Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
National
ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶଙ୍କୁ ଭେଟିଲେ ମୋଦୀ
ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶ । ଏତେ ଭୟଙ୍କର ଦୁର୍ଘଟଣା, ଯେଉଁଥିରେ ଜଣେ ବି ବଞ୍ଚିନାହାନ୍ତି । ସେଠାରେ ରମେଶଙ୍କ ବଞ୍ଚିଯିବା କୌଣସି ଚମତ୍କାରଠୁ କମ୍ ନୁହେଁ । ବିମାନରୁ ଡେଇଁବାରୁ ବଞ୍ଚିଯାଇଛି ଏକମାତ୍ର ଜୀବନ । ରମେଶ…
ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଗୁଜରାଟର ଅହମ୍ମଦାବାଦ ଯାଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିମାନ ଦୁର୍ଘଟଣାର ଆହତମାନଙ୍କୁ ଭେଟିଛନ୍ତି। ଦୁର୍ଘଟଣାରୁ ବର୍ତ୍ତିଯାଇଥିବା ବିଶ୍ଵାସ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଭେଟି ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।…
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି । ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା । ରୂପାଣୀ ପତ୍ନୀ ଓ ପୁଅ, ଝିଅଙ୍କୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ ।…
ବିମାନ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
୨ ଜଣ ପାଇଲଟ୍ ଏବଂ ୧୦ ଜଣ କ୍ୟାବିନ୍ କ୍ରୁ ସଦସ୍ୟଙ୍କ ସମେତ ୨୪୨ ଜଣଙ୍କୁ ନେଇ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ଯାତ୍ରୀବାହୀ ବିମାନ ଗୁଜୁରାଟର ଅହମ୍ମଦାବାଦ ବିମାନବନ୍ଦର ନିକଟରେ ମେଘାନୀ ନଗର ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀମାନଙ୍କ ମଧ୍ୟରୁ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ…
ଗୁଜରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ 1 କୋଟି ଦେବ ଟାଟାଗ୍ରୁପ
ଗୁଜରାଟର ଅହମ୍ମଦାବାଦରେ ଗୁରୁବାର ଘଟିଥିବା ବଡ଼ ଧରଣର ବିମାନ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଇଛି। ଦୁର୍ଘଟଣାର ଶିକାର ଏୟାରଇଣ୍ଡିଆର ଏହି ବିମାନରେ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କୁ ମିଶାଇ ୨୪୨ ଜଣ ଥିବାବେଳେ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା…
ଗୁଜରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ, 241 ଯାତ୍ରୀ ମୃତ
ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମୃତହେଦକୁ ଅଧାରକରି ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅପରାହ୍ନ ସାଢ଼େ ୪ଟା ସୁଦ୍ଧା ୧୭୦ ମୃତଦେହ…
ଟ୍ରମ୍ପଙ୍କୁ ମାରିବାକୁ ଧମକ ଦେଲା ଅଲକାଏଦା ନେତା ସାଦ୍ ବିନ୍ ଆତିଫ୍
ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା । ଯେଉଁଠି ଦେଖୁଛ, ସେଠି ହତ୍ୟା କର । କିଛି ଏପରି ଧମକ ଦେଇଛନ୍ତି ଅଲକାଏଦା ନେତା ସାଦ୍ ବିନ୍ ଆତିଫ୍ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଉପରାଷ୍ଟ୍ରପତି ଜେଡି ଭାନ୍ସ ଏବଂ ବିଶିଷ୍ଟ ବ୍ୟବସାୟୀ ଏଲନ ମସ୍କ ମଧ୍ୟ ତାଙ୍କ ଟାର୍ଗେଟରେ ରହିଛନ୍ତି । ଏକ…
ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, 3 ମୃତ
ଦିଲ୍ଲୀର ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ୩ ଜଣଙ୍କ ପ୍ରାଣହାନୀ ଘଟିଛି। ଦୁଇ ପିଲା(ଜଣେ ପୁଅ ଏବଂ ଜଣେ ଝିଅ, ଉଭୟଙ୍କ ବୟସ ୧୦ ବର୍ଷ) ନିଜକୁ ବଞ୍ଚାଇବା…
କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
ଆଜି ସକାଳେ କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ଏମଭି ୱାନ ହେ ୫୦୩ ରେ ଏକ ବଡ଼ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ମୁମ୍ବାଇ ସ୍ଥିତ ମେରାଇନ୍ ଅପରେସନ୍ସ ସେଣ୍ଟର (MOC) ପକ୍ଷରୁ ମିଳିଥିବା ସୂଚନା ମୁତାବକ ସକାଳ ପ୍ରାୟ ୧୦:୩୦ ସମୟରେ ଏହି ବିସ୍ଫୋରଣ ଘଟିଛି |
୨୭୦…
ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
ହନିମୁନ୍ ପାଇଁ ଇନ୍ଦୋରରୁ ମେଘାଳୟ ଯାଇଥିବା ଦମ୍ପତିଙ୍କ ନିଖୋଜକୁ ନେଇ ବଡ଼ ଖୁଲାସା । ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରିଛନ୍ତି ସ୍ତ୍ରୀ। ଏକଥା ପୁଲିସ୍ ସମ୍ମୁଖରେ ନିଜେ ସ୍ବୀକାର କରି ଆତ୍ମସମର୍ପଣ କରିଛନ୍ତି ଅଭିଯୁକ୍ତା ପତ୍ନୀ।
୧୬ ଦିନର ସନ୍ଧାନ ପରେ ଶିଲଂରେ ନିଖୋଜ…