Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
National
ମୁମ୍ବାଇରେ ୨ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ
ଭାରତକୁ ପୁଣି ଫେରିଲା କୋଭିଡ ଭୟ। ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ମୁମ୍ବାଇ ପରେଲରେ ଥିବା BMC ପରିଚାଳିତ KEM ହସ୍ପିଟାଲରେ ଏହି ଦୁଇଟି ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ମୃତକଙ୍କ ମଧ୍ୟରୁ ଜଣେ କ୍ୟାନସରରେ ପୀଡ଼ିତ ଥିବାବେଳେ ଅନ୍ୟ ଜଣଙ୍କର କିଡ୍ନୀ ସମସ୍ୟା…
ସ୍ବର୍ଣ୍ଣ ମନ୍ଦିରକୁ ଟାର୍ଗେଟ୍ କରିଥିଲା ପାକ୍
ଭାରତର ନଅଟି ସ୍ଥାନରେ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ ପରେ ମେ ୮ ତାରିଖରେ ପାକିସ୍ତାନ ପଞ୍ଜାବର ଅମୃତସରରେ ଥିବା ସ୍ୱର୍ଣ୍ଣ ମନ୍ଦିରକୁ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ମାତ୍ର ପାକ୍ର ଆକ୍ରମଣ ଉଦ୍ୟମକୁ ପଣ୍ଡ କରିଥିଲେ ଆମ ଭାରତୀୟ ଯବାନ।…
ହାଇଦ୍ରାବାଦର ଗୁଲଜାର ହାଉସ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ
ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଚାରମିନାର ଅଞ୍ଚଳର ଗୁଲଜାର ହାଉସ୍ ନିକଟରେ ଥିବା ଏକ କୋଠାରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ସୂଚନା ପାଇ ପୁଲିସ ଏବଂ ଅଗ୍ନିଶମ…
ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରି ଗିରଫ ହୋଇଥିବା ଜ୍ୟୋତି, ଏବେ ସ୍କାନରରେ ବାନ୍ଧବୀ
ପାକିସ୍ତାନୀ ଗୋଇନ୍ଦା ସଂସ୍ଥାକୁ ଭାରତର ପ୍ରତିରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ତଥ୍ୟ ପଠାଉଥିବା ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟ ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୟାମିନ, ଦେବିନ୍ଦର ଓ ଅର୍ମାନ ରହିଛନ୍ତି।
ହରିୟାଣାର ହିସାରରେ…
ମେ ୧୮ ପର୍ଯ୍ୟନ୍ତ ବଢ଼ିଲା ଅସ୍ତ୍ରବିରତି ଅବଧି
ବଢ଼ିଲା ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଅବଧି। ଉଭୟ ଦେଶର ସହମତିରେ ମେ ୧୦ ତାରିଖରେ ଭାରତ-ପାକିସ୍ତାନ ସୀମାରେ ଅସ୍ତ୍ରବିରତି ପାଇଁ ରାଜି ହୋଇଥିଲେ। ଗୁରୁବାର ପର୍ଯ୍ୟନ୍ତ ତାହାର ଅବଧି ରହିଥିଲା। ଏବେ ସେହି ଅବଧିକୁ ବୃଦ୍ଧି କରାଯାଇ ମେ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। …
ନକ୍ସଲ ମୁକ୍ତ ଭାରତଦି ଗରେ ଐତିହାସିକ ସଫଳତା
'ନକ୍ସଲ ମୁକ୍ତ ଭାରତ' ଦିଗରେ ଏକ ଐତିହାସିକ ସଫଳତା ହାସଲ କରି ସୁରକ୍ଷା ବାହିନୀ ଛତିଶଗଡ଼-ତେଲଙ୍ଗାନା ସୀମାରେ କାରେଗୁଟ୍ଟାଲୁ ପାହାଡ଼ (କେଜିଏଚ) ରେ ନକ୍ସଲଙ୍କ ବିରୋଧରେ ସବୁଠାରୁ ବଡ ଅପରେସନରେ ୩୧ ଜଣ ନକ୍ସଲଙ୍କୁ ହତ୍ୟା କରିଛନ୍ତି।
କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ…
ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷାକର୍ମୀଙ୍କୁ ଦିଲ୍ଲୀ ଏମସରେ ଭେଟିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ
କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଦିଲ୍ଲୀର ଏମସ୍ ଟ୍ରମା ସେଣ୍ଟର ପରିଦର୍ଶନ କରିଛନ୍ତି ଏବଂ ଛତିଶଗଡ଼ ଓ ତେଲଙ୍ଗାନା ସୀମାରେ ଥିବା କାରେଗୁଟ୍ଟା ପାହାଡ଼ରେ ୩୧ ଜଣ ନକ୍ସଲଙ୍କ ହତ୍ୟା କରାଯାଇଥିବା ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷା କର୍ମୀଙ୍କୁ…
କରାଚୀ ନିକଟସ୍ଥ ଆରବ ସାଗରରେ ନୌସେନା ୩୬ଟି ଯୁଦ୍ଧଜାହାଜ ସହିତ ପ୍ରସ୍ତୁତ ହୋଇଥିଲା, ଖାଲି ଅର୍ଡ଼ର ଅପେକ୍ଷା ଥିଲା…
୨୨ ଏପ୍ରିଲ୍ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ଅପରେସନ୍ ସିନ୍ଦୂର କରିଥିଲା ଏବଂ ପାକିସ୍ତାନରେ ଏପରି ଧ୍ୱଂସ ଘଟାଇଥିଲା ଯେ ଏହା ଏବେ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଅପରେସନ୍ ଭାରତୀୟ ସେନା ପାଇଁ ଏକ ମାଇଲଖୁଣ୍ଟ ପ୍ରମାଣିତ…
ପିଓକେ ଖାଲି କରୁ ପାକିସ୍ତାନ – ବୈଦେଶିକ ମନ୍ତ୍ରଣାଳୟ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପରେ, ଆଜି ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ ଜମ୍ମୁ-କାଶ୍ମୀର ଏବଂ ଅଧିକୃତ କାଶ୍ମୀର ସମ୍ପର୍କରେ ଭାରତର ନୀତି ସ୍ପଷ୍ଟ ଯେ ଏହି ସମସ୍ୟାର…
ଚୀନ ଖୋଲାଖୋଲି ପାକିସ୍ତାନ ସପକ୍ଷରେ ଆସିଛି
ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧବିରତି ମାତ୍ର ୩ ଘଣ୍ଟା ପରେ ଭାଙ୍ଗିଯାଇଛି । ପାକିସ୍ତାନ ପୁଣି ଭାରତ ଉପରେ ଡ୍ରୋନ ଆକ୍ରମଣ ଆରମ୍ଭ କରିଛି । ଏବେ ଚୀନ ଖୋଲାଖୋଲି ପାକିସ୍ତାନ ସପକ୍ଷରେ ଆସିଯାଇଛି । ଚୀନ କହିଛି ଯେ ସେ ପାକିସ୍ତାନର ସାର୍ବ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା…