Trending
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
Browsing Category
National
ଜୈବବିବିଧତାର ଉପଯୋଗ ସମ୍ପର୍କରେ ଭାରତ-ନାମିବିୟା ମଧ୍ୟରେ ବୁଝାମଣାପତ୍ର
ଭାରତ ସରକାର ଏବଂ ନାମିବିୟା ପ୍ରଜାତନ୍ତ୍ର ସରକାରଙ୍କ ମଧ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ଦୀର୍ଘସ୍ଥାୟୀ ଜୈବବିବିଧତାର ଉପଯୋଗ କ୍ଷେତ୍ରରେ ସହଯୋଗ ନିମନ୍ତେ ଆଜି ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ପତ୍ର ଅନୁସାରେ ଭାରତର ଐତିହାସିକ ରେଞ୍ଜ୍ରେ ଚିତାବାଘ!-->…
ଏନକାଉଣ୍ଟରରେ ୪ଗ୍ୟାଙ୍ଗଷ୍ଟର ସଫା
ପଞ୍ଜାବର ଅମୃତସର ଜିଲ୍ଲାର ଚିଚା ଭକନା ଗ୍ରାମରେ ପୁଲିସ ଏବଂ ଗ୍ୟାଙ୍ଗଷ୍ଟରଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଏହି ଏନକାଉଣ୍ଟରରେ ସମସ୍ତ ୪ଜଣ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ସାଧାରଣ ନାଗରିକ ଓ ୩ଜଣ ପୁଲିସକର୍ମୀ ଆହତ ହୋଇଥିବା ଜଣାପଡ଼ିଛି।ଏହା ସହ ଗ୍ରାମର ଲୋକଙ୍କୁ!-->…
କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଦ୍ବାରା ପିଆଜ ଓ ଟମାଟ ମୂଲ୍ୟ ହ୍ରାସ କରିବାରେ ସହାୟତା ମିଳିଲା
ନୂଆଦିଲ୍ଲୀ: ଟମାଟର ଖୁଚୁରା ମୂଲ୍ୟରେ ଗତ ମାସ ତୁଳନାରେ 29% ର ହ୍ରାସ ଦେଖା ଯାଇଛି, କାରଣ ମୌସୁମୀ ଆରମ୍ଭ ହେବା ସହିତ ବଜାରରେ ଟମାଟର ଉପଲବ୍ଧତାରେ ଉନ୍ନତି ଆସିଛି। ପିଆଜର ଖୁଚୁରା ମୂଲ୍ୟ ଗତ ବର୍ଷ ତୁଳନାରେ 9 % କମ୍ ହୋଇ ବହୁତ ପରିମାଣରେ ନିୟନ୍ତ୍ରିତ ହୋଇ ପାରିଛି।
ସରକାର ଚଳିତ!-->!-->!-->…
ମଧ୍ୟପ୍ରଦେଶରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧର ଠାରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;“ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ।
!-->!-->!-->…
ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଲା ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ
ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ରାଷ୍ଟ୍ରପତିଙ୍କ ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହୋଇଯାଇଛି । ସଂସଦ ଭବନ ସମେତ ୩୦ଟି ରାଜ୍ୟ ବିଧାନସଭାରେ ଭୋଟ୍ ଗ୍ରହଣ କରାଯାଇଥିଲା । ଏଥିରେ ଏନସିଟି ଦିଲ୍ଲୀ ଏବଂ ପୁଡୁଚେରୀ କେନ୍ଦ୍ର ଶାସିତ ପ୍ରଦେଶ ସାମିଲ ରହିଛି । ଭାରତୀୟ ଗଣତନ୍ତ୍ରରେ!-->…
ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା
ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ସୁପ୍ରିମ କୋର୍ଟ । ବିଭିନ୍ନ ସ୍ଥାନରେ ତାଙ୍କ ନାମରେ ହୋଇଥିବା ମାମଲାକୁ ନେଇ ସେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ଏହି ସବୁ ମାମଲାରେ ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ!-->…
ଶିବସେନାର ୧୨ ସାଂସଦଙ୍କୁ ‘ୱାଇ’ କ୍ୟାଟେଗୋରୀ ସୁରକ୍ଷା
ପୁଣି ଶିବସେନାରେ ଆରମ୍ଭ ହୋଇଛି ବିଦ୍ରୋହ। ବିଧାୟକଙ୍କ ପରେ ସାଂସଦଙ୍କର ପାଳି ପଡିଛି। ଉଦ୍ଧବ ଗୋଷ୍ଠୀଙ୍କ ୧୨ ଜଣ ବିଦ୍ରୋହୀ ସାଂସଦଙ୍କୁ ଦିଆଯାଇଛି ‘ୱାଇ’ କ୍ୟାଟେଗୋରୀ ସୁରକ୍ଷା।ଶିବସେନାର ସାଂସଦଙ୍କୁ ନେଇ ଏବେ ବେଶ୍ ଚର୍ଚ୍ଚା କରାଯାଉଛି।ମହାରାଷ୍ଟ୍ରରେ ରାଜନୈତିକ ହଲଚଲ ଏବେବି ଥମିନି।!-->…
ନାମାଙ୍କନ ଭରିଲେ ମାର୍ଗାରେଟ୍ ଆଲଭା
ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍ ଆଲ୍ଭା ନାମାଙ୍କନ ଦାଖଲ କରିଛନ୍ତି । କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସ ନେତା ଅଧିର ରଂଜନ ଚୌଧୁରୀ, ଏନସିପି ମୁଖ୍ୟ ଶରଦ ପାୱାର, ମଲ୍ଲିକାର୍ଜୁନ ଖାର୍ଗେ ଏବଂ ବିରୋଧୀ ଦଳର ବହୁ ନେତା ଉପସ୍ଥିତ ଥିଲେ । ଗତକାଲି!-->…
ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ୍ ପରେ ଘାଇଲା ହେଲେ ବିରୋଧୀ
ଭାରତୀୟ ରାଜନୀତିରେ ନିର୍ବାଚନକୁ ନେଇ ଅନେକ ସମୟରେ ସରକାରୀ ବିରୋଧୀଙ୍କ ମଦ୍ୟରେ ପ୍ରତିଦ୍ବନ୍ଦ୍ବିତା ଲାଗିଥାଏ । ସରକାରୀ ଦଳ ବିରୋଧୀଙ୍କୁ ହରାଇବା ପାଇଁ ରଣନୀତି କରିଥାନ୍ତି । ବିରୋଧୀମାନେ ସମଭାବାପନ୍ନ ଦଳମାନଙ୍କୁ ନେଇ ଶାସକ ଦଳକୁ ମୁକାବିଲା କରିବା ପାଇଁ ଏକଜୁଟ ହୋଇଥାନ୍ତି । ହେଲେ!-->…
ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ
ଭୁବନେଶ୍ବର: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି । ସାମ୍ବାଦିକଙ୍କୁ ମୋକିମ କହିଛନ୍ତି ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି । ଜଣେ ଓଡ଼ିଆ ଓ ଆଦିବାସୀ ମହିଳା ହୋଇଥିବାରୁ ମୁଁ ଦ୍ରୌପଦୀଙ୍କୁ ଭୋଟ ଦେଇଛି । ରାଷ୍ଟ୍ରପତି!-->…