Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
National
ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜେଡିୟୁରେ ଯୋଗ ଦେଇଛନ୍ତି । ସେ ପାଟନା ସ୍ଥିତ ଜେଡିୟୁ ଅଫିସରେ ସଦସ୍ୟତା ପଦ ଗ୍ରହଣ କରିଛନ୍ତି । ଏହି ସମୟରେ ପାର୍ଟିର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ । ନୀତିଶ କୁମାର ଦୁଇ ଦଶନ୍ଧିରୁ ଅଧିକ ସମୟ…
ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
ଆକ୍ରମଣ, ପ୍ରତି ଆକ୍ରମଣ ଆଉ ବିସ୍ଫୋରଣ । ପ୍ରତି ମୂହୁର୍ତ୍ତରେ ଜୀବନ ପ୍ରତି ବିପଦ । ଯୁଦ୍ଧ ଭିତରେ କିପରି ସୁରକ୍ଷିତ ରହିବେ ତାକୁ ନେଇ ଚିନ୍ତା ଭିତରେ ଘରକୁ ଫେରିଛନ୍ତି ଭାରତୀୟ । ଗତ ଫେବ୍ରୁଆରୀ ୨୮ରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ପ୍ରାୟ ୫୨,୦୦୦…
୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
ଆନ୍ଧ୍ରପ୍ରଦେଶରେ ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ହୋଇଛି। ମୁଖ୍ୟମନ୍ତ୍ରୀ ଏନ୍.ଚନ୍ଦ୍ରବାବୁ ନାୟଡୁ ଶୁକ୍ରବାର ଏ ନେଇ ଘୋଷଣା କରିଛନ୍ତି। ଏହି କଟକଣା ଆଗାମୀ ୯୦ ଦିନରେ ପର୍ଯ୍ୟାୟକ୍ରମେ ରାଜ୍ୟରେ ଲାଗୁ ହେବ। ନାୟଡୁ କହିଛନ୍ତି ଯେ ରାଜ୍ୟ ସରକାର ଏହି କଟକଣାକୁ…
ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଶନିବାର ଦିନ ଉତ୍ତର ବଙ୍ଗଳାରେ ନବମ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ବେଳେ ପ୍ରୋଟୋକଲ୍ ଉଲ୍ଲଂଘନ ଏବଂ କାର୍ଯ୍ୟକ୍ରମ ସ୍ଥଳ…
ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ ଆମେ କୌଣସି ପରିସ୍ଥିତିରେ ବି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଦିଲ୍ଲୀ ଯିବାକୁ ଦେବୁ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯଦି ଆବଶ୍ୟକ ପଡେ ଆମେ ତାଙ୍କ ଲାଗି ଆମ ଜୀବନ ଦେଇ ଦେବୁ ହେଲେ ଦିଲ୍ଲୀ ଯିବାକୁ ଦେବୁନି।…
ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ହଠାତ୍ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କର ଏହି ପଦକ୍ଷେପକୁ ଏକ ପ୍ରମୁଖ ରାଜନୈତିକ ଘଟଣା ବୋଲି ବିବେଚନା କରାଯାଉଛି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ ବଙ୍ଗଳାର ରାଜ୍ୟପାଳ ଭାବରେ ଦାୟିତ୍ୱ ଗ୍ରହଣ…
ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
ଭାରତ ସରକାରଙ୍କ ପକ୍ଷରୁ ବୈଦେଶିକ ସଚିବ ବିକ୍ରମ ମିଶ୍ରି ଗୁରୁବାର ନୂଆଦିଲ୍ଲୀସ୍ଥିତ ଇରାନ ଦୂତାବାସରେ ଶୋକ ପୁସ୍ତକରେ ସ୍ୱାକ୍ଷର କରିଛନ୍ତି । ଏହା ସହ ସେ ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଖାମେନି ଦୀର୍ଘ ସମୟ ଧରି ଦେଶକୁ…
ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ନୀତିନ ନବୀନ ଏବଂ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ରାଜ୍ୟସଭାରେ ପ୍ରବେଶ…
ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିବ। ଯଦି ଏହା ହୁଏ, ତେବେ ଏହା ବିହାର ରାଜନୀତିରେ ଏକ ବଡ଼ ସୁଯୋଗ ହେବ। ଏହା ବ୍ୟତୀତ ନୀତୀଶ କୁମାରଙ୍କ ପୁଅ…
ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
ପ୍ରତିରକ୍ଷା କ୍ଷେତ୍ରରେ ଭାରତକୁ ଜବରଦସ୍ତ ସଫଳତା । ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ। ବେଙ୍ଗାଲୁରୁର ଏକ ଡିଫେନ୍ସ ଷ୍ଟାର୍ଟଅପ୍ କମ୍ପାନୀ ‘ନ୍ୟୁସ୍ପେସ୍ ରିସର୍ଚ୍ଚ ଟେକ୍ନୋଲୋଜି’ ଦ୍ୱାରା ବିକଶିତ ହୋଇଛି ‘ଶେଷନାଗ-୧୫୦’। ଏୟାର ଡିଫେନ୍ସ ରାଡାରକୁ ଚକମା ଦେଇ…