Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିକାଶ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିକାଶ ଠାକୁରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
!-->!-->!-->!-->!-->…
୭୫ ହଜାରରୁ ଅଧିକ ଷ୍ଟାର୍ଟଅପ୍କୁ ମିଳିଛି ମାନ୍ୟତା
କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ, ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଂଟନ ଏବଂ ବୟନ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋୟଲ ଆଜି ଭାରତ ଏକ ପ୍ରମୁଖ ମାଇଲ୍ ଖୁଂଟ ଅତିକ୍ରମ କରିଛି, ଯେଉଁଥିରେ ୭୫ ହଜାରରୁ ଅଧିକ ଷ୍ଟାର୍ଟଅପ୍କୁ ମାନ୍ୟତା ମିଳିଛି ବୋଲି ଘୋଷଣା କରିଛନ୍ତି । ସେ କହିଥିଲେ ଯେ, ଏହି!-->…
ଏମଏସଏମଇର ଉଦ୍ୟମ ପୋର୍ଟାଲ୍ ଏକ କୋଟି ପଞ୍ଜୀକରଣର ସଫଳତା ହାସଲ କରିଛି
ଏମଏସଏମଇ ମନ୍ତ୍ରଣାଳୟ ଆଜି ଏହାର ଉଦ୍ୟମ ପୋର୍ଟାଲରେ 1 କୋଟି ପଞ୍ଜୀକରଣ ମାଇଲଖୁଣ୍ଟକୁ ହାସଲ କରିଛି । ଉଦ୍ୟମ ପଞ୍ଜୀକରଣ ପୋର୍ଟାଲକୁ 1 ଜୁଲାଇ 2020 ରେ ଶୁଭାରମ୍ଭ କରାଯାଇଥିଲା। ସଂଶୋଧିତ ସଂଜ୍ଞା ନିର୍ମାଣ ଓ ସେବା ଉଦ୍ୟୋଗ ମଧ୍ୟରେ ଥିବା ପାର୍ଥକ୍ୟକୁ ଦୂର କରିଛି। ଉଦ୍ୟମ ପୋର୍ଟାଲ୍!-->…
ରାଷ୍ଟ୍ରପତିଙ୍କୁ ଭେଟିଲେ ମାଳଦୀପ ରାଷ୍ଟ୍ରପତି
ମାଳଦୀପ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ଇବ୍ରାହିମ ମୋହମ୍ମଦ ସୋଲିହ ଆଜି (ଅଗଷ୍ଟ ୨, ୨୦୨୨) ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟିଛନ୍ତି ।
ରାଷ୍ଟ୍ରପତି ସୋଲିହଙ୍କୁ ରାଷ୍ଟ୍ରପତି ଭବନରେ ସ୍ୱାଗତ ଅବସରରେ ରାଷ୍ଟ୍ରପତି କହିଛନ୍ତି ଭାରତର!-->!-->!-->…
ପୂର୍ବତଟ ରେଳପଥ ଏହାର ସମସ୍ତ ଏକ୍ସପ୍ରେସ ଟ୍ରେନ ପୁନଃ ଚଳାଚଳ ପାଇଁ ଶେଷ ପର୍ଯ୍ୟାୟରେ
ଯାତ୍ରୀ ମାନଙ୍କର ଚାହିଦା ଏବଂ ସାଧାରଣ ଜନତାଙ୍କ ସୁବିଧା ପାଇଁ କୋଭିଡ19 ଲକଡାଉନ୍ ଠାରୁ ବାତିଲ କରାଯାଇଥିବା ପୂର୍ବ ତଟ ରେଳପଥର ଚାରି ଯୋଡ଼ା ଏକ୍ସପ୍ରେସ ଟ୍ରେନର ସେବାକୁ ପୁନ ପ୍ରଚଳନ କରିବାକୁ ନିଷ୍ପତ୍ତି ନିଆଯାଇଅଛି | ଭୁବନେଶ୍ୱର-ଧାନବାଦ୍-ଭୁବନେଶ୍ୱର ଗରିବ ରଥ ଏକ୍ସପ୍ରେସ ବ୍ୟତୀତ!-->…
ସ୍ୱାଧୀନତା ଦିବସ ପାଇଁ କଲେଜଗୁଡ଼ିକୁ ନିର୍ଦ୍ଦେଶାବଳୀ ଜାରି
ପ୍ରତିରକ୍ଷା ମନ୍ତ୍ରଣାଳୟ (MoD) ସମସ୍ତ ଶିକ୍ଷାନୁଷ୍ଠାନରେ ସ୍ୱାଧୀନତା ଦିବସ ପାଳନ ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରଣାଳୀ (SOP) ଜାରି କରିଛି। ସମସ୍ତ ଅନୁଷ୍ଠାନରେ ସକାଳ ୯ଟାରେ ଫ୍ଲାଟ ହୋଷ୍ଟିଂ କରାଯିବ ବୋଲି ସମସ୍ତ ଅନୁଷ୍ଠାନ ତଥା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସମ୍ବୋଧିତ କରାଯାଇଥିବା ଏକ!-->…
ଦେଶବାସୀଙ୍କୁ ଅନୁରୋଧ କରିଲେ ମୋଦୀ
ଦେଶବାସୀଙ୍କୁ ମୋଦୀଙ୍କ ଅପିଲ । ନିଜ ସୋସିଆଲ ମିଡିଆ ଡିପି ବା କଭର ଫଟୋକୁ ବଦଳାଇବା ପାଇଁ ଅନୁରୋଧ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନିଜେ ତାଙ୍କର ସୋସିଆଲ ମିଡିଆ ଫଟୋକୁ ପରିବର୍ତ୍ତନ କରି ଏଥିରେ ତ୍ରିରଙ୍ଗା ଫଟୋ ରଖିବା ପରେ ଏହି ପରାମର୍ଶ ଦେଇଛନ୍ତି । ଦେଶ ଆଜି!-->…
ଭାରତୀୟ ଜନତା ପାର୍ଟୀ ସଂସଦୀୟ ବୈଠକ
ଭାରତୀୟ ଜନତା ପାର୍ଟୀ ସଂସଦୀୟ ବୈଠକ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡ୍ଡାଙ୍କ ଉପସ୍ଥିିିତିରେ ଆରମ୍ଭ ହୋଇଛି । ସଂସଦ ଲାଇବ୍ରେରୀ ଭବନରେ ବୈଠକରେ ଯୋଗ ଦେଉଥିବା ନେତା ମାନଙ୍କ ମଧ୍ୟରେ କେନ୍ଦ୍ରମ ନ୍ତ୍ରୀ ରାଜନାଥ ସିଂ, ଅଶ୍ୱିନୀ ବୈଷ୍ଣବ, ଏସ ଜୟଶଙ୍କର, ଅନୁରାଗ ଠାକୁର,ପ୍ରହ୍ଲାଦ ଯୋଶୀ!-->…
ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦
ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦ । ପ୍ରଥମ ମ୍ୟାଚ୍ରେ ଭାରତ ୩ ଜଣ ସ୍ପିନରଙ୍କୁ ନେଇ ପଡ଼ିଆକୁ ଓହ୍ଲାଇଥିଲା । ରବୀନ୍ଦ୍ର ଜାଡେଜା, ରବି ବିଷ୍ଣୋଇ ଓ ରବିଚନ୍ଦ୍ରନ୍ ଅଶ୍ବିନ୍ ମଧ୍ୟ ମିଳିତ ଭାବେ ୫ ୱିକେଟ୍ ବାଣ୍ଟିନେଇ ଦଳର ନିଷ୍ପତ୍ତିକୁ ଯଥାର୍ଥ କରିଥିଲେ । ଦ୍ୱିତୀୟ ମ୍ୟାଚ୍ରେ!-->…
ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି: ଯୋଗ୍ୟତା ନଥାଇ ମିଳିଛି ଚାକିରି
ପାର୍ଥ ଚାଟାର୍ଜୀ ଏବଂ ଅର୍ପିତା ଜେଲକୁ ଯିବା ପରେ ସାମ୍ନାକୁ ଆସୁଛି ପଶ୍ଚିମବଙ୍ଗ ଶିକ୍ଷକ ଦୁର୍ନୀତି ମାମଲାର ଅନେକ ଅଭିଯୋଗ । କେଉଁଠି ଜାଲ ସାର୍ଟିଫିକେଟ ଦେଇ ନିଯୁକ୍ତି ହୋଇଥିବା ବେଳେ କେଉଁଠି ମାତ୍ର ଷଷ୍ଠ ଶ୍ରେଣୀ ପର୍ଯ୍ୟନ୍ତ ପଢିଥିବା ଜଣେ ପ୍ରାର୍ଥୀଙ୍କୁ ଚାକିରି ମିଳିଛି। ଏମିତିକି!-->…