Browsing Category

National

ମୋଦୀ ଏବଂ ପୁଟିନଙ୍କ ମଧ୍ୟରେ ୭ଟି ବୁଝାମଣା ସମ୍ପର୍କରେ ସହମତି

 ଭାରତ ଓ ରୁଷ ମଧ୍ୟରେ ସୁଦୃଢ଼ ସମ୍ପର୍କର ନୂଆଯୁଗ ଆରମ୍ଭ । ଦିଲ୍ଲୀ ହାଇଦ୍ରାବାଦ୍ ହାଉସରେ ଦ୍ବିପାକ୍ଷିକ ଆଲୋଚନାରେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ନୂଆ ଦିଶା ଦେଇଛନ୍ତି । ଆଲୋଚନା ପରେ ଏକ ମିଳିତ ବିବୃତି ଜାରି କରାଯାଇଛି। ପୁଟିନ ଓ…

ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫ ପ୍ରତିଶତକୁ ଆଣିଛି। ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା ଏହି ଘୋଷଣା କରିବା ସହିତ ନିଜର ‘ତଟସ୍ଥ ଆଭିମୁଖ୍ୟ’ ବଜାୟ ରଖିଛନ୍ତି। ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା…

ମୋଦି-ପୁଟିନ ବସିଥିବା ହ୍ବାଇଟ ଫର୍ଚୁନର୍‌ ଟ୍ରେଣ୍ଡ ବଢ଼ିଲା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଭାରତ ଗସ୍ତ ଅନେକ ଦୃଷ୍ଟିରୁ ଐତିହାସିକ ରହିଛି। ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିୟମ ଭାଙ୍ଗି ପାଲମ୍ ବିମାନ ବନ୍ଦରରେ ପୁଟିନଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିବା ପରେ, ଉଭୟ ନେତା ଏକାଠି ଏକ ଧଳା ରଙ୍ଗର ଟୟୋଟା ଫର୍ଚୁନର୍…

ଭାରତ-ରୁଷ ବନ୍ଧୁତା ଅତୁଟ: ହାଇଦ୍ରାବାଦ୍ ହାଉସ୍‌ରେ ପୁଟିନ-ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି (ଶୁକ୍ରବାର) ଭାରତ ଗସ୍ତର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆରମ୍ଭ କରିଛନ୍ତି। ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ମୋଦି କୂଟନୈତିକ ନିୟମକୁ ଅଣଦେଖା କରି ବିମାନ ବନ୍ଦରରେ ପୁଟିନଙ୍କୁ ଆଲିଙ୍ଗନ କରି…

ଡଲାର ତୁଳନାରେ ୯୦ ଟପିଲା ଟଙ୍କା

ଭାରତୀୟ ଟଙ୍କା ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍ ପିଛା ରେକର୍ଡ ସର୍ବନିମ୍ନ ୯୦.୧୩ରେ ପହଞ୍ଚିଛି। ଏହା ପୂର୍ବରୁ ମଙ୍ଗଳବାର ଏହି ମୂଲ୍ୟ ୮୯.୯୪୭୫ ଥିଲା। ଅନିଶ୍ଚିତ ବାଣିଜ୍ୟ ଏବଂ ପୋର୍ଟଫୋଲିଓ ପ୍ରବାହ ସହିତ…

S-500 ପ୍ରଣାଳୀ S-400ର ପରବର୍ତ୍ତୀ ସଂସ୍କରଣ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୨୩ତମ ଭାରତ-ରୁଷ ବାର୍ଷିକ ସମ୍ମିଳନୀ ପାଇଁ  ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ରୁଷର ସର୍ବାଧୁନିକ S-500 ‘ପ୍ରୋମେଥିୟସ୍’ ବାୟୁ ପ୍ରତିରକ୍ଷା ପ୍ରଣାଳୀର ସମ୍ଭାବ୍ୟ ଚୁକ୍ତି ଉପରେ ଆଲୋଚନା କରାଯିବାର ସମ୍ଭାବନା ରହିଛି। S-500 ଉନ୍ନତ…

ଆଜି ୨୩ତମ ଭାରତ-ରୁଷ୍ ଶିଖର ସମ୍ମିଳନୀ

ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ଠାରୁ ଦୁଇ ଦିନିଆ ଭାରତ ଗସ୍ତ କରିଛନ୍ତି। ସନ୍ଧ୍ୟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ଆସି ନୂଆଦିଲ୍ଲୀର ପାଲାମ ଟେକ୍ନିକାଲ ବିମାନବନ୍ଦରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମାନବନ୍ଦରରେ ଉପସ୍ଥିତ ରହି ପୁଟିନଙ୍କୁ ସ୍ବାଗତ…

ଦିଲ୍ଲୀରେ ପହଞ୍ଚିଲେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ସ୍ବାଗତ କଲେ ମୋଦୀ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଗୁରୁବାର ଭାରତରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମାନ ବନ୍ଦରରେ ତାଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିଛନ୍ତି। ସାଧାରଣତଃ ପ୍ରଧାନମନ୍ତ୍ରୀମାନେ ଅନ୍ୟ ରାଷ୍ଟ୍ରମୁଖ୍ୟଙ୍କୁ ବିମାନ ବନ୍ଦରରେ ପାଛୋଟି ନେବାର ନିୟମ ନ…

ଜମ୍ମୁ କାଶ୍ମୀର ଗୁଲମାର୍ଗର ହାଇ ଆଲ୍ଟିଚ୍ୟୁଡ୍ ୱାରଫେୟାର ସ୍କୁଲର କମାଣ୍ଡାଣ୍ଟ ଭାବେ ନିଯୁକ୍ତ ହେଲେ ମେଜର ଜେନେରାଲ…

ଗୁଲମାର୍ଗ ,ଜମ୍ମୁ ଓ କାଶ୍ମୀର: ଭାରତୀୟ ସେନା ବାହିନୀର ଜଣେ ଅଭିଜ୍ଞ ଅଧିକାରୀ ମେଜର ଜେନେରାଲ ପୁନିତ ଡୋଭାଲଙ୍କୁ ଗୁଲମାର୍ଗସ୍ଥିତ ପ୍ରତିଷ୍ଠିତ ହାଇ ଆଲ୍ଟିଚ୍ୟୁଡ୍ ୱାରଫେୟାର ସ୍କୁଲ (HAWS)ର ନୂତନ କମାଣ୍ଡାଣ୍ଟ ଭାବରେ ନିଯୁକ୍ତ କରାଯାଇଛି। ମେଜର ଜେନେରାଲ ଡୋଭାଲ ଆନୁଷ୍ଠାନିକ ବାଟନ…

୨୦୦ ବର୍ଷର ରେକର୍ଡ ଭାଙ୍ଗିଲେ ୧୯ ବର୍ଷର ଯୁବକ ଦେବବ୍ରତ ରେଖେ

ବନାରସ : ବେଦ ପାଠ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି।  ମହାରାଷ୍ଟ୍ରର ଅହିଲ୍ୟାନଗରର  ୧୯ ବର୍ଷ ବୟସ୍କ ବେଦମୂର୍ତ୍ତି ଦେବବ୍ରତ ମହେଶ ରେଖେ ଶୁକ୍ଳ ଯଜୁର୍ବେଦର ସର୍ବୋଚ୍ଚ ଏବଂ ସବୁଠାରୁ କଠିନ ପାଠ ଶୈଳୀ 'ଦଣ୍ଡକ୍ରମ ପାରାୟଣ'କୁ ସଫଳତାର ସହ ସମ୍ପୂର୍ଣ୍ଣ କରି ଇତିହାସ ସୃଷ୍ଟି…