Trending
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
Browsing Category
National
ଅମରନାଥର ପବିତ୍ର ଗୁମ୍ଫା ମନ୍ଦିର ନିକଟରେ ବାଦଲଫଟା ବର୍ଷା
ଜମ୍ମୁ- କଶ୍ମୀର ଅମରନାଥର ପବିତ୍ର ଗୁମ୍ଫା ମନ୍ଦିର ନିକଟରେ ବାଦଲଫଟା ବର୍ଷା ହୋଇ ପ୍ରାୟ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ 40ରୁ ଅଧିକ ତୀର୍ଥଯାତ୍ରୀ ନିଖୋଜ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ । ଉଦ୍ଧାର କାର୍ଯ୍ୟରେ ପୁଲିସ, ଏନଡିଆରଏଫ ଓ ଭାରତୀୟ ସେନା ଲାଗିପଡ଼ିଛି। ପ୍ରବଳ ପାଣି!-->…
ମୁଖ୍ୟମନ୍ତ୍ରୀଙ୍କ ଦ୍ବିତୀୟ ବାହାଘର : ଭୋଜିର ମେନୁ ଭାଇରାଲ
ମୁଖ୍ୟମନ୍ତ୍ରୀ ମାନ୍ ଦ୍ବିତୀୟ ଥର ପାଇଁ ବିବାହ କରିଛନ୍ତି । ପୁଣି ମାନଙ୍କ ଦେହରେ ହଳଦୀ ଲାଗିଛି । ପଂଜାବୀ ରୀତି ନୀତିରେ ହାତଗଣ୍ଠି ପଡିଛି । ବାହାଘର ହୋଇଛି । ଚଣ୍ଡିଗଡ଼ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଦ୍ବିତୀୟ ଥର ପାଇଁ ବିବାହ ଅନୁଷ୍ଠିତ ହୋଇଛି । ବିବାହରେ ଦିଲ୍ଲୀ!-->…
କାଶୀବାସୀଙ୍କୁ ୧୮୦୦ କୋଟି ପ୍ରକଳ୍ପର ଉପହାର ଦେବେ ମୋଦି
୧୮୦୦ କୋଟି ପ୍ରକଳ୍ପର ଉପହାର ଦେବେ ମୋଦି । ଉତ୍ତର ପ୍ରଦେଶ ଆଜି ଗସ୍ତ କରିବା ବେଳେ ଏହି ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି । ବିଧାନସଭା ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ସଂସଦୀୟ କ୍ଷେତ୍ର ବାରାଣସୀକୁ ପ୍ରଥମ ଥର ପାଇଁ ଆଜି ଗସ୍ତ କରୁଛନ୍ତି । ଏହି ଗସ୍ତକାଳରେ!-->…
ଆଜି ଆଉ ଥରେ ବାହା ହେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ ମାନ
ପଂଜାବ ମୁଖ୍ୟମନ୍ତ୍ରୀ ପୁଣି ଥରେ ବାହା ହେବେ । ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍ ତାଙ୍କଠାରୁ 16 ବର୍ଷ ସାନ ଗୁରୁପ୍ରିତଙ୍କୁ ଆଜି ବାହାହେବେ । ଚଣ୍ଡୀଗଡ଼ରେ ଏହି ବାହାଘର ହେବ । ୪୮ ବର୍ଷୀୟ ଭଗୱନ୍ତ ୩୨ ବର୍ଷୀୟ ଡଃ ଗୁର୍ପ୍ରୀତ କୌରଙ୍କ ସହ ଦ୍ୱିତୀୟ ବିବାହ କରିବେ। କାରଣ!-->!-->!-->…
ଚନ୍ଦ୍ରକୁ ନିଜ ନିୟନ୍ତ୍ରଣରେ ରଖିବାକୁ ଚାହୁଁଛି ଚୀନ: ନାସା ବୈଜ୍ଞାନିକ
ମହାକାଶରେ ଚୀନ ଏବେ ଖେଳ କରୁଛି । ମହାକାଶରେ ଚୀନ ଅନ୍ୟ ଦେଶକୁ ଚକମା ଦେବା ପାଇଁ କାମ କରୁଥିବା ବେଳେ ଏବେ ଚନ୍ଦ୍ର ଉପରେ ଆଖି ପକାଇଛି । ଖାଲି ଆଖି ପକାଇନି ଆଗାମୀ ଦିନରେ କିପରି ଚନ୍ଦ୍ରକୁ କବଜା କରିବ ସେ ନେଇ ଚାଇନା ବୈଜ୍ଞାନିକମାନେ କାମ ଆରମ୍ଭ କରିଦେଇଥିବା ନାସା ମୁଖ୍ୟ ନେଲସନ ଅଭିଯୋଗ!-->…
ଏନଏଫଏସଏ ପାଇଁ ରାଜ୍ୟ ମାନ୍ୟତା ସୂଚକାଙ୍କ : ୧ ନମ୍ବର ସ୍ଥାନରେ ଓଡ଼ିଶା
ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଅନ୍ତର୍ଗତ ରାଜ୍ୟମାନଙ୍କର ପ୍ରଦର୍ଶନକୁ ନେଇ ପ୍ରଥମ ଥର ପାଇଁ ପ୍ରକାଶ ପାଇଛି ‘ଏନଏଫଏସଏ ପାଇଁ ରାଜ୍ୟ ମାନ୍ୟତା ସୂଚକାଙ୍କ’ । ଏହି ମାନ୍ୟତାର ସାଧାରଣ ବର୍ଗ ରାଜ୍ୟମାନଙ୍କ ମଧ୍ୟରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି । ଉତ୍ତର ପ୍ରଦେଶକୁ ଦ୍ବିତୀୟ!-->!-->!-->…
ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ ତମ ସ୍ୱାଧୀନତା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ!-->!-->!-->!-->!-->…