Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ଗୁଜବ ପ୍ରସାର କରୁଥିବା ଆଠଟି ୟୁଟ୍ୟୁବ ଚାନେଲ ବନ୍ଦ କଲା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଆଠଟି ୟୁଟ୍ୟୁବ ନ୍ୟୁଜ୍ ଚାନେଲ, ଗୋଟିଏ ଫେସବୁକ ଆକାଉଣ୍ଟ ଏବଂ ଦୁଇଟି ଫେସବୁକ ପୋଷ୍ଟକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଆଇଟି ନିୟମ ୨୦୨୧ ଅଧୀନରେ ପ୍ରାପ୍ତ କ୍ଷମତାର ପ୍ରୟୋଗ କରି ମନ୍ତ୍ରଣାଳୟ ପକ୍ଷରୁ ୧୬ ଅଗଷ୍ଟ ୨୦୨୨ରେ ଏହି!-->…
ହିଂସା ପାଇଁ ଡ୍ରୋନରେ ଅସ୍ତ୍ର ପଠାଉଛି ପାକିସ୍ତାନ
ଜମ୍ମୁ-କାଶ୍ମୀରରେ ହିଂସା ସୃଷ୍ଟି ପାଇଁ ପାକିସ୍ତାନ ଏବେ ନୂଆ ରଣନୀତି ଆରମ୍ଭ କରିଛି । ଆତଙ୍କବାଦୀମାନଙ୍କ ନିକଟରେ ଅସ୍ତ୍ରଶସ୍ତ୍ର ପଠାଇବା ପାଇଁ ଏବେ ଡ୍ରାେନର ବ୍ୟବହାର କରୁଛି । । ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଗୁରୁବାର ଦିନ ଜାମ୍ମୁ କାଶ୍ମୀରର ପାଞ୍ଚଟି ଜିଲ୍ଲାରେ ଯାଞ୍ଚ ଆରମ୍ଭ!-->…
ମନୀଷ ସିସୋଦିୟାଙ୍କ ଘରେ ସିବିଆଇ ରେଡ୍
ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିୟାଙ୍କ ଘରେ ସିବିିଆଇ ଚଢଉ କରିଛି । ବେଆଇନ ମଦ ନୀତିରେ କୋଟି କୋଟି ଟଙ୍କା ଦୁର୍ନୀତି ହୋଇଥିବା ଅଭିଯୋଗ ହେବା ପରେ ଏହି ଚଢ଼ାଉ କରିଛି ସିବିଆଇ । ମଦ ଲାଇସେନସ ନେଇଥିବା ଲୋକଙ୍କୁ ସରକାର ଲାଭ ପହଁଚାଇଥିବା ପ୍ରମାଣ ମିଳିବା ପରେ ଏହି ଚଢ଼ାଉ!-->…
ସମୀର ୱାଙ୍ଖଡେଙ୍କୁ ହତ୍ୟା ଧମକ
ଏନସିବିର ପୂର୍ବତନ ଅଧିକାରୀ ସମୀର ୱାଙ୍ଖଡେଙ୍କୁ ହତ୍ୟା ଧମକ ମିଳିଛି । ଏନେଇ ସମୀର ମୁମ୍ବାଇ ପୋଲିସର ଦ୍ୱାରସ୍ଥ ହୋଇଥିବାବେଳେ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଅନୁରୋଧ କରିଛନ୍ତି । ଡ୍ରଗସ ରୋକିବା ପାଇଁ ସମୀର ଅନେକ ଦିନରୁ କଡା କାର୍ଯ୍ୟାନୁଷ୍ଠାନ ନେଉଥିବାରୁ ତାଙ୍କ ପଛରେ!-->…
ଋଷ ଗସ୍ତରେ ଅଜିତ୍ ଡୋଭାଲ
ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ ୨ ଦିନିଆ ଋଷ ଗସ୍ତ କରିଛନ୍ତି । ଋଷ -ୟୁକ୍ରେନ ଯୁଦ୍ଧ ମଧ୍ୟରେ ଡୋଭାଲଙ୍କ ଗସ୍ତ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ରାଜନୈତିକ ଦୃଷ୍ଟିକୋଣକୁ ନେଇ ଦୁଇଦେଶ ମଧ୍ୟରେ ରୁଷ ସୁରକ୍ଷା ପରାମର୍ଶଦାତା ନିକୋଲାଇ ପେତ୍ରୁସେଭଙ୍କ ସହ ସାକ୍ଷାତ କରି!-->…
ନିର୍ବାଚନ ପାଇଁ ରଣନୀତି: ମହାରାଷ୍ଟ୍ର ଯାତ୍ରାରେ ବାହାରିବେ ଆଦିତ୍ୟଠାକରେ
ସରକାରରୁ ଯିବା ପରେ ଏବେ ଆଦିତ୍ୟ ଠାକରେ ଦଳର କାର୍ଯ୍ୟକର୍ତ୍ତାଙ୍କୁ ନିଜ ସପକ୍ଷକୁ ଆଣିବାକୁ ନୂଆ ରଣନୀତି କରିଛନ୍ତି । ମହାରାଷ୍ଟ୍ର ଯାତ୍ରାରେ ବାହାରିବାକୁ ସେ ଘୋଷଣା କରିଛନ୍ତି । ଶିବସେନା ବିଧାୟକ ଆଦିତ୍ୟ ଠାକରେ ଏବେ ପୁଣି ଦଳକୁ ଏକଜୁଟ କରିବା ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି । ଭୋଟ!-->…
ନୀତୀଶ କୁମାରଙ୍କ ନୂଆ ମନ୍ତ୍ରିମଣ୍ଡଳ: ୭୨% ମନ୍ତ୍ରୀଙ୍କ ନାମରେ ଅପରାଧୀକ ମାମଲା
ବିହାରରେ ପୁଣି ଜଙ୍ଗଲରାଜ ଆରମ୍ଭ ହୋଇଥିବା ଚର୍ଚା ହେଉଛି । ଏହାର କାରଣ ବିହାର ସରକାରରେ ଏବେ ଅଧିକାଂଶ ମନ୍ତ୍ରୀଙ୍କ ନାମରେ ଅପରାଧୀକ ମାମଲା ରହିଛି । ଏପରିକି ଆଇନମନ୍ତ୍ରୀଙ୍କ ନାମରେ ମଧ୍ୟ ଅପହରଣ ମାମଲା ରହିଛି । ସରକାର ଗଠନ କରିଥିବା ନୀତୀଶ କୁମାରଙ୍କ କ୍ୟାବିନେଟରେ ଥିବା ୩୨ ଜଣ!-->…
୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି କୃଷି ଋଣ ଉପରେ ମିଳିବ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି
ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି ଯୋଗାଇ ଦେବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫!-->…
ଗୁଲାମ ନବୀ ଆଜାଦଙ୍କ ଇସ୍ତଫାକୁ ନେଇ ଚର୍ଚା ଜୋରଦାର
ଜି-୨୩ ଗୋଷ୍ଠୀର ନେତୃତ୍ବ ନେଉଥିବା ଗୁଲାମ ନବୀ ଆଜାଦ ଏବେ ବି ଅସନ୍ତୁଷ୍ଟ ଥିବା ଜଣାପଡିଛି । ତାଙ୍କୁ ଦିଆଯାଇଥିବା ଦାୟିତ୍ବରୁ ସେ ଇସ୍ତଫା ଦେଇଛନ୍ତି । ଜାମ୍ମୁ କାଶ୍ମୀର କଂଗ୍ରେସର ଗୁରୁତ୍ବପୂର୍ଣ୍ଣ ପଦବୀ ଯାହାକୁ ଦିଆଯାଉଛି ସେ ନେଇ ଆଲୋଚନା ହେଉନଥିବା ସେ ଅଭିଯୋଗ କରିଛନ୍ତି ।!-->…
ଦୁଷ୍ୟନ୍ତ ଚୌଟାଲାଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କହିଲା ଜେଜେପି!
ବିହାର ପରେ ଏବେ ହରିୟାଣା ବିଜେପିକୁ ଝଟ୍କା। ହରିୟାଣାରେ ମେଣ୍ଟକୁ ଜେଜେପି ବ୍ଲାକମେଲ କରିବାରେ ଲାଗିଛି । ୨୦୨୪ରେ ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲା ହରିୟାଣାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କଲେ ଜେଜେପିର ପ୍ରଦେଶ ଅଧ୍ୟକ୍ଷ ନିଶାନ ସିଂହ। ରାଜ୍ୟର ସବୁ ପାର୍ଟିର!-->…