Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
National
ଆଜି ପୈତୃକ ଗାଁରେ ହେବ ଅଜିତ ପାୱାରଙ୍କ ଶେଷକୃତ୍ୟ
ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିୟୋଗରେ ମହାରାଷ୍ଟ୍ରରେ ଶୋକର ଛାୟା । ଏଥିପାଇଂ ୩ ଦିନିଆ ରାଷ୍ଟ୍ରୀୟ ଶୋକ ପାଳୁଛି ରାଜ୍ୟ । ସେପଟେ ଆଜି ତାଙ୍କ ପୈତୃକ ଗାଁରେ ତାଙ୍କର ଅନ୍ତ୍ୟେଷ୍ଟି କରାଯିବ ବୋଲି ସୂଚନା ମିଳିଛି। ପୂର୍ବାହ୍ନ ୧୧ଟାରେ ପୁଣେ ଜିଲ୍ଲା ସ୍ଥିତ ତାଙ୍କ ପୈତୃକ…
ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ,ଦେଶର ଅର୍ଥ ବ୍ୟବସ୍ଥାକୁ ନୂଆ ଗତି ମିଳିଛି – ରାଷ୍ଟ୍ରପତି
ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ । ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କହିଛନ୍ତି, ପ୍ରତି କ୍ଷେତ୍ରରେ ଦେଶ ଆଗକୁ ବଢ଼ୁଛି, ସାରା ବିଶ୍ବରେ ଭାରତର ଚର୍ଚ୍ଚା ହେଉଛି। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି । ଦେଶର ଅର୍ଥ ବ୍ୟବସ୍ଥାକୁ ନୂଆ ଗତି…
ଅଜିତ ପାୱାର ଜଣେ ଜନନେତା ଥିଲେ ଯାହାଙ୍କର ଏକ ଦୃଢ଼ ଜନସମର୍ଥନ ଥିଲା- ମୋଦୀ
ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।…
ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ
ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା । ମୁମ୍ବାଇରୁ ବାରାମତୀ ଯିବାବେଳେ ୮ଟା ୪୫ ମିନିଟ୍ରେ…
ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ମଞ୍ଜୁରୀ,ଏହି ଚୁକ୍ତିନାମା ଉଭୟ ପକ୍ଷ ପାଇଁ ଆର୍ଥିକ ଏବଂ ରଣନୈତିକ ଭାବରେ…
ଦୁଇ ଦଶନ୍ଧି ଧରି ଆଲୋଚନା । ଭାର-ୟୁରୋପୀୟ ସଂଘର ଐତିହାସକି ଡିଲ୍ ହୋଇଛି । ଜାନୁଆରୀ ୨୭ ତାରିଖରେ ସେମାନଙ୍କର ଐତିହାସିକ ବାଣିଜ୍ୟ ଚୁକ୍ତିନାମା ଘୋଷଣା ହେବ । ୧୬ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଏହି ଘୋଷଣା କରାଯିବ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ୟୁରୋପୀୟ ପରିଷଦ ଅଧ୍ୟକ୍ଷ…
ଆଉ କିଛି ଘଣ୍ଟାର ଅପେକ୍ଷା,ଭାରତ ସହ ୟୁରୋପୀୟ ସଂଘ କରିବାକୁ ଯାଉଛି ବଡ ବାଣିଜ୍ୟିକ ଚୁକ୍ତି
ଆଉ କିଛି ଘଣ୍ଟାର ଅପେକ୍ଷା । ଆମେରିକାର ଟାରିଫ ଭୟ ଭିତରେ ୟୁରୋପୀୟ ସଂଘ କରିବାକୁ ଯାଉଛି ବଡ ବାଣିଜ୍ୟିକ ଚୁକ୍ତି କରିବ ଭାରତ । ଏହାର ନାଁ ରହିଛି ମଦର ଅପ ଅଲ ଡିଲସ । ସ୍ୱିଜରଲ୍ୟାଣ୍ଡରେ ଆୟୋଜିତ ଦାବୋସ ସମ୍ମିଳନୀରେ ଇୟୁ ଅଧ୍ୟକ୍ଷା ଉର୍ସୁଲା ୱାର୍ଣ୍ଣ ଓ ୟୁରୋପୀୟ ପରିଷଦ ଅଧ୍ୟକ୍ଷ ଲୁଇସ…
କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ଦ୍ରୌପଦୀ ମୁର୍ମୁ
ଦିଲ୍ଲୀରୁ ପଲ୍ଲୀ ସବୁଠି ଗଣତନ୍ତ୍ର ଦିବସର ଉତ୍ସାହ । ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରି ଆଡେ ଫର ଫର ହୋଇ ଉଡୁଛି ଜାତୀୟ ପତାକା ତ୍ରିରଙ୍ଗା । ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ…
୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’ : ୧୮ ବର୍ଷ ବୟସ ହେବା ପରେ ନିଜକୁ ଭୋଟର ଭାବରେ ପଞ୍ଜୀକୃତ କରିବାକୁ ନିଶ୍ଚିତ କରନ୍ତୁ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’ କାର୍ଯ୍ୟକ୍ରମରେ ଦେଶକୁ ଏକ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’। ଆସନ୍ତାକାଲି ଅର୍ଥାତ୍ ସୋମବାର ଜାନୁଆରୀ ୨୬, ଆମେ ଗଣତନ୍ତ୍ର ଦିବସ ପାଳନ କରିବୁ। ଏହି ଦିନ,…
ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍
ଦିଲ୍ଲୀରେ ପହଞ୍ଚିଛନ୍ତି ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍ । ୭୭ତମ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ଲେଏନ୍ ।
୭୭ତମ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବରେ ଲେଏନ୍ ଏବଂ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ ଲୁଇସ୍ ସାଣ୍ଟୋସ୍ ଡା-କୋଷ୍ଟା…
ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି
ବିଶ୍ୱର ସବୁଠୁ ଉତ୍ତପ୍ତ ମରୁଭୂମି ସାହାରାରେ ତୁଷାରପାତ । ପ୍ରଚଣ୍ଡ ଉତ୍ତାପ, ଶୁଷ୍କ ପବନ ଓ ଅନ୍ତହୀନ ବାଲି ପାହାଡ଼ ପାଇଁ ପରିଚିତ ସାହାରା ମରୁଭୂମିରେ ତୁଷାରପାତ ପ୍ରକୃତିର ବିରୋଧାଭାସ ଭଳି ମନେ ହେଉଛି । ଗତ ୧୭ ତାରିଖ ଉତ୍ତର ଆଲଜେରିଆର କେତେକ ସ୍ଥାନରେ ଏକ ଅସାଧାରଣ ଦୃଶ୍ୟ ଦେଖିବାକୁ…