Browsing Category

National

ବେଙ୍ଗାଲୁରୁକୁ ୪୨ରନରେ ହରାଇଛି ହାଇଦ୍ରାବାଦ

ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ଅଧିନାୟକ ପାଟ୍ କମିନ୍ସଙ୍କ ଶାଣିତ ବୋଲିଂ ବଳରେ ସନରାଇଜର୍ସ ହାଇଦ୍ରାବାଦ ୪୨ ରନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ହରାଇଛି । ଏକଦା ୧୭୩ ରନରେ ୩ ୱିକେଟ୍ ହରାଇଥିବା ବେଙ୍ଗାଲୁରୁ ନିମ୍ନ କ୍ରମରେ ବ୍ୟାଟିଂ ବିପର୍ଯ୍ୟୟ ଭୋଗି ୧୮୯ ରନରେ ଅଲଆଉଟ୍…

ଦିଲ୍ଲୀ NCRରେ 2ଜଣ କରୋନା ସଂକ୍ରମିତ ଚିହ୍ନଟ

ଦିଲ୍ଲୀ NCRରେ ଆରମ୍ଭ ହେଲା କରୋନା ସଂକ୍ରମଣ । ଗୁରୁଗ୍ରାମର ସାଇବର ସିଟିରେ ଦୁଇ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ଆଇସୋଲେସନରେ ରଖାଯାଇଛି। 2 ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମୁମ୍ବାଇରୁ ଗୁରୁଗ୍ରାମ ଆସିଥିଲେ। ଏସିଆ ମହାଦେଶର କେତେକ ଦେଶରେ ଗତ କିଛି ମାସ ହେଲା…

ବଢ଼ିଛି ଗାନ୍ଧି ପରିବାରର ଅଡ଼ୁଆ

ନ୍ୟାଶନାଲ ହେରାଲ୍ଡ ମାମଲାରେ ବଢ଼ିଛି ଗାନ୍ଧି ପରିବାରର ଅଡ଼ୁଆ। ବୁଧବାର ଦିଲ୍ଲୀର ଗୋଟିଏ କୋର୍ଟଙ୍କୁ ଇଡି କହିଛି ଯେ ତଦନ୍ତ ଚାଲିଥିବା ନ୍ୟାଶନାଲ ହେରାଲ୍ଡର ମନି ଲଣ୍ଡରିଂ ମାମଲା ସହ ଜଡ଼ିତ ଅପରାଧରୁ ଆୟ ହୋଇଥିବା ୧୪୨ କୋଟି ଟଙ୍କାରୁ ପ୍ରମୁଖ ଲାଭ ଉଠାଇଛନ୍ତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧି…

ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟଙ୍କ ସହ ସମ୍ପର୍କ ରଖିବା କଥା ସ୍ୱୀକାର କଲେ ଜ୍ୟୋତି

ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟଙ୍କ ସହ ସମ୍ପର୍କ ରଖିବା କଥା ସ୍ୱୀକାର କରିଛନ୍ତି। ଲଗାତାର ତଦନ୍ତ ବେଳେ ସେ ମାନିଛନ୍ତି ସତ ।  ଜ୍ୟୋତି କହିଛନ୍ତି ଯେ ସେ ନୂଆଦିଲ୍ଲୀରେ ପାକିସ୍ତାନୀ ହାଇକମିସନର ଅଧିକାରୀ ଦାନିଶଙ୍କ ସହ ନିୟମିତ ଯୋଗାଯୋଗରେ…

ମୁମ୍ବାଇରେ ୨ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ

ଭାରତକୁ ପୁଣି ଫେରିଲା କୋଭିଡ ଭୟ। ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ମୁମ୍ବାଇ ପରେଲରେ ଥିବା BMC ପରିଚାଳିତ KEM ହସ୍ପିଟାଲରେ ଏହି ଦୁଇଟି ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ମୃତକଙ୍କ ମଧ୍ୟରୁ ଜଣେ କ୍ୟାନସରରେ ପୀଡ଼ିତ ଥିବାବେଳେ ଅନ୍ୟ ଜଣଙ୍କର କିଡ୍‌ନୀ ସମସ୍ୟା…

ସ୍ବର୍ଣ୍ଣ ମନ୍ଦିରକୁ ଟାର୍ଗେଟ୍‌ କରିଥିଲା ପାକ୍‌

ଭାରତର ନଅଟି ସ୍ଥାନରେ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ ପରେ ମେ ୮ ତାରିଖରେ ପାକିସ୍ତାନ ପଞ୍ଜାବର ଅମୃତସରରେ ଥିବା ସ୍ୱର୍ଣ୍ଣ ମନ୍ଦିରକୁ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ମାତ୍ର ପାକ୍‌ର ଆକ୍ରମଣ ଉଦ୍ୟମକୁ ପଣ୍ଡ କରିଥିଲେ ଆମ ଭାରତୀୟ ଯବାନ।…

ହାଇଦ୍ରାବାଦର ଗୁଲଜାର ହାଉସ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ

ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଚାରମିନାର ଅଞ୍ଚଳର ଗୁଲଜାର ହାଉସ୍ ନିକଟରେ ଥିବା ଏକ କୋଠାରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ସୂଚନା ପାଇ ପୁଲିସ ଏବଂ ଅଗ୍ନିଶମ…

ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରି ଗିରଫ ହୋଇଥିବା ଜ୍ୟୋତି, ଏବେ ସ୍କାନରରେ ବାନ୍ଧବୀ

ପାକିସ୍ତାନୀ ଗୋଇନ୍ଦା ସଂସ୍ଥାକୁ ଭାରତର ପ୍ରତିରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ତଥ୍ୟ ପଠାଉଥିବା ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟ ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୟାମିନ, ଦେବିନ୍ଦର ଓ ଅର୍ମାନ ରହିଛନ୍ତି। ହରିୟାଣାର ହିସାରରେ…

ମେ ୧୮ ପର୍ଯ୍ୟନ୍ତ ବଢ଼ିଲା ଅସ୍ତ୍ରବିରତି ଅବଧି

ବଢ଼ିଲା ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଅବଧି। ଉଭୟ ଦେଶର ସହମତିରେ ମେ ୧୦ ତାରିଖରେ ଭାରତ-ପାକିସ୍ତାନ ସୀମାରେ ଅସ୍ତ୍ରବିରତି ପାଇଁ ରାଜି ହୋଇଥିଲେ। ଗୁରୁବାର ପର୍ଯ୍ୟନ୍ତ ତାହାର ଅବଧି ରହିଥିଲା। ଏବେ ସେହି ଅବଧିକୁ ବୃଦ୍ଧି କରାଯାଇ ମେ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। …

ନକ୍ସଲ ମୁକ୍ତ ଭାରତଦି ଗରେ ଐତିହାସିକ ସଫଳତା

'ନକ୍ସଲ ମୁକ୍ତ ଭାରତ' ଦିଗରେ ଏକ ଐତିହାସିକ ସଫଳତା ହାସଲ କରି ସୁରକ୍ଷା ବାହିନୀ ଛତିଶଗଡ଼-ତେଲଙ୍ଗାନା ସୀମାରେ କାରେଗୁଟ୍ଟାଲୁ ପାହାଡ଼ (କେଜିଏଚ) ରେ ନକ୍ସଲଙ୍କ ବିରୋଧରେ ସବୁଠାରୁ ବଡ ଅପରେସନରେ ୩୧ ଜଣ ନକ୍ସଲଙ୍କୁ ହତ୍ୟା କରିଛନ୍ତି। କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ…