Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
କାମକୋଟି ପୀଠ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସନ୍ଥ ତଥା ଦାର୍ଶନିକ ଆଦି ଶଙ୍କରାଚାର୍ଯ୍ୟଙ୍କ ଜନ୍ମସ୍ଥାନ ‘ଶ୍ରୀ କାଞ୍ଚି କାମକୋଟି ପୀଠମ୍’ ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି।
https://twitter.com/narendramodi/status/1565380270169391105?s=20&t=Q4oNAP1zOLYgHL4oQL8g1Q
!-->!-->!-->!-->…
ଟ୍ୱିଟ୍କୁ ଏଡିଟ୍ କରିହେବ ହେଲେ ପଇସା ପଡିବ
ଆଗାମୀ ଦିନରେ ଆପଣ ଟୁଇଟ କରିଥିବା ବାକ୍ୟକୁ ଏଡିଟ କରିପାରିବେ । ଟ୍ବିଟରକୁ ବିଶିଷ୍ଟ ବ୍ୟକ୍ତି ଏବଂ ସରକାରୀ ସଂସ୍ଥା ଗୁଡ଼ିକ ମଧ୍ୟ ଏହା ମାଧ୍ୟମରେ ସୂଚନା ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଥରେ ପୋଷ୍ଟ୍ ହୋଇଥିବା ଟ୍ବିଟ୍କୁ ଏଡିଟ୍ କରାଯାଇ ପାରୁ ନଥିଲା। ତେବେ ଯଦି ଆପଣ!-->…
ନୌସେନାରେ ସାମିଲ ହେଲା ଆଇଏନ୍ଏସ୍ ବିକ୍ରାନ୍ତ
ଯୁଦ୍ଧପୋତ ଆଇଏନ୍ଏସ୍ ବିକ୍ରାନ୍ତକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୌସେନାରେ ସାମିଲ କରିଛନ୍ତି। ବିକ୍ରାନ୍ତ ହେଉଛି ଭାରତର ପ୍ରଥମ ସ୍ବଦେଶୀ ବିମାନବାହୀ ଯୁଦ୍ଧ ଜାହାଜ । ଭାରତର ନୌସେନା ଇତିହାସରେ ଏହା ସବୁଠାରୁ ବଡ଼ ଓ ଶକ୍ତିଶାଳୀ। କୋଚିନଠାରେ ପ୍ରଧାନମନ୍ତ୍ରୀ ଏହାକୁ ନୌସେନାରେ!-->…
୨ ଜୈଶ୍-ଏ-ମହମ୍ମଦ୍ ଆତଙ୍କବାଦୀ ନିହତ
ଉତ୍ତର କଶ୍ମୀରର ସୋପୋର ରେ ଆତଙ୍କବାଦୀ ସଙ୍ଗଠନ ‘ଜୈଶ୍-ଏ-ମହମ୍ମଦ୍’ର ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ‘କର୍ଡନ୍-ଆଣ୍ଡ୍-ସର୍ଚ’ ଅଭିଯାନ ଚଳାଉଥିବା ବେଳେ ଏନ୍କାଉଣ୍ଟର୍ ହୋଇଥିଲା । ଏହି ଅଭିଯାନରେ ନିରାପତ୍ତା କର୍ମଚାରୀମାନେ ୨ଜଣ ଆତଙ୍କବାଦୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି।!-->…
ଅଗଷ୍ଟ ୨୦୨୨ରେ ୧ ଲକ୍ଷ ୪୩ ହଜାର ୬୧୨ କୋଟି ଟଙ୍କା ଜିଏସଟି ରାଜସ୍ୱ ସଂଗ୍ରହ
୨୦୨୨ ଅଗଷ୍ଟ ମାସରେ ୧ ଲକ୍ଷ ୪୩ ହଜାର ୬୧୨ କୋଟି ଟଙ୍କାର ଜିଏସଟି ରାଜସ୍ୱ ସଂଗୃହିତ ହୋଇଛି । ଏଥିମଧ୍ୟରେ ସିଜିଏସଟି ପରିମାଣ ୨୪ ହଜାର ୭୧୦ କୋଟି ଟଙ୍କା ଥିବା ବେଳେ ଏସଜିଏସଟି ପରିମାଣ ୩୦ ହଜାର ୯୫୧ କୋଟି ଟଙ୍କା ରହିଛି । ସେହିପରି ଚଳିତ ବର୍ଷ ଅଗଷ୍ଟ ମାସରେ ୭୭ ହଜାର ୭୮୨ କୋଟି ଟଙ୍କାର!-->…
ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଓ ନେପାଳ ମଧ୍ୟରେ ଏମଓୟୁ ସ୍ବାକ୍ଷର
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଏବଂ ନେପାଳ ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏ ସଂକ୍ରାନ୍ତରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ!-->…
ରାଜ୍ୟମାନଙ୍କୁ ରିହାତି ଦରରେ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର
ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ରିହାତି ଦରରେ ଚଣା (ଡାଲି) ଯୋଗାଇ ଦେବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ମୂଲ୍ୟ ସମର୍ଥନ!-->…
ସୁପର-୪ରେ ଆଫ୍ଗାନିସ୍ତାନ
ଚଳିତ ଏସିଆ କପ୍ ଟି୨୦ ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଦଳ ଭାବେ ସୁପର-୪ରେ ଆଫ୍ଗାନିସ୍ତାନ ପ୍ରବେଶ କରିଛି। ବାଂଲାଦେଶକୁ ୭ ୱିକେଟରେ ପରାସ୍ତ କରିଛି ଆଫଗାନିସ୍ତାନ।
https://twitter.com/ICC/status/1564825123529674752
ମୋସାଦେକ୍ ହୋସେନ୍ଙ୍କ ବିସ୍ଫୋରକ ୪୮ ରନ୍ ବଳରେ!-->!-->!-->!-->!-->…
ଆଜି ପବିତ୍ର ଗଣେଶ ପୂଜା
ଆଜି ପବିତ୍ର ଗଣେଶ ପୂଜା । ସାରା ଭାରତରେ ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି ଗଣେଶ ପୂଜା । ଓଡ଼ିଶାରେ ମଧ୍ୟ ବିଭିନ୍ନ ପୂଜାମଣ୍ଡପରେ ଏବଂ ଶିକ୍ଷାନୁଷ୍ଠାନରେ ଜାକଜକମରେ ପୂଜା ପାଳିତ ହେଉଛି ।
https://twitter.com/ani_digital/status/1564810082927292416
ବୁଦ୍ଧିର ଦେବତା!-->!-->!-->!-->!-->…
ଅଙ୍କିତା ହତ୍ୟା ଘଟଣା ଯାଞ୍ଚ କରିବ ଏସଆଇଟି
ଝାଡଖଣ୍ଡରରେ ଶାହରୁଖ ଏକତରଫା ପ୍ରେମରେ ବିଫଳ ହୋଇ ଅଙ୍କିତାଙ୍କୁ ପୋଡି ମାରିବା ଘଟଣାରେ ଯାଞ୍ଚ କରିବାକୁ ଗଠନ ହେଲା ସ୍ପେଶାଲ ଇନଭେଷ୍ଟିଗେସନ୍ ଟିମ୍ । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ନିର୍ଦ୍ଦେଶ ପରେ ଘଟଣାର ଯାଞ୍ଚରେ ତନାଘନା ଆରମ୍ଭ ହୋଇଛି । ଏହି ଘଟଣାର ସବୁ ଦିଗରୁ ପୁଙ୍ଖାନୁପୁଙ୍ଖ!-->…