Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
National
ଅପ୍ରକାଶିତ ପୁସ୍ତକ ରାହୁଲଙ୍କ ହାତକୁ ଆସିଲା କିପରି ତାହା ଏବେ ଚର୍ଚ୍ଚାର ବିଷୟ
ପୂର୍ବତନ ସ୍ଥଳ ସେନାମୁଖ୍ୟ ଜେନେରାଲ ଏମ.ଏମ. ନରୱାଣେଙ୍କ ରଚିତ ତାଙ୍କ ଆତ୍ମ ଜୀବନୀ ‘ଫୋର ଷ୍ଟାର୍ସ ଅଫ ଡେଷ୍ଟିନୀ’କୁ ନେଇ ଏବେ ସଂସଦରେ ହଙ୍ଗାମା ହେଉଛି। ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧି ସେହି ପୁସ୍ତକକୁ ତାଙ୍କ ଭାଷଣରେ ଉଲ୍ଲେଖ କରିବାକୁ ଚାହୁଁଛନ୍ତି। ତେବେ ଶାସକ ଦଳ…
ଶରଦ ପାୱରଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ , ହସ୍ପିଟାଲରେ ଭର୍ତ୍ତି
ଏନସିପି (ସପା) ଅଧ୍ୟକ୍ଷ ଶରଦ ପାୱରଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଣେ ନିଆଯାଇ ରୁବି ହଲ୍ କ୍ଲିନିକରେ ଭର୍ତ୍ତି କରାଯାଇଛି । ପାୱର ଜ୍ୱର ଓ କାଶରେ ପୀଡିତ ଥିବା ବେଳେ ତାଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ ।
ମିଳିଥିବା ସୂଚନା…
ନକ୍ସଲଙ୍କୁ ଆତ୍ମସମର୍ପଣ କରିବାକୁ ଓ ସମାଜର ମୁଖ୍ୟଧାରାରେ ସାମିଲ ହେବାକୁ ଅପିଲ କଲେ ଅମିତ ଶାହ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସୋମବାର କହିଛନ୍ତି ଯେ ‘ମାଓବାଦ କେବେବି ସମାଜର ହୀତ କରି ନାହିଁ ଓ ଯେଉଁଠି ଏହା ରହିଛି ସେଠାରେ କେବଳ ବିନାଶ ହିଁ ବିନାଶ ହୋଇଛି’। ଏ ନେଇ ସେ କୋଲମ୍ବିୟା, ପେରୁ ଓ କମ୍ବୋଡିଆ ଆଦି ଦେଶଙ୍କ ଉଦାହରଣ ଦେଇଛନ୍ତି। ଶାହ ଛତିଶଗଡ଼ ବସ୍ତର ଜିଲ୍ଲା ମୁଖ୍ୟାଳୟ…
ବାଂଲାଦେଶରେ ଥିବା ହିନ୍ଦୁମାନଙ୍କ ସୁରକ୍ଷା ପାଇଁ ବିଶ୍ୱସ୍ତରରେ ସମସ୍ତ ହିନ୍ଦୁ ଏକଜୁଟ ହେବାକୁ ସେ ଆହ୍ୱାନ ଦେଲେ RSS…
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି। ବିଶେଷ କରି ଜନସଂଖ୍ୟା ସନ୍ତୁଳନ ରକ୍ଷା ପାଇଁ ସେ ‘୩ ସନ୍ତାନ’ ନୀତି ଏବଂ ପାରିବାରିକ ମୂଲ୍ୟବୋଧ ଉପରେ ଗୁରୁତ୍ୱାରୋପ…
ଭାରତ ଏବଂ ମାଲେସିଆ ଆର୍ଥିକ ପରିବର୍ତ୍ତନ ପାଇଁ ଏକ ଦୃଢ଼ ପଥ ନିର୍ଦ୍ଧାରଣ କରିବେ – ପ୍ରଧାନମନ୍ତ୍ରୀ ମୋଦୀ
ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଏକାଠି କାମ କରିବେ। ସେ ସ୍ପଷ୍ଟ ଭାବରେ କହିଛନ୍ତି…
କ୍ବାଲାଲମ୍ପପୁରଠାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଆସନ୍ତାକାଲି ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହିତ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଦିନିଆ ମାଲେସିଆ ଗସ୍ତରେ ଯାଇ ଶନିବାର କ୍ବାଲାଲମ୍ପପୁରଠାରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ୍ ଜୋରଦାର ସ୍ବାଗତ କରିଥିଲେ। ମାଲେସିଆରେ ରହୁଥିବା ଭାରତୀୟ ସମୁଦାୟଙ୍କ ପକ୍ଷରୁ…
ଭୂକମ୍ପରେ ଥରିଲା ସିକ୍କିମ , ରିକ୍ଟର ସ୍କେଲରେ ୪.୫ ତୀବ୍ରତାର ରେକର୍ଡ
ଭୂକମ୍ପରେ ଥରିଲା ସିକ୍କିମ। ସିକ୍କିମ୍ର ଗ୍ୟାଲସିଂରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହା ରିକ୍ଟର ସ୍କେଲରେ ୪.୫ ତୀବ୍ରତାର ରେକର୍ଡ କରାଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ସିକ୍କିମର ଗ୍ୟାଲସିଂରେ ସକାଳ ୧:୦୯ ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ…
‘ପରୀକ୍ଷା ପେ ଚର୍ଚ୍ଚା’ ୯ମ ସଂସ୍କରଣ: ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ…
ପରୀକ୍ଷୀ ପୂର୍ବରୁ ପିଏମ୍ ଦେଲେ ଗୁରୁମନ୍ତ୍ର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 'ପରୀକ୍ଷା ପେ ଚର୍ଚ୍ଚା' ୯ମ ସଂସ୍କରଣ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟ ପରିକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ। ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ଚାପରୁ ବାହାର କରିବା ଏବଂ ସେମାନଙ୍କୁ…
ଟିଏମସିର ସହକର୍ମୀମାନେ ବହୁତ କିଛି କହିଛନ୍ତି ,କିନ୍ତୁ ସେମାନେ ନିଜକୁ ଦେଖିବା ଉଚିତ – ପ୍ରଧାନମନ୍ତ୍ରୀ…
ରାଜ୍ୟସଭା ଗୃହରେ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅଭିଭାଷଣ ରଖିଛନ୍ତି । ଅଭିଭାଷଣ ସମୟରେ ବିଭିନ୍ନ ପ୍ରସଙ୍ଗରେ ବିରୋଧୀ କଂଗ୍ରେସକୁ ନିଶାନ କରିବା ସହ ଟିଏମସିକୁ ମଧ୍ୟ ନିଶାଣ କରିଛନ୍ତି ।
ମୋଦୀ କହିଛନ୍ତି, “ଟିଏମସିର ସହକର୍ମୀମାନେ ବହୁତ କିଛି କହିଛନ୍ତି ।…
ମେଘାଳୟର ତାସଖାଇ ସ୍ଥିତ ଏକ କୋଇଲା ଖଣିରେ ଭୀଷଣ ବିସ୍ଫୋରଣ,୧୦ ମୃତ
ମେଘାଳୟର ତାସଖାଇ ସ୍ଥିତ ଏକ କୋଇଲା ଖଣିରେ ଭୀଷଣ ବିସ୍ଫୋରଣ ଘଟିଛି। ଦୁର୍ଘଟଣାରେ ଅତି କମରେ ୧୦ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଘଟଣାକୁ ନେଇ ପୂରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ସ୍ଥାନୀୟ ପ୍ରଶାସନ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି…