Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
National
ବିହାରରେ ନିର୍ବାଚନ: ଭୋଟର ଅଧିକାର ଯାତ୍ରା କରୁଛି କଂଗ୍ରେସ
ବିହାରରେ ନିର୍ବାଚନ ପାଖେଇ ଆସୁଛି । କଂଗ୍ରେସ ଦଳ ଭୋଟର ଅଧିକାର ରକ୍ଷା ପାଇଁ ‘ଭୋଟର ଅଧିକାର ଯାତ୍ରା’ ଆରମ୍ଭ କରିଛି । ରାହୁଲ ଗାନ୍ଧୀ ଏଥିରେ ସାମିଲ ହେବେ । ଯାହା ରୋହତାସ ଜିଲ୍ଲାର ସାସାରାମରୁ ଆଜି ଆରମ୍ଭ ହେଉଛି। ଏହି ୧୬ ଦିନିଆ ଯାତ୍ରାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ…
ମୋଦୀଙ୍କ ପାଖରେ କୌଣସି ନୂତନ ଚିନ୍ତାଧାରା ନାହିଁ ଏବଂ ଯୁବକମାନେ କେବଳ ଜୁମଲା ପାଉଛନ୍ତି, ଚାକିରି ନୁହେଁ –…
ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା ବିକାଶିତ ଭାରତ ଯୋଜନାକୁ ନେଇ ତାଙ୍କୁ କଟାକ୍ଷ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ ମୋଦୀଙ୍କ ପାଖରେ କୌଣସି ନୂତନ ଚିନ୍ତାଧାରା ନାହିଁ ଏବଂ ଯୁବକମାନେ କେବଳ ଜୁମଲା…
“ଭାରତ ନିଷ୍ପତ୍ତି ନେଇଛି, ଆମେ ଆଉ ପରମାଣୁ ଧମକକୁ ସହ୍ୟ କରିବୁ ନାହିଁ – ମୋଦୀ
ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ଦିଲ୍ଲୀରୁ ପଲ୍ଲୀ ସବୁଠି ସ୍ୱତନ୍ତ୍ରତାର ଦିନକୁ ନେଇ ଉତ୍ସାହର ମାହୋଲ। ଏହାରି ଭିତରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲଗାତାର ୧୨ଥର ପାଇଁ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସହ ରାଷ୍ଟ୍ର…
‘ଅପରେସନ ସିନ୍ଦୂର’କୁ ଆତଙ୍କବାଦ ବିରୋଧୀ ଲଢ଼େଇରେ ଏକ ଐତିହାସିକ ଉଦାହରଣ – ରାଷ୍ଟ୍ର୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ୭୯ତମ ସ୍ୱାଧୀନତା ଦିବସ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ଉଦ୍ବୋଧନ ଦେଇ ‘ଅପରେସନ ସିନ୍ଦୂର’କୁ ଆତଙ୍କବାଦ ବିରୋଧୀ ଲଢ଼େଇରେ ଏକ ଐତିହାସିକ ଉଦାହରଣ ଭାବେ ଅଭିହିତ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ‘ଅପରେସନ୍ ସିନ୍ଦୂର’ ଦେଖାଇଛି ଯେ ରାଷ୍ଟ୍ରୀୟ…
ଆଜି ଦେଶ ପାଳୁଛି ୭୯ତମ ସ୍ଵାଧୀନତା ଦିବସ,ଲାଲ କିଲ୍ଲାରେ ପତକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜି ଦେଶ ପାଳୁଛି ୭୯ତମ ସ୍ଵାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଦିଲ୍ଲୀ ଲାଲକିଲାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ କରିବା ପରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ…
‘ହର ଘର ତ୍ରିରଙ୍ଗା” ଅଭିଯାନରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ
କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ‘‘ହର ଘର ତ୍ରିରଙ୍ଗା" ଅଭିଯାନ ଅଧୀନରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି।
ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ କହିଛନ୍ତି ଯେ …
ଆଧାର ନାଗରିକତାର ପ୍ରମାଣପତ୍ର ବୋଲି ସ୍ବୀକାର କରାଯାଇପାରିବ ନାହିଁ – ସୁପ୍ରିମକୋର୍ଟ
ବିହାରରେ ହୋଇଥିବା ଭୋଟର ତାଲିକାର ବିଶେଷ ସଘନ ସଂଶୋଧନ (ଏସଆଇଆର)କୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟ ଏସଆଇଆରକୁ ନେଇ ନିର୍ବାଚନ କମିସନଙ୍କ ଆଭିମୁଖ୍ୟକୁ ଠିକ ବୋଲି କହିଛନ୍ତି ।
ଏହା ସହିତ ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଆଧାର ଭାରତର ନାଗରିକତାର ଏକ…
ସେପ୍ଟେମ୍ବର ୧ ରୁ ଦିଲ୍ଲୀରୁ ୱାଶିଂଟନ ବିମାନ ସେବ ବନ୍ଦ
ଦିଲ୍ଲୀରୁ ୱାଶିଂଟନକୁ ବିମାନ ଚଳାଚଳ ବନ୍ଦ କରିବ ଏୟାର ଇଣ୍ଡିଆ। ସେପ୍ଟେମ୍ବର ୧, ୨୦୨୫ରୁ ଦିଲ୍ଲୀରୁ ୱାଶିଂଟନ ଡିସିକୁ ଏୟାର ଇଣ୍ଡିଆ ବିମାନ ସେବା ବନ୍ଦ କରିବ ବୋଲି ନିଷ୍ପତ୍ତି ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପଛରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାରଣ ଦର୍ଶାଯାଉଛି। କୁହାଯାଉଛି ଯେ,…
ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀଙ୍କ ପଦଯାତ୍ରା
ଭୋଟ ଚୋରି ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୋଟର ତାଲିକାରେ ଅନିୟମିତତା ସମ୍ପର୍କରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ନିର୍ବାଚନ କମିଶନ କାର୍ଯ୍ୟାଳୟ ବାହାରେ ଦିଲ୍ଲୀ ପୋଲିସ ସହିତ ଅର୍ଦ୍ଧସାମରିକ ବାହିନୀର କର୍ମଚାରୀମାନଙ୍କୁ ମୂତୟନ…
ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ …