Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ବଢ଼ିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନା
୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଜାରି ରହିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ସହରାଞ୍ଚଳ (ପିଏମଏୱାଇ-ୟୁ) – ‘‘ସମସ୍ତଙ୍କ ପାଇଁ ଆବାସ’’ ଅଭିଯାନ । ଏ ସଂକ୍ରାନ୍ତରେ ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ)ର ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ!-->…
ଭାରତରେ ଚିତାଙ୍କ ସଂଖ୍ୟା ବୃଦ୍ଧି ପାଇଁ ଯୋଜନା
ସ୍ୱାଧୀନ ଭାରତରେ ବିଲୁପ୍ତ ହୋଇ ଯାଉଥିବା ଏକ ମାତ୍ର ବୃହତ୍ ମାଂସାଶୀ ପ୍ରାଣୀ, ଚିତାର ପୁନରୁଦ୍ଧାର କରିବା ନିମନ୍ତେ କେନ୍ଦ୍ର ସରକାର ଯୋଜନା କରିଛନ୍ତି । ଭାରତରେ କାର୍ଯ୍ୟକ୍ଷମ ଚିତା ଭୂସ୍ଥାନିକ ସଂଖ୍ୟା ଗଣନା (ମେଟାପପୁଲେସନ୍) ପ୍ରତିଷ୍ଠା କରିବ ଯାହା ଚିତାକୁ ଏକ ଶୀର୍ଷ!-->!-->!-->…
କୃଷକ ପରିବାରରୁ ଉପ ରାଷ୍ଟ୍ରପତି ହେଲେ ଜଗଦୀପ ଧନଖଡ
ଦେଶର ୧୪ ତମ ଉପ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଜଗଦୀପ ଧନଖଡ । ଆଜି ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇଛନ୍ତି ।
https://twitter.com/VPSecretariat/status/1557639130200555520
ଏହି ଶପଥଗ୍ରହଣ ଉତ୍ସବରେ ପୂର୍ବତନ ରାଷ୍ଟ୍ରପତି ରାମନାଥ!-->!-->!-->!-->!-->!-->!-->…
ସ୍ୱାଧୀନତା ଦିବସ ପୂର୍ବରୁ ଜମ୍ମୁ-କାଶ୍ମୀରରେ ଉରି ଭଳି ଆକ୍ରମଣ ପଣ୍ଡ ହୋଇଛି
ଉରି ଭଳି ଆକ୍ରମଣ ଉଦ୍ୟମ ପଣ୍ଡ କରିଛି ଭାରତୀୟ ସେନା । ସ୍ୱାଧୀନତା ଦିବସ ପୂର୍ବରୁ ଜମ୍ମୁ-କାଶ୍ମୀରର ପର୍ଗଲରେ ଉରି ଭଳି ଆକ୍ରମଣ ପଣ୍ଡ ହୋଇଛି । ଏଠିକାର ସେନା କ୍ୟାମ୍ପରେ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବାବେଳେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଉଗ୍ର ଗୁଳିବିନିମୟ ହୋଇ ୨!-->…
ପୁଣି କରୋନା କଟକଣା ଲାଗିଲା ଦିଲ୍ଲୀରେ
ଆଜି ଦିଲ୍ଲୀ ସରକାର ରାଜ୍ୟରେ କରୋନା କଟକଣା ଲଗାଇବା ଆରମ୍ଭ୍ କରିଛନ୍ତି ।ଗୋଟିଏ ପଟେ ସାରା ଦେଶରେ ପୁଣି କରୋନା ସଂକ୍ରମଣ ବଢିଥିବା ବେଳେ ପୂର୍ବଭଳି ଦିଲ୍ଲୀରେ ସର୍ବଧିକ ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି ।ଦିଲ୍ଲୀ ସରକାର ପୁଣି ରାଜ୍ୟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି ।!-->…
ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥାବସ୍ଥା ଗୁରୁତର
ହୃଦଘାତର ଶିକାର ହୋଇ ଗତକାଲିଠୁ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ଜଣାଶୁଣା ଷ୍ଟାଣ୍ଡ-ଅପ୍ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି। ୫୮ ବର୍ଷୀୟ ରାଜୁଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇ ଚିକିତ୍ସା କରାଯାଉଛି। ପ୍ରଥମେ ଏମ୍ସର ଜରୁରୀକାଳୀନ ମେଡିସିନ ବିଭାଗ!-->…
ନୀତୀଶ ମୁଖ୍ୟମନ୍ତ୍ରୀ, ତେଜସ୍ବୀ ହେଲେ ଉପମୁଖ୍ୟମନ୍ତ୍ରୀ
ଆଜି ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ନୀତୀଶ କୁମାର । ଅଷ୍ଟମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ନୀତୀଶ । ତେବେ ସେ ୨୧ ମାସରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ଏହା ସହିତ ତେଜସ୍ୱୀ ଯାଦବ ଦ୍ୱିତୀୟ ଥର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ!-->…
ପ୍ରଧାନମନ୍ତ୍ରୀଙ୍କ ପାନିପତ ଗସ୍ତ ଆଜି
ଆଜି ହରିୟାଣାର ପାନପତ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଇଣ୍ଡିଆନ୍ ଅଏଲ ପାନିପତ ରିଫାଇନାରୀରେ ୨ଜି ଇଥାନଲ ପ୍ଲାଣ୍ଟର ଲୋକାର୍ପଣ କରିବେ । ୯୦୦ କୋଟି ଟଙ୍କା ବ୍ୟୟରେ ଏହି ପ୍ଲାଣ୍ଟ ନିର୍ମାଣ କରାଯାଇଛି । ଏଠାରୁ ପ୍ରତିଦିନ ୧୦୦ କିଲୋଲିଟର ଇଥାନଲ ଉତ୍ପାଦନ ହୋଇପାରିବ ।!-->…
ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଯୋଗୀ ହେବ ଏନଏସଏଫ
ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଭାଗୀତାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଏସ୍ ନ୍ୟାସନାଲ ସାଇନ୍ସ ଫାଉଣ୍ଡେସନ(ଏନଏସଏଫ) ଇଚ୍ଛା ପ୍ରକାଶ କରିଛି । ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଏନଏସଏଫର ନିର୍ଦ୍ଦେଶକ ଡ଼ ସେଥୁରମଣ ପଞ୍ଚନାଥନ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ!-->…
୧୩ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ
କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ନିଜ ଘରେ ଜାତୀୟ ପତାକା ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ କରିଛନ୍ତି । ସେ କହିଥିଲେ ଯେ, ଆଜି ‘‘ଅଗଷ୍ଟ କ୍ରାନ୍ତି’’!-->…