Trending
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
Browsing Category
National
ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଉତ୍ତରପ୍ରଦେଶରେ ବହୁ ପ୍ରତିକ୍ଷିତ ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ଓ୍ବେ ଜନସାଧାରଣଙ୍କ ପାଇଁ ଉଦ୍ଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ବହୁତ ପ୍ରଶଂସା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।!-->…
ମୌସୁମୀ ଅଧିବେଶନ ବେଳେ ପାର୍ଲାମେଣ୍ଟ୍ରେ ଧାରଣା, ପ୍ଲାକାର୍ଡ ମନା
ନୂଆଦିଲ୍ଲୀ: ମୌସୁମୀ ଅଧିବେଶନ ଚାଲିଥିବା ବେଳେ ଗୃହରେ କୌଣସି ‘ପାମ୍ପ୍ଲେଟ୍’, ‘ଲିଫ୍ଲେଟ୍’ ଏବଂ ‘ପ୍ଲାକାର୍ଡ’ ବଣ୍ଟନ ଉପରେ ନିଷେଧାଜ୍ଞା ଜାରି କରାଯାଇଛି । ଲୋକସଭା ସଚିବାଳୟ ଏନେଇ ନିର୍ଦେଶନାମା ଜାରି କରିଛି। ସଂସଦ ପରିସରରେ ଧାରଣା, ଧର୍ମଘଟ ଏବଂ ଅନଶନ ନିଷେଧକୁ ବିରୋଧ କରି!-->…
ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଜାମିନ୍ ପ୍ରଦାନ କଲେ ଦିଲ୍ଲୀ କୋର୍ଟ
ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଶୁକ୍ରବାର ୨୦୧୮ ମସିହାରେ ଟ୍ୱିଟ୍ ମାମଲାରେ ଜାମିନ୍ ପ୍ରଦାନ କରିଛନ୍ତି ଦିଲ୍ଲୀ କୋର୍ଟ। ତାଙ୍କ ବିରୋଧରେ ଥିବା ଅନ୍ୟ ମାମଲାଗୁଡ଼ିକ ବିଚାର ନହେବା ପର୍ଯ୍ୟନ୍ତ ସେ ହେପାଜତରେ ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରପ୍ରଦେଶର!-->…
ପେଟ୍ରୋଲ 5, ଡିଜେଲ 3 ଟଙ୍କା ହ୍ରାସ କଲେ ସିନ୍ଦେ ସରକାର
ମହାରାଷ୍ଟ୍ରରେ ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇଛି । ସରକାର ବଦଳିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୁରୁବାର ଦିନ ଘୋଷଣା କରିଛନ୍ତି ଯେ ରାଜ୍ୟରେ ପେଟ୍ରୋଲ ଲିଟର ପିଛା 5 ଟଙ୍କା ଏବଂ ଡିଜେଲ ଲିଟର ପିଛା 3!-->…
ଆସନ୍ତାକାଲିଠୁ ମାଗଣା ବୁଷ୍ଟର ଡୋଜ୍
ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣକୁ ନେଇ ପାରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।ବର୍ତ୍ତମାନ ପ୍ରିକସନ ଡୋଜ୍ ଉପରେ ଅଧିକ ଗୁରୁ୍ୱ ଦିଆଯାଉଛି । କରୋନା ଯୋଦ୍ଧା, ସମ୍ମୁଖ ଧାଡିର ଯୋଦ୍ଧା, ସ୍ୱାସ୍ଥ୍ୟ କର୍ମୀ ଓ ୬୦!-->…
ବଢ଼ୁଛି ସଂକ୍ରମଣ ୧୬,୯୦୬ ପଜିଟିଭ୍ ଚିହ୍ନଟ; ୪୫ମୃତ
ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୬,୯୦୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ହୁତୁ ହୁତୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । କରୋନା ଯୋଗୁ!-->…
120 ମିଶନ ଫେଲ୍ ପରେ ଏକନାଥ ଅନୁସନ୍ଧାନରେ ବିଜେପି
ମେଟ୍ରୋ ଟିଭି ଓଡ଼ିଶା ବ୍ୟୁରୋ: ଓଡ଼ିଶାରେ ପଦ୍ମ ଫୁଟିବ ଫୁଟିବ ବୋଲି ଫୁଟିପାରୁନି । ମୋଦିଙ୍କ ଲୋକପ୍ରିୟତାର ସଫଳ ଉପଯୋଗ ଓଡ଼ିଶା ମାଟିରେ ରାଜ୍ୟ ନେତାମାନେ କରିବାରେ ବିଫଳ ହୋଇଛନ୍ତି । 2019 ନିର୍ବାଚନ ପୂର୍ବରୁ 120 ମିଶନ ଫେଲ ମାରିବା ପରେ ଓଡ଼ିଶା ଶାସନକୁ ଅକ୍ତିଆର କରିବା!-->!-->!-->…
ମଙ୍ଗଳବାର ସିଞ୍ଜୋ ଆବେଙ୍କର ହେବ ଅନ୍ତିମ ସଂସ୍କାର
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତିମ ସଂସ୍କାରରେ ବିଶ୍ବର ବହୁନେତା ଯୋଗଦେବେ । ଗତକାଲି ତାଙ୍କର ପାର୍ଥିବ ଶରୀରକୁ ରାଜଧାନୀ ଟୋକିଓକୁ ଅଣାଯାଇଛି । ସେଠାରେ ମଙ୍ଗଳବାର ସଂପୂର୍ଣ୍ଣ ବିଧିବିଧାନ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ବିଶ୍ବରେ ଆବେଙ୍କର ବହୁ!-->!-->!-->…
ଅର୍ଥନୀତିଜ୍ଞ ନିକୋଲାସ ଷ୍ଟର୍ନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଣ୍ଡନ ସ୍କୁଲ ଅଫ୍ ଇକୋନୋମିକ୍ସର ଅର୍ଥନୀତି ପ୍ରଫେସର ଲର୍ଡ ନିକୋଲାସ ଷ୍ଟର୍ନଙ୍କୁ ଭେଟିଛନ୍ତି । ଉଭୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଲର୍ଡ ନିକୋଲାସ ଷ୍ଟର୍ନଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି; “ଲର୍ଡ!-->…
ଅମରନାଥର ପବିତ୍ର ଗୁମ୍ଫା ମନ୍ଦିର ନିକଟରେ ବାଦଲଫଟା ବର୍ଷା
ଜମ୍ମୁ- କଶ୍ମୀର ଅମରନାଥର ପବିତ୍ର ଗୁମ୍ଫା ମନ୍ଦିର ନିକଟରେ ବାଦଲଫଟା ବର୍ଷା ହୋଇ ପ୍ରାୟ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ 40ରୁ ଅଧିକ ତୀର୍ଥଯାତ୍ରୀ ନିଖୋଜ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ । ଉଦ୍ଧାର କାର୍ଯ୍ୟରେ ପୁଲିସ, ଏନଡିଆରଏଫ ଓ ଭାରତୀୟ ସେନା ଲାଗିପଡ଼ିଛି। ପ୍ରବଳ ପାଣି!-->…