Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଆଜି ଫେବ୍ରୁଆରୀ ୧ । ଦେଶର ଅର୍ଥନୀତିର ଦିଗ ନିର୍ଣ୍ଣୟ କରିବ ଏହି ଦିନ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି । ଏହି ବଜେଟରେ କରଦାତାମାନେ ଆଶ୍ୱସ୍ତି ପାଇବାକୁ ଆଶା କରୁଥିବା ବେଳେ, ମଧ୍ୟବିତ୍ତ ବର୍ଗଠାରୁ ଗ୍ରାମୀଣ ଚାଷୀ ପର୍ଯ୍ୟନ୍ତ ସମସ୍ତେ…
ଆଉ କିଛି ସମୟରେ ସଂସଦରେ ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳାଙ୍କ ପେଡ଼ି
ଆଉ କିଛି ସମୟରେ ସଂସଦରେ ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳାଙ୍କ ପେଡ଼ି। କେନ୍ଦ୍ରୀୟ ବଜେଟ୍ ଆଗତ କରିବେ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ଭାବେ ସଂସଦରେ ଏହା ତାଙ୍କର ନବମ ବଜେଟ୍ ହେବ । ବଜେଟ ଉପରେ ସମସ୍ତଙ୍କ ନଜର ରହିଛି । ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି । ଏହି ଅବସରରେ…
ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସ୍ଵର୍ଗତ ଅଜିତ ପୱାରଙ୍କ ପତ୍ନୀ ସୁନେତ୍ରା ପୱାର
ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସ୍ଵର୍ଗତ ଅଜିତ ପୱାରଙ୍କ ପତ୍ନୀ ସୁନେତ୍ରା ପୱାର । ଅଜିତଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପତ୍ନୀ ସୁନେତ୍ରା । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ଅଜିତ ପୱାର (ଜନ୍ମ…
NCP ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହେଲେ ସୁନେତ୍ରା ପାୱାର
ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ। ବୈଠକରେ ବରିଷ୍ଠ ଏନସିପି ନେତା ଦିଲୀପ ୱାଲସେ ପାଟିଲ ତାଙ୍କ ନାମ ପ୍ରସ୍ତାବ ଦେଇଥିଲେ, ଯାହା ପରେ ତାଙ୍କୁ ବିଧାୟକ ଦଳର ନେତା…
ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କୁ ପୁଣି ଥରେ ସ୍ନାନ କରିବାକୁ ଅନୁମତି ଦେବା ପାଇଁ କୌଣସି ପ୍ରୟାସ କରାଯାଉନାହିଁ…
ପ୍ରୟାଗରାଜ ମାଘ ମେଳା ସହିତ ଜଡିତ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ମାମଲା ଏବେ ଅଧିକ ଗମ୍ଭୀର ହୋଇଯାଇଛି । ପ୍ରଶାସନ ସ୍ପଷ୍ଟ ଭାବରେ କହିଛି ଯେ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କୁ ପୁଣି ଥରେ ସ୍ନାନ କରିବାକୁ ଅନୁମତି ଦେବା ପାଇଁ କୌଣସି ପ୍ରୟାସ କରାଯାଉନାହିଁ । ଏହି ସମ୍ପୂର୍ଣ୍ଣ…
ମହାନ୍ ଆତ୍ମା ମହାତ୍ମା ଗାନ୍ଧୀଙ୍କ ଆଜି ୭୮ତମ ତିରୋଧାନ ଦିବସ, ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି…
ଜାତିର ପିତା, ଅହିଂସାର ମାର୍ଗଦର୍ଶକ, ଭାରତକୁ ସ୍ୱାଧୀନତା ଦେଇଥିବା ମହାନ୍ ଆତ୍ମା ମହାତ୍ମା ଗାନ୍ଧୀଙ୍କ ଆଜି ୭୮ତମ ତିରୋଧାନ ଦିବସ । ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଶିଷ୍ଟ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷକୃତ୍ୟ ସମ୍ପନ୍ନ
ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର । ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷକୃତ୍ୟ ହୋଇଛି । ବାରାମତୀ ବିଦ୍ୟା ପ୍ରତିଷ୍ଠାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ । ଦୁଇ ପୁଅ ପାର୍ଥ ଜୟ ଦେଇଛନ୍ତି ମୁଖାଗ୍ନି । ସେପଟେ ଅଜିତ ଦାଦାଙ୍କୁ…
ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଅଜିତ ପାୱାରଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ
ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିର ହେଭିୱେଟ୍ ନେତା ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଏକ ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜି ସକାଳ ୧୧ଟାରେ ତାଙ୍କ ପୈତୃକ ଗ୍ରାମ ବାରାମତିରେ ଅନ୍ତିମ ସଂସ୍କାର କରାଯିବ। ଏହି ଦୁଃଖଦ ଘଟଣା ସାରା ଦେଶରେ ଶୋକର ଲହରୀ ଖେଳାଇ ଦେଇଛି। …
ନୂଆ ଦରମା କେତେ ହେବ, ପରେ କେତେ ବଢିବ
୮ମ କେନ୍ଦ୍ରୀୟ ବେତନ କମିଶନ ଗଠନ ଓ ଏହାର କାର୍ଯ୍ୟକାରିତାକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି। ସାଧାରଣତଃ ଦରମା କେତେ ପ୍ରତିଶତ ବଢ଼ିବ, ତାହା ଉପରେ ସମସ୍ତଙ୍କ ନଜର ଥାଏ; କିନ୍ତୁ ଆର୍ଥିକ ବିଶେଷଜ୍ଞଙ୍କ ମତରେ କର୍ମଚାରୀଙ୍କ ପାଇଁ ‘ରିଅଲ୍ ପେ ହାଇକ୍’ ବା ପ୍ରକୃତ ଦରମା ବୃଦ୍ଧି ହିଁ…
ଆଜି ପୈତୃକ ଗାଁରେ ହେବ ଅଜିତ ପାୱାରଙ୍କ ଶେଷକୃତ୍ୟ
ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିୟୋଗରେ ମହାରାଷ୍ଟ୍ରରେ ଶୋକର ଛାୟା । ଏଥିପାଇଂ ୩ ଦିନିଆ ରାଷ୍ଟ୍ରୀୟ ଶୋକ ପାଳୁଛି ରାଜ୍ୟ । ସେପଟେ ଆଜି ତାଙ୍କ ପୈତୃକ ଗାଁରେ ତାଙ୍କର ଅନ୍ତ୍ୟେଷ୍ଟି କରାଯିବ ବୋଲି ସୂଚନା ମିଳିଛି। ପୂର୍ବାହ୍ନ ୧୧ଟାରେ ପୁଣେ ଜିଲ୍ଲା ସ୍ଥିତ ତାଙ୍କ ପୈତୃକ…