Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ପରଲୋକରେ ରାକେଶ ଝୁନ୍ଝୁନ୍ବାଲା
୬୨ ବର୍ଷ ବୟସରେ ଶେଆର ମାର୍କେଟ୍ର ବିଗ୍ବୁଲ୍ କୁହାଯାଉଥିବା ରାକେଶ ଝୁନ୍ଝୁନ୍ବାଲାଙ୍କ ଦେହାନ୍ତ ହୋଇଛି। ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ତାଙ୍କ ଦେହାନ୍ତ ହୋଇଥିବା ବେଳେ ଦେଶର ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ମୃତ୍ୟୁରେ ଶୋକ!-->…
ତ୍ରିରଙ୍ଗା ସହ ଫଟୋ ସେୟାର କରିବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହର ଘର ତ୍ରିରଙ୍ଗା ଅଭିଯାନକୁ ମିଳିଥିବା ବିପୁଳ ଜନ ସମର୍ଥନକୁ ନେଇ ଖୁସି ଏବଂ ଗର୍ବ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ଆମେ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ରେକର୍ଡ ଅଂଶଗ୍ରହଣ ଦେଖୁଛୁ । ଶ୍ରୀ ମୋଦୀ ନାଗରିକମାନଙ୍କୁ!-->…
ସ୍ୱାଧୀନତା ଦିବସ ୨୦୨୨ ଉପଲକ୍ଷେ ୧୦୮୨ ପୁଲିସ କର୍ମୀଙ୍କୁ ମିଳିଲା ପଦକ
ସ୍ୱାଧୀନତା ଦିବସ, ୨୦୨୨ ଉପଲକ୍ଷେ ଦେଶର ମୋଟ୍ ୧୦୮୨ ଜଣ ପୁଲିସ କର୍ମୀଙ୍କୁ ପଦକ ପ୍ରଦାନ କରାଯାଇଛି ।
୩୪୭ ଜଣ ପୁଲିସ କର୍ମୀଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରାଯାଇଥିବା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି ।
ଅନ୍ୟପକ୍ଷରେ ବିଶିଷ୍ଟ ସେବା ପାଇଁ!-->!-->!-->!-->!-->…
ଖେଳାଳୀଙ୍କ ସହ ଭାବ ଆଦାନ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
ଦେଶ ୭୫ତମ ସ୍ବାଧୀନତା ଦିବସ ପାଳନ କରୁଥିବା ବେଳେ କ୍ରୀଡ଼ା କ୍ଷେତ୍ରରେ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ଇତିହାସ ରଚିଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ଏହି କ୍ରୀଡାରେ କୃତ୍ବିତ୍ବ ହାସଲ କରିଥିବା ଖେଳାଳୀଙ୍କ ସହ ଭାବ ଆଦାନ ପ୍ରଦାନ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ଭାରତୀୟ!-->…
ସୈନିକଙ୍କ ଗୌରବାର୍ଥେ ସୁପର ୨୫ ପ୍ରତିଯୋଗିତାକୁ ସେନା ସୁପର ୨୫ରେ ନାମକରଣ କରିବା ପାଇଁ ପରାମର୍ଶ
ଭାରତ ଉପରେ ବିଶ୍ୱ ଅନେକ ଅପେକ୍ଷା ରଖିଛି । ତେଣୁ ଯୁବଶକ୍ତି ନିଜ ଅଧିକାର ବିଷୟରେ ସଚେତନ ହେବା ବେଳେ ଏହି ବିଷୟକୁ ହୃଦୟଙ୍ଗମ କରନ୍ତୁ । ଦେଶ ପ୍ରତି ନିଜର ଦାୟିତ୍ୱ ଓ କର୍ତ୍ତବ୍ୟକୁ ବୁଝିବା ସହ ବୈଶ୍ୱିକ ସମସ୍ୟାକୁ ସମାଧାନ କରିବା ପାଇଁ ଅଧିକ ଯତ୍ନଶୀଳ ହେବା ପାଇଁ ପରାମର୍ଶ ଦେଇଛନ୍ତି!-->…
ବନ୍ଦ ହେବ ବେବି ପାଉଡର ବିକ୍ରି
ଜନସନ୍ ଆଣ୍ଡ ଜନସନ୍ କଂପାନି ଆସନ୍ତାବର୍ଷ ବେବି ପାଉଡର ବିକ୍ରିକୁ ବନ୍ଦ କରିବାକୁ ଯାଉଛି । ଏହାକୁ ନେଇ ବର୍ତ୍ତମାନ ଭାରତୀୟ ବଜାରରେ ଚର୍ଚ୍ଚା ଜୋର ଧରିଛି । ଆମେରୀକାରେ ହୋଇଥିବା ଗ୍ରାହକ ସୁରକ୍ଷା ମାମଲା କାରଣରୁ ଏହି ପ୍ରଡକ୍ଟର ବିକ୍ରିକୁ ବନ୍ଦ କରାଯିବ । କମ୍ପାନୀ ଆହୁରି ମଧ୍ୟ କହିଛି!-->…
ଟିଏମସି ନେତା ଅନୁବ୍ରତ ମଣ୍ଡଳ ଗିରଫ
ପଶ୍ଚିମବଂଗରେ ଇଡି ପରେ ସିବିଆଇ ଏବେ ମମତାଙ୍କ ଦଳ ପଛରେ ପଡିଛି । ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ପରେ ଏବେ ଆଉ ଜଣେ ଟିଏମସି ନେତା ଜେଲ ଯାଇଛନ୍ତି । ତୃଣମୃଳ କଂଗ୍ରେସର ହାଇପ୍ରୋଫାଇଲ ନେତା ଅନୁବ୍ରତ ମଣ୍ଡଳଙ୍କୁ ଗୁରୁବାର ସକାଳୁ ଗିରଫ କରିଛି ସିବିଆଇ । ଗୋରୁ ଚାଲାଣ!-->…
ଦେଶରେ କୋଭିଡ୍-୧୯ ଦୈନିକ ସଂକ୍ରମଣ
ମୈାସୁମି ବର୍ଷା ପରେ ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଏବେ ସାଢ଼େ୧୬ ହଜାର ଉପରେ ରହିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୬୧ କରୋନା ନୂତନ ସଂକ୍ରମଣ ଓ!-->…
ଫ୍ରାନସର ରାଫେଲ ମିଶନକୁ ଭାରତର ସହାୟତା
ପ୍ରଶାନ୍ତ ମହାସାଗରରେ ଫ୍ରାନସ ସାମରିକ ଅପରେସନ ଆରମ୍ଭ କରିଛି । ତେଣୁ ଏହାର ଏକ ଅଂଶ ଭାବରେ ତାମିଲନାଡୁର ଭାରତୀୟ ବାୟୁସେନା ସୁଲୁର କେନ୍ଦ୍ରରେ 3ଟି ରାଫେଲ ଅବତରଣ କରିଥିଲା । ଭାରତୀୟ ବାୟୁସେନା ଫ୍ରାନ୍ସ ସୈନ୍ୟବାହିନୀକୁ ସମସ୍ତ ପ୍ରକାର ସହାୟତା କରିଥିଲା । ଭାରତୀୟ ବାୟୁସେନା ସହ!-->…
୪୪ତମ ଚେସ ଅଲିମ୍ପିଆଡ ଆୟୋଜନ: ତାମିଲନାଡୁବାସୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚେନ୍ନାଇ ଠାରେ ୪୪ତମ ଚେସ ଅଲିମ୍ପିଆଡରେ କାଂସ୍ୟ ପଦକ ଜିତିଥିବା ଭାରତ ବି ଦଳ (ପୁରୁଷ) ଓ ଭାରତ ଏ ଦଳ (ମହିଳା)କୁ ଶୁଭେଚ୍ଛା ଜଣାଇଛନ୍ତି । ୪୪ତମ ଚେସ ଅଲିମ୍ପିଆଡ ଆୟୋଜନ କରି ବିଶ୍ୱକୁ ସ୍ୱାଗତ କରିବା ନିଜର ଉତ୍କୃଷ୍ଟ ସଂସ୍କୃତି ଓ ଆତିଥେୟତା!-->!-->!-->…