Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
National
ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
ଦୁଇ ରାଷ୍ଟ୍ର ଗସ୍ତର ଦ୍ଵିତୀୟ ପର୍ଯ୍ୟାୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଳଦୀପର ମାଲେରେ ପହଂଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଭାଲେନା ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଂଚିବା ପରେ ମାଳଦୀପ ରାଷ୍ଟ୍ରପତି ଡଃ ମହମଦ ମୁଈଜୁ ସ୍ୱାଗତ କରିଥିଲେ। ଉଭୟ…
ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି କହିଛନ୍ତି ଯେ ତାଙ୍କ ଦଳ କ୍ଷମତାରେ ଥିବା ସମୟରେ ଜାତିଗତ ଜନଗଣନା ନକରିବା ତାଙ୍କର ଭୁଲ ଥିଲା, କିନ୍ତୁ ଏବେ ସେ ଏହି ଭୁଲକୁ ସଂଶୋଧନ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ସେ କହିଛନ୍ତି ଯେ ଜାତିଗତ ଜନଗଣନା ପ୍ରସଙ୍ଗ ଏକ ରାଜନୈତିକ ଭୂମିକମ୍ପ…
ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
ସୋମବାର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଧନଖଡ଼ ଇସ୍ତଫା ଦେଇଥିବା ବେଳେ ଦେଶର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ଏବଂ ଏହାର ନିର୍ବାଚନ ପ୍ରକ୍ରିୟା କ'ଣ, ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି ।
ଉପରାଷ୍ଟ୍ରପତିଙ୍କ ନିର୍ବାଚନରେ ଲୋକସଭା ଓ ରାଜ୍ୟସଭାର ସାଂସଦମାନେ ଅଂଶଗ୍ରହଣ କରନ୍ତି । ତେବେ…
ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ ଥର ମିଣ୍ଟୋ ବ୍ରିଜ୍ ଅଞ୍ଚଳରେ ବର୍ଷା ପାଣି ଜମି ନାହିଁ । ଏହାକୁ ନେଇ…
ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
ବରିଷ୍ଠ ନେତାମାନଙ୍କ ସ୍ବାଭାବିକ ଅବସର ବୟସ ୭୫ ବର୍ଷ ହେବା ଉଚିତ ବୋଲି ଜୁଲାଇ ୯ରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତ କହିଥିଲେ। ମହାରାଷ୍ଟ୍ରର ନାଗପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତକରି ସେ ଦେଇଥିବା ଏହି ମନ୍ତବ୍ୟକୁ ନେଇ ନାନା କଳ୍ପନାଜଳ୍ପନା…
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସୋମବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ଧନଖର । ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା ଇସ୍ତଫାପତ୍ରରେ ସେ ପ୍ରଧାନମନ୍ତ୍ରୀ, ମନ୍ତ୍ରୀ ପରିଷଦ ଏବଂ ସାଂସଦମାନଙ୍କୁ…
ବାଂଲାଦେଶର ଢାକାରେ ଜେଟ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି
ବାଂଲାଦେଶର ଢାକାରେ ଜେଟ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । F-7 ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାରେ ପାଇଲଟଙ୍କୁ ମିସାଇ ୧୬ ଜଣଙ୍କର ମୃତ୍ୟୁ ଏବଂ ୭୦ ଜଣ ଆହତ ହୋଇଛନ୍ତି । ଆଜି ଦିନ ପ୍ରାୟ ୧:୩୦ ସମୟରେ ବଂଲାଦେଶର ରାଜଧାନୀ ଢାକାରେ ଜେଟ୍ଟି ଦୁର୍ଘଟଣାଗ୍ରସ୍ତ…
ଭାରତୀୟ ସେନାର ଶକ୍ତି ଦେଖିଥିଲା ସାରା ବିଶ୍ୱ
ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିଭାଷଣ ରଖିଛନ୍ତି । ମୋଦୀ କହିଛନ୍ତି ଚଳିତ ଅଧିବେଶନ ଦେଶ ପାଇଁ ଗର୍ବର ଅଧିବେଶନ । ମୌସୁମୀ ନବସୃଜନ ଏବଂ ନବସୃଜନର ପ୍ରତୀକ । ଆଗାମୀ ଦିନରେ ଦେଶ ଏଥିରୁ ଲାଭ ପାଇବ । ଦେଶରେ ପାଗ ବହୁତ ଭଲ…
ହଟ୍ଟଗୋଳରୁ ଆରମ୍ଭ ସଂସଦର ମୌସୁମୀ ଅଧିବେଶନ , ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା
ସଂସଦର ମୌସୁମୀ ଅଧିବେଶନ ହଟ୍ଟଗୋଳରୁ ହିଁ ଆରମ୍ଭ ହୋଇଛି । ବିରୋଧୀ ଦଳର ସାଂସଦମାନେ ଲୋକସଭାରେ ସ୍ଲୋଗାନ ଦେଇ ସରକାରଙ୍କଠାରୁ ‘ଅପରେସନ ସିନ୍ଦୂର’ ଉପରେ ଉତ୍ତର ରଖିବାକୁ ଦାବି କରିଛନ୍ତି । ବିରୋଧୀ ସଦସ୍ୟମାନେ ପ୍ରଧାନମନ୍ତ୍ରୀ ମୋଦୀ ଜବାବ ଦିଅ ନାରା ଦେଇ ସରକାରଙ୍କଚ ଘେରିଛନ୍ତି । ବାଚସ୍ପତି…
ଆସନ୍ତା କାଲି ଠାରୁ ମୌସୁମୀ ଅଧିବେସନ
ଜୁଲାଇ ୨୧ ଅର୍ଥାତ୍ ସୋମବାରଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ଏଥିପାଇଁ ଆଜି କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡକାଇଥିଲେ । ଏହି ଅଧିବେଶନ ମଧ୍ୟ ବହୁତ ହଙ୍ଗାମାପୂର୍ଣ୍ଣ ହେବାକୁ ଯାଉଛି ଏବଂ ଏହାର ଏକ ଝଲକ ସର୍ବଦଳୀୟ ବୈଠକରେ ଦେଖିବାକୁ ମିଳିଥିଲା। ଏହି ବୈଠକରେ ବିରୋଧୀ ଦଳ ଅନେକ…