟାବଶ୍ୟକୀୟ ଔଷଧ ଗୁଡ଼ିକର ଜାତୀୟ ସ୍ତରୀୟ ତାଲିକା
ନୂଆଦିଲ୍ଲୀ: "କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଅନୁସାରେ ବିଭିନ୍ନ ପଦକ୍ଷେପ ନେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଔଷଧ, ଶସ୍ତାରେ ଔଷଧ ଯୋଗାଇବାର ଲକ୍ଷ୍ୟ ରଖିଛନ୍ତି । ଏହି ଦିଗରେ, ଆବଶ୍ୟକ ଔଷଧ ଗୁଡିକର ଜାତୀୟ ସ୍ତରୀୟ!-->…
ମମତା ସରକାର ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି
ଆଜିଠାରୁ ପଶ୍ଚିମବଙ୍ଗରେ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ମମତା ସରକାର ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ସାରା ରାଜ୍ୟରୁ ବିଜେପି ନେତା ଓ କର୍ମୀମାନେ ନବାନ୍ନ ଅଭିଯାନ କରିଥିବା ବେଳେ ସେମାନଙ୍କୁ ଅଟକାଇଥିଲା ପୋଲିସ । ଯାହା ପରେ ସ୍ଥିତି ଅତି!-->…
ଅମିତ୍ ଶାହା ଓ ଅରବିନ୍ଦ କେଜ୍ରିୱାଲ ମୁହାଁମୁହିଁ
ଆଗକୁ ଗୁଜରାଟ ବିଧାନସଭା ନିର୍ବାଚନ । ଗୁଜରାଟ ଦଖଲ କରିବାକୁ ସବୁ ଦଳ କଲେଣି ପ୍ରସ୍ତୁତି । ଜୋରଦାର କସରତ ଭିତରେ ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଗୁଜରାଟ ଅହମଦାବାଦରେ ପହଞ୍ଚି ବଡ ଘୋଷଣା କରିଛନ୍ତି । ଗୁଜରାଟ ନିର୍ବାଚନରେ ଆମ ଆଦମୀ ପାର୍ଟି ଦଳ ଏକାକୀ ଲଢିବ!-->…