Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
National
ରାହୁଲ୍ ଗାନ୍ଧୀ ରାଜନୀତି ନିମନ୍ତେ ଯୋଗ୍ୟ ନୁହନ୍ତି
ରାହୁଲ୍ ଗାନ୍ଧୀ ରାଜନୀତି ନିମନ୍ତେ ଯୋଗ୍ୟ ନୁହନ୍ତି ଏବଂ ତାଙ୍କର ସୁବ୍ୟବସ୍ଥିତ ନିଷ୍ଠା ନାହିଁ ବୋଲି ‘ପଡ୍କାଷ୍ଟ୍ ୱିଥ୍ ସ୍ମିତା ପ୍ରକାଶ’ର ଦ୍ବିତୀୟ ଅଧ୍ୟାୟରେ ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍ଆଇ’ ସହିତ ସାକ୍ଷାତ୍କାର ବେଳେ ଆସାମର ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ କଂଗ୍ରେସ ନେତା!-->…
ମିଳିଲା ମଙ୍କିପକ୍ସର ଆଉ ୩ ନୂଆ ମାମଲା
ରାଜଧାନୀ ଦିଲ୍ଲୀରେ ମଙ୍କି ପକ୍ସର ତିନୋଟି ନୂଆ ମାମଲା ସାମ୍ନାକୁ ଆସିଛି । ବର୍ତ୍ତମାନ ଦିଲ୍ଲୀରେ ମଙ୍କି ପକ୍ସର ମାମଲା ୧୨ କୁ ବୃଦ୍ଧି ପାଇଛି । ସୂଚନାନୁସାରେ, ବର୍ତ୍ତମାନ ମଙ୍କିପକ୍ସର ପାଞ୍ଚଜଣ ରୋଗୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ସିଭିଲ ହସ୍ପିଟାଲରେ (ଏଲଏନଜିପି) ଭର୍ତ୍ତି!-->…
ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ ଚିଫ ଅଫ ଡିଫେନ୍ସ ଷ୍ଟାଫ
ନୂଆଦିଲ୍ଲୀ: ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ (ଅବସରପ୍ରାପ୍ତ) ପିଭିଏସଏମ, ୟୁୱାଇଏସଏମ, ଏଭିଏସଏମ, ଏସଏମ, ଭିସିଏମଙ୍କୁ ପରବର୍ତ୍ତୀ ଚିଫ ଅଫ ଡିଫେନ୍ସ ଷ୍ଟାଫ (ସିଡିଏସ) ଭାବେ ନିଯୁକ୍ତି ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କାର୍ଯ୍ୟଭାର ଗ୍ରହଣ କରିବା ତିଥି ଠାରୁ ଓ ଅନ୍ୟାଦେଶ!-->…
ଆହୁରି ତିନିମାସ ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ)ର ଅବଧିକୁ ଆହୁରି ତିନି ମାସ ପର୍ଯ୍ୟନ୍ତ ବଢ଼ାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏ ସଂକ୍ରାନ୍ତରେ ଏକ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ!-->…
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀମାନଙ୍କୁ ପାର୍ବଣ ଭେଟି
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀ ମାନଙ୍କୁ ଯଥାକ୍ରମେ ମହଙ୍ଗା ଭତ୍ତା (ଡିଏ) ଏବଂ ମହଙ୍ଗା ସହାୟତା (ଡିଆର)ର ଅତିରିକ୍ତ ୪% ଜାରି କରିବା ପ୍ରସ୍ତାବକୁ ମଞ୍ଜୁର କରାଯାଇଛି ।!-->…
୫ ବର୍ଷ ପାଇଁ ବ୍ୟାନ୍ ହେଲା ପିଏଫଆଇ
ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ(ପିଏଫଆଇ)ଉପରେ ଲାଗିଲା ପ୍ରତିବନ୍ଧକ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପ୍ରତିବନ୍ଧକ ଲଗାଯାଇଛି । ପିଏଫଆଇକୁ ପ୍ରତିବନ୍ଧକ କରିବାର ଦାବି କେତେକ ରାଜ୍ୟ ପକ୍ଷରୁ କରାଯାଇଥିଲା । ନିକଟରେ ଏନଆଇଏ ଏବଂ ବିଭିନ୍ନ ରାଜ୍ୟର ପୋଲିସ ଏବଂ ଏଜେନ୍ସି ପିଏଫଆଇର ଆଡ୍ଡା ଉପରେ!-->…
ଦିଲ୍ଲୀ ହାଇକୋର୍ଟରୁ ଆମ ଆଦମୀ ପାର୍ଟିକୁ ବଡ ଝଟକା
ଦିଲ୍ଲୀ ହାଇକୋର୍ଟରୁ ଆମ ଆଦମୀ ପାର୍ଟିକୁ ବଡ ଝଟକା । ଉପରାଜ୍ୟପାଳ ବିନୟ କୁମାରଙ୍କ ବିରୋଧରେ ସୋସିଆଲ ମିଡିଆରେ କରାଯାଇଥିବା ଆପତ୍ତିଜନକ ପୋଷ୍ଟକୁ ତୁରନ୍ତ ହଟାଇବାକୁ ଆପ ନେତାଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ସୂଚନା ମୁତାବକ, ଦିଲ୍ଲୀ ଅବକାରୀ ନୀତି ବିରୋଧରେ ଉପରାଜ୍ୟପାଳ!-->!-->!-->…
୭ଟି ରାଜ୍ୟର ୨୦୦ଟି ସ୍ଥାନ ଉପରେ ଚଢ଼ାଉ
ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ(ପିଏଫଆଇ) ବିରୁଦ୍ଧରେ ଚାଲିଛି କାର୍ଯ୍ୟାନୁଷ୍ଠାନ। ସୂଚନାଅନୁସାରେ ମଙ୍ଗଳବାର ସକାଳେ ପାଖାପାଖି ୧୭୦ଜଣ ପିଏଫଆଇ ସଦସ୍ୟଙ୍କୁ ପୁଲିସ୍ ହେପାଜତକୁ ନେଇଛି। ଏହାରି ଭିତରେ ୭ଟି ରାଜ୍ୟରେ ପୁଲିସ୍ ଚଢ଼ାଉ କରିଛି। ନିକଟରେ ଜାତୀୟ ଅନୁସନ୍ଧାନକାରୀ ଏଜେନ୍ସି (ଏନଆଇଏ)!-->…
ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କର ଶେଷ ଯାତ୍ରା
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶ୍ରଦ୍ଧାଞ୍ଜଳି ଏବଂ ଶେଷ ବିଦାୟ ଦେଇଛନ୍ତି ବିଶ୍ବନେତା । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏଥିରେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
!-->!-->!-->…
ଗୁଲାମ ନବୀ ଆଜାଦଙ୍କ ଦଳର ନାଁ ଡେମୋକ୍ରାଟିକ୍ ଆଜାଦ ପାର୍ଟି
ଶ୍ରୀନଗର : ଗୁଲାମ ନବୀ ଆଜାଦ ତାଙ୍କ ଦଳର ନାମ ‘ଡେମୋକ୍ରାଟିକ୍ ଆଜାଦ ପାର୍ଟି’ ରଖିଛନ୍ତି। କଂଗ୍ରେସରୁ ଇସ୍ତଫା ଦେବାର ମାସେ ପରେ ଆଜାଦ ନୂଆ ଦଳ ଘୋଷଣା କରିଛନ୍ତି । ୨୬ ଅଗଷ୍ଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ଆଜାଦ। ଏହା ପରେ ସେ କହିଥିଲେ ଯେ ଖୁବ୍ ଶୀଘ୍ର ସେ ନୂଆ ଦଳର ନାମ ଘୋଷଣା!-->…