Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
National
‘ଦୀଘା ଜଗନ୍ନାଥ ଧାମ’ କୁ ଏତେ ରାଗ କଣ ପାଇଁ କହି ବିଜେପିକୁ ହାୱଡାରୁ ଟାର୍ଗେଟ୍ କରିଛନ୍ତି ମମତା
ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ପ୍ରସଙ୍ଗ । ‘ଦୀଘା ଜଗନ୍ନାଥ ଧାମ’କୁ ନେଇ ବିବାଦ ତେଜିବା ପରେ ମୁହଁ ଖୋଲିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କହିଲେ ଆମେ ପୁରୀ ଜଗନ୍ନାଥ ମନ୍ଦିର ଏବଂ ଜଗନ୍ନାଥ ଧାମକୁ ସମ୍ମାନ ଦେଉ । ଜଗନ୍ନାଥ ମନ୍ଦିର ସବୁଠି ହୋଇପାରିବ । ମାଆ କାଳୀଙ୍କ…
୨୦୦୦ ଟଙ୍କିଆ ନୋଟ୍ ପ୍ରଚଳନ ପ୍ରାୟ ବନ୍ଦ – ରିଜର୍ଭ ବ୍ୟାଙ୍କ
୨୦୨୩ ମେ’ ୧୯ ତାରିଖ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୮.୨୪% ନୋଟ୍ ଏବେ ଫେରାଇ ଦିଆଯାଇଛି ଏବଂ ୨୦୨୫ ଏପ୍ରିଲ ୩୦ରେ କାରବାର ଶେଷ ସୁଦ୍ଧା ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ବାହାରେ ଥିବା ନୋଟର ମୋଟ ମୂଲ୍ୟ ୬,୨୬୬ କୋଟି ଟଙ୍କାକୁ ଖସି ଆସିଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ…
ଦିଲ୍ଲୀରେ ପ୍ରବଳ ବର୍ଷା , 4 ମୃତ
ଶୁକ୍ରବାର ସକାଳେ ପ୍ରବଳ ବର୍ଷା ପବନ ଏବଂ ଶିଳାବୃଷ୍ଟି ଯୋଗୁ ଦିଲ୍ଲୀ ଏବଂ ଏନ୍ସିଆର୍ରେ ୪୦ ରୁ ଅଧିକ ବିମାନର ମାର୍ଗ ପରିବର୍ତ୍ତନ କରାଯାଇଛି। କେବଳ ସେତିକି ନୁହେଁ, ପ୍ରାୟ ୧୦୦ଟି ବିମାନ ବିଳମ୍ବ ମଧ୍ୟ ହୋଇଛି।
ବର୍ଷା ସହିତ ପ୍ରବଳ ପବନ ବହିବା ଫଳରେ ଦ୍ୱାରକାର ଚାଷ ଜମିରେ…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଗିରିଜା ବ୍ୟାସଙ୍କର ପରଲୋକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଗିରିଜା ବ୍ୟାସଙ୍କର ପରଲୋକ ହୋଇଛି । ସେ ଘରେ ଆରତୀ କରୁଥିବା ସମୟରେ ତାଙ୍କ କପଡାରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଥିଲେ । ପୂଜା କରିବା ସମୟରେ ନିଆଁ ଲାଗିଯିବାରୁ ତାଙ୍କର ଶରୀରର ପ୍ରାୟ ୯୦ ପ୍ରତିଶତ ଜଳିଯାଇଥିଲା । ଅହମ୍ମଦାବାଦର ଜାୟଡସ୍ ହସ୍ପିଟାଲ୍ରେ…
ଲାହୋର-କରାଚିରେ ଏୟାର ସ୍ପେସ ବନ୍ଦ
ଘନଉଛି ଯୁଦ୍ଧ ସ୍ଥିତି । ଭାରତରେ ଆକ୍ସନ ହେଲେ ପାକିସ୍ତାନରେ ଦେଖିବାକୁ ମିଳୁଛି ହଲଚଲ । ଗତକାଲି ଭାରତ ପାକିସ୍ତାନ ପାଇଁ ଏୟାର ସ୍ପେସ୍ ବନ୍ଦ କରିବା ପରେ ଆଜି ନିଜ ସୁରକ୍ଷାକୁ ଦୃଷ୍ଟିରେ ରଖି ପାକିସ୍ତାନ ଲାହୋର-କରାଚିରେ ଏୟାର ସ୍ପେସକୁ ବନ୍ଦ କରିଛି । ତେବେ ମେ’ ୧ରୁ ମେ’ ୩୧ରୁ ଯାଏଁ …
ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ ହେବ
ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ସରକାର ଆଜି ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଏ ନେଇ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଓ…
ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ…
କୌଣସି ସମୟରେ ପାକିସ୍ତାନ ଉପରେ ବଡ କାର୍ଯ୍ୟାନୁଷ୍ଠାନ କରିପାରେ ଭାରତ । କାରଣ ପ୍ରଧାନମନ୍ତ୍ରୀ ମୋଦୀ ଦେଇ ସାରିଛନ୍ତି ନିର୍ଦ୍ଦେଶ । ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ମୋଦୀ । କିଛି ସମୟ…
ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ…
ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଳା, ସମାଜ ସେବା, ବିଜ୍ଞାନ , ଇଞ୍ଜିନିୟରିଙ୍ଗ, ବ୍ୟାପାର ଓ ଉଦ୍ୟୋଗ, ଚିକିତ୍ସା ସାହିତ୍ୟ ଆଦି କ୍ଷେତ୍ରରେ…
ପହଲଗାମରେ ଆତଙ୍କବାଦୀ ଆକ୍ରମଣର ସବୁଠାରୁ ଡରାଇଲା ଭଳି ଭିଡିଓ ସାମ୍ନାକୁ ଆସିଛି
ଜାମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପୁରା ଦେଶରେ ପାକିସ୍ତାନ ବିରୋଧରେ ନିଆଁ ଜଳୁଛି । ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି । ଏବେ ଏହି ଆକ୍ରମଣର ସବୁଠାରୁ ଡରାଇଲା ଭଳି ଭିଡିଓ ସାମ୍ନାକୁ ଆସିଛି । ଏହି ଭିଡିଓରେ ଜଣେ ପର୍ଯ୍ୟଟକ ଜିପ ଲାଇନର ମଜା ନେଉଥିବା…
ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ହୁସେନ ରାଣାର ଏନଆଇଏ ହେପାଜତ ୧୨ ଦିନ ବୃଦ୍ଧି
୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ହୁସେନ ରାଣାଙ୍କୁ ଆମେରିକାରୁ ପ୍ରତ୍ୟର୍ପଣ କରାଯାଇଥିବା ବେଳେ ଆଜି ତାଙ୍କୁ ସ୍ୱତନ୍ତ୍ର ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନଆଇଏ) କୋର୍ଟରେ ହାଜର କରାଯାଇଛି। କୋର୍ଟ ରାଣାଙ୍କ ଏନଆଇଏ ହେପାଜତକୁ ଆଉ ୧୨ ଦିନ ବୃଦ୍ଧି କରିଛନ୍ତି। ୧୮ ଦିନିଆ ଏନଆଇଏ…