Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
National
ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ସାନି ସତ୍ୟପାଠ ଦାଖଲ
ବିହାର ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ସାନି ସତ୍ୟପାଠ ଦାଖଲ କରିଛନ୍ତି । ବ୍ୟକ୍ତିବିଶେଷଙ୍କୁ ନଜଣାଇ ଭୋଟର ତାଲିକାରୁ ତାଙ୍କ ନାମ ବାଦ୍ ପକାଯିବ ନାହିଁ ବୋଲି କହିଛନ୍ତି ଇସିଆଇ।
ଇସିଆଇ କହିଛନ୍ତି ତାଲିକାରୁ ବାଦ୍ ପଡିବା…
ଗୁଜରାଟ-ରାଜସ୍ଥାନ ସୀମାରେ ଭୂମିକମ୍ପ ଅନୁଭୂତ
ଶନିବାର ରାତି ୯.୦୩ ସମୟରେ ଗୁଜରାଟ-ରାଜସ୍ଥାନ ସୀମାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୬ ମାପ କରାଯାଇଥିଲା, ଯାହାର କେନ୍ଦ୍ରସ୍ଥଳ ପାଲାନପୁରରୁ ୩୧ କିଲୋମିଟର ଉତ୍ତର-ପୂର୍ବରେ ଥିଲା । ଗୁଜୁରାଟର ବନାସକାଣ୍ଠା ଜିଲ୍ଲାର ଅଧିକାଂଶ ତହସିଲରେ ଭୂମିକମ୍ପ…
ରକ୍ଷା ବନ୍ଧନରେ କୁନି ଶିଶୁର ଅନୁରୋଧକୁ ରକ୍ଷା କଲେ ପ୍ରଧାନମନ୍ତ୍ର
ଶନିବାର ସାରା ଦେଶରେ ରକ୍ଷା ବନ୍ଧନ ପର୍ବକୁ ଖୁବ ଉତ୍ସାହର ସହିତ ପାଳନ କରାଯାଉଛି। ଏହି ଅବସରରେ ଦିଲ୍ଲୀର ୭ଲୋକ କଲ୍ୟାଣ ମାର୍ଗରେ ଥିବା ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଦିଲ୍ଲୀର ବିଭିନ୍ନ ସ୍କୁଲର…
ଭାରତବାସୀଙ୍କୁ ସୁଲଭ ମୂଲ୍ୟରେ ଏଲପିଜି ଦେବା ପାଇଁ ୩୦ହଜାର କୋଟିର ଉପହାର ଘୋଷଣା କଲେ କେନ୍ଦ୍ର ସରକାର
ଏଲପିଜି ଦର ସ୍ଥିର ରଖିବା ପାଇଁ ମୋଦୀ ସରକାରଙ୍କ ବଡ଼ ଘୋଷଣା। ଭାରତବାସୀଙ୍କୁ ସୁଲଭ ମୂଲ୍ୟରେ ଏଲପିଜି ଦେବା ପାଇଁ ଘୋଷଣା କଲେ ୩୦ହଜାର କୋଟିର ଉପହାର। କେନ୍ଦ୍ର କ୍ୟାବିନେଟ୍ ଆଜି ମୋଟ ୫୨,୬୬୭ କୋଟି ଟଙ୍କାର ପାଣ୍ଠି/ପ୍ରକଳ୍ପକୁ ଅନୁମୋଦନ କରିଛି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ…
୧୧ତମ ଜାତୀୟ ହସ୍ତତନ୍ତ ଦିବସରେ ସମ୍ମାନଜନକ ହସ୍ତତନ୍ତ ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ
କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ ଆଜି ନୂଆଦିଲ୍ଲୀରେ ୧୧ତମ ଜାତୀୟ ହସ୍ତତନ୍ତ ଦିବସର ଉଦଘାଟନ କରିଥିଲେ ଏବଂ ସମ୍ମାନଜନକ ହସ୍ତତନ୍ତ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବୈଦେଶିକ ଏବଂ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପବିତ୍ର ମାର୍ଗେରିଟା, ଖାଉଟି ବ୍ୟାପାର,…
ମାଲ ପରିବହନକୁ ୨୩୦ ନିୟୁତ ମେଟ୍ରିକ୍ ଟନ୍ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଲକ୍ଷ୍ୟ
ଉପକୂଳ ଜାହାଜ ଚଳାଚଳ ଆଇନ, ୨୦୨୫ ଗୃହୀତ ହେବା ସହିତ, ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ତିନୋଟି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଆଇନକୁ ସଂସଦର ମଞ୍ଜୁରି ମିଳିଛି । ସେଗୁଡ଼ିକ ହେଲା ବାଣିଜ୍ୟିକ ଜାହାଜ ଚଳାଚଳ ବିଲ୍ ୨୦୨୫, ସାମୁଦ୍ରିକ ମାଲ୍ ପରିବହନ ବିଲ୍, ୨୦୨୫ ଏବଂ ଉପକୂଳ ଜାହାଜ…
ଭାରତ କେବେବି ଏହାର ଚାଷୀ ଏବଂ ମତ୍ସ୍ୟଜୀବୀଙ୍କ ସ୍ୱାର୍ଥ ସହିତ କୌଣସି ପ୍ରକାର ସାଲିସ କରିବ ନାହିଁ –…
ଆମ କୃଷକମାନଙ୍କ ସ୍ୱାର୍ଥ ଆମର ସର୍ବୋଚ୍ଚ ପ୍ରାଥମିକତା । ଭାରତ କେବେବି ଏହାର ଚାଷୀ, ପଶୁପାଳନ ଚାଷୀ ଏବଂ ମତ୍ସ୍ୟଜୀବୀଙ୍କ ସ୍ୱାର୍ଥ ସହିତ କୌଣସି ପ୍ରକାର ସାଲିସ କରିବ ନାହିଁ ବୋଲ ସ୍ପଷ୍ଟ ଭାବେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମୁଁ ଜାଣେ ମୋତେ…
ଭାରତୀୟ ଡାକର ଡିଜିଟାଲ୍ ପରିବର୍ତ୍ତନ
ଆଇଟି ୨.୦ ଅଧୀନରେ ଏହାର ଡିଜିଟାଲ୍ ପରିବର୍ତ୍ତନର ଏକ ଅଂଶ ସ୍ୱରୂପ ଇଣ୍ଡିଆ ପୋଷ୍ଟ ଆଡଭାନ୍ସଡ୍ ପୋଷ୍ଟାଲ୍ ଟେକ୍ନୋଲୋଜି (ଏପିଟି) ଆପ୍ଲିକେସନର ଏକ ବ୍ୟାପକ ଦେଶବ୍ୟାପୀ ପ୍ରସାରଣ କରିଛି । ପୁରୁଣା ବ୍ୟବସ୍ଥାରୁ ଏହି ପରିବର୍ତ୍ତନ ଦ୍ରୁତ, ସ୍ମାର୍ଟ ଏବଂ ଅଧିକ ଗ୍ରାହକ କୈନ୍ଦ୍ରିକ ଡାକ ସେବା…
ଏମ୍ଏସ୍ ସ୍ୱାମୀନାଥନ ଶତବାର୍ଷିକୀ ଅର୍ନ୍ତଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୭ ତାରିଖ ସକାଳ ପ୍ରାୟ ୯ଟାରେ ନୂଆଦିଲ୍ଲୀର ଆଇସିଏଅ।।ର୍ ପିୟୁଏସ୍ଏ୍ ଠାରେ ଏମ୍ଏସ୍ ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ । ସେ ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।
ସମ୍ମିଳନୀର…
ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ମୃତ, 50 ନିଖୋଜ
ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି ଧସିଯାଇଛି । ପ୍ରକୃତିର ଏହି ତାଣ୍ଡବରେ ୪ ଜଣଙ୍କ ମୃତ୍ୟୁ…