Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
National
ବିହାରରେ ଆରମ୍ଭ ହେଲା ସମ୍ରାଟ ଯୁଗ , ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୂତନ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ
ବିହାରରେ ଆରମ୍ଭ ହେଲା ସମ୍ରାଟ ଯୁଗ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୂତନ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ । ୭୫ ବର୍ଷ ପରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ ରାଜ୍ୟପାଳ ସୟଦ ଅତା ହସ୍ନୈନ । ସେହିଭଳି ଜେଡିୟୁ କୋଟାରୁ ବିଜୟ କୁମାର ଚୌଧୁରୀ ଓ…
ସମ୍ବିଧାନ ପ୍ରଣେତା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ ପାଳିତ
ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ । ଦେଶ ତଥା ରାଜ୍ୟର ବିଭିନ୍ନସ୍ଥାନରେ ବଡ଼ ଧୂମଧାମରେ ପାଳନ କରାଯାଉଛି ଆମ୍ବେଦକରଙ୍କ ଜନ୍ମ ଦିବସ ।
ଏହାରି ମଧ୍ୟରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଡ଼କ୍ଟର ବି.ଆର୍.ଆମ୍ବେଦକରଙ୍କ ଜନ୍ମବାର୍ଷିକୀର…
ପାଓ୍ବାର ପ୍ଲାଣ୍ଟର ବଏଲର ଫାଟିବାରୁ ବଡ଼ ଦୁର୍ଘଟଣା,ଦୁର୍ଘଟଣାରେ ପ୍ରାୟ ୩୦ରୁ ୪୦ ଶ୍ରମିକ ଗୁରୁତର
ପାଓ୍ବାର ପ୍ଲାଣ୍ଟର ବଏଲର ଫାଟିବାରୁ ବଡ଼ ଦୁର୍ଘଟଣା। ଏଥିରେ ପ୍ଲାଣ୍ଟ୍ର ଏକାଧିକ ଶ୍ରମିକ ଆହତ ହୋଇଛନ୍ତି। ଘଟଣା ଘଟିଛି ଛତିଶଗଡ଼ ଶକ୍ତି ଜିଲ୍ଲାର ସିଂଘିତରାଈ ସ୍ଥିତ ବେଦାନ୍ତ ପାଓ୍ବର ପ୍ଲାଣ୍ଟରେ। ମଙ୍ଗଳବାର ଦ୍ବିପ୍ରହର ପ୍ରାୟ ୨ଟା ବେଳେ ଏଠାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପ୍ରାଥମିକ…
ଦୁଇ ଦଶନ୍ଧୀ ଧରି କ୍ଷମତା ଭୋଗ କରିବା ପରେ ମୁଖ୍ୟମନ୍ତ୍ରୀ ଆସନ ଛାଡିଛନ୍ତି ନୀତୀଶ
ସରିଲା ନୀତୀଶ ଯୁଗ। ଦୀର୍ଘ ୨୦ ବର୍ଷ ପରେ ନୀତୀଶଙ୍କୁ ଛାଡିବାକୁ ପଡିଲା ମୁଖ୍ୟମନ୍ତ୍ରୀ ଆସନର ମୋହ। ଯେଉଁ ଆସନ ମୋହ ପାଇଁ ରାଜନୀତିରେ ସେ ପଲଟୁରାମ ନାଁରେ ବଦନାମ ହୋଇଛନ୍ତି, ଶେଷରେ ଦୁଇ ଦଶନ୍ଧୀ ଧରି କ୍ଷମତା ଭୋଗ କରିବା ପରେ ଆସନ ଛାଡିଛନ୍ତି ନୀତୀଶ। ଏବେ ସେ ଖାଲି ପରାମର୍ଶଦାତାର ଭୂମିକା…
ଯମୁନା ନଦୀରେ ଡଙ୍ଗା ବୁଡି ଯୋଗୁଁ ୧୧ ମୃତ ,୫ ନିଖୋଜ
ମଥୁରା ବୃନ୍ଦାବନର କେଶି ଖାଟରେ ଯମୁନା ନଦୀରେ ଡଙ୍ଗା ବୁଡିବା ଯୋଗୁଁ ଏଯାଏଁ ୧୧ ଜଣଙ୍କ ଜୀବନ ଚାଲିଯାଇଛି । ପଞ୍ଜାବ ଲୁଧିଆନାରୁ ଆସିଥିବା ଶ୍ରଦ୍ଧାଳୁ ଯମୁନାରେ ପରିକ୍ରମା କରୁଥିବା ବେଳେ ଡଙ୍ଗାଟି ବୁଡ଼ିଯାଇଥିଲା । ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା । ଘଟଣାରେ ଏଯାଏଁ…
୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ‘କ୍ୱିନ୍ ଅଫ୍ ମେଲୋଡିଜ୍’ ଏବଂ ପ୍ରସିଦ୍ଧ ଗାୟିକା ଆଶା ଭୋସଲେ
'କ୍ୱିନ୍ ଅଫ୍ ମେଲୋଡିଜ୍' ଏବଂ ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ନାହାନ୍ତି। ସେ ୯୨ ବର୍ଷ ବୟସରେ ଦୁନିଆକୁ ବିଦାୟ ଦେଇଛନ୍ତି। ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ହୃଦ୍ରୋଗରେ ଆକ୍ରାନ୍ତ ହୋଇ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି…
ପରସ୍ପରକୁ ‘ନମସ୍ତେ’ କରିବା ସହ ଦୀର୍ଘ ସମୟ ଧରି କଥାବାର୍ତ୍ତା ହେଲେ ମୋଦୀ ଏବଂ ରାହୁଲ ଗାନ୍ଧୀ
ଭାରତୀୟ ରାଜନୀତିରେ ଆଜି ସକାଳେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ମହାନ ସମାଜ ସଂସ୍କାରକ ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀ ଅବସରରେ ଦିଲ୍ଲୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…
ବିଜେପି କ୍ଷମତାକୁ ଆସିଲେ ମହିଳା ପାଇବେ ମାସିକ ୩୦୦୦ ଟଙ୍କାର ଆର୍ଥିକ ସହାୟତା
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ବିଜେପିର ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି। ଶାହ କହିଛନ୍ତି ଯେ, ପଶ୍ଚିମବଙ୍ଗରେ ଯଦି ବିଜେପି କ୍ଷମତାକୁ ଆସେ ତାହାହେଲେ ମହିଳାଙ୍କୁ ମାସିକ ୩୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବ। ଏହାସହିତ ୬ ମାସ ଭିତରେ ସମାନ…
ରାଜ୍ୟସଭାରେ ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କଲେ ବିହାରର ନୀତିଶ କୁମାର
ବିହାରର ନୀତିଶ କୁମାର ଏବେ ଦିଲ୍ଲୀର ହେଲେ। ବିହାର ମୁଖ୍ୟମନ୍ତ୍ରୀ ଏବଂ ଜନତା ଦଳ (ସଂଯୁକ୍ତ) ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିଶ କୁମାର ଶୁକ୍ରବାର ରାଜ୍ୟସଭାରେ ଏକ ନୂତନ ଇନିଂସ ଆରମ୍ଭ କରୁଛନ୍ତି। ଆଜି ଅପରାହ୍ନ ୧୨:୧୨ ସମୟରେ ସେ ରାଜ୍ୟସଭାରେ ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି…
ଲକ୍ଷ୍ମୀ ଭଣ୍ଡାର’ ଯୋଜନାର ହିତାଧିକାରୀଙ୍କୁ ମିଳିବ ୩,୦୦୦ ଟଙ୍କା – ବିଜେପି
ମହିଳାଙ୍କୁ ପ୍ରତି ମାସର ୧ ରୁ ୫ ତାରିଖ ମଧ୍ୟରେ ‘ଲକ୍ଷ୍ମୀ ଭଣ୍ଡାର’ ଯୋଜନାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩,୦୦୦ ସିଧାସଳଖ ସ୍ଥାନାନ୍ତର କରାଯିବ।
ସମସ୍ତ ସରକାରୀ କର୍ମଚାରୀ ଏବଂ ବେତନଭୋଗୀ ବ୍ୟକ୍ତିବିଶେଷଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ସୁନିଶ୍ଚିତ କରାଯିବ। ୪୫ ଦିନ ମଧ୍ୟରେ…