Browsing Category

National

ପହଲଗାମ୍ ଆତଙ୍କୀଙ୍କୁ ଯୋଦ୍ଧା ବୋଲି ଦର୍ଶାଇଛି ବିବିସି, ବିବିସିକୁ କେନ୍ଦ୍ର ସରକାରଙ୍କ ନୋଟିସ୍

ବିବିସିକୁ କେନ୍ଦ୍ର ସରକାରଙ୍କ ନୋଟିସ୍ । ପହଲଗାମ୍ ଆତଙ୍କୀ ହମଲା ଉପରେ ଖବର ପ୍ରସାରଣ ନେଇ ନୋଟିସ୍ । ବିବିସି  ମୁଖ୍ୟଙ୍କୁ କେନ୍ଦ୍ର ସରକାରଙ୍କ ଚିଠି । ପହଲଗାମ୍ ଖବର ପ୍ରସାରଣରେ ପକ୍ଷପାତିତା ନେଇ ସତର୍କ କରାଇଲେ କେନ୍ଦ୍ର ସରକାର । ତେବେ ପହଲଗାମ୍ ଆତଙ୍କୀଙ୍କୁ ଯୋଦ୍ଧା ବୋଲି ଦର୍ଶାଇଛି…

ସର୍ବଦଳୀୟ ବୈଠକରେ ମୋଦୀଙ୍କ ଅନୁପସ୍ଥିତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ – ମଲ୍ଲିକାର୍ଜୁନ ଖଡ଼ଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଆଜି ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ସାମ୍ପ୍ରତିକ ଆତଙ୍କବାଦୀ ଘଟଣା, ଯେଉଁଥିରେ ପ୍ରାୟ ୨୬ ଜଣ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି, ତାହା…

ଜାମ୍ମୁ-କାଶ୍ମୀରରେ ଆଉ ୩ ଆତଙ୍କବାଦୀଙ୍କ ଘର ଭାଙ୍ଗିଛି ସେନା

ଜାମ୍ମୁ-କାଶ୍ମୀରରେ ଆଉ ୩ ଆତଙ୍କବାଦୀଙ୍କ ଘର ଭାଙ୍ଗିଛି ସେନା। ସ୍ଥାନୀୟ ପ୍ରଶାସନ ସହାୟତାରେ ବାନ୍ଦିପୋରା, ପୁଲଓ୍ବାମା ଏବଂ ସୋପିଆନ ଅଞ୍ଚଳରେ ଥିବା ଏହି ୩ ଆତଙ୍କବାଦୀଙ୍କ ଘରକୁ ମାଟିରେ ମିଶାଯାଇଛି। ପହଲଗାଓଁ ଆକ୍ରମଣ ପରେ ପ୍ରଶାସନ ଏବଂ ସେନାର କାର୍ଯ୍ୟାନୁଷ୍ଠାନ ସ୍ଵରୂପ ମୋଟ ୯ ଜଣ…

ପାକିସ୍ତାନ ରେ ବନ୍ୟା ପରିସ୍ଥିତି , ଭାରତକୁ ଦାୟୀ କଲା ପାକିସ୍ତାନ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।  ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ ଶନିବାର ପାକିସ୍ତାନୀ ଗଣମାଧ୍ୟମ…

ସିନ୍ଧୁ ଆମର ଏବଂ ଏହା ଆମର ରହିବ ,ଆମର ପାଣି ଏହି ନଦୀ ଦେଇ ପ୍ରବାହିତ ହେବ ନଚେତ୍ ସେମାନଙ୍କର ରକ୍ତ ଏଥିରେ ପ୍ରବାହିତ…

ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୂଟନୈତିକ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର…

ଆତଙ୍କୀର ଘର ଉଡ଼ାଇଲେ ଯବାନ

ପହଲଗାମ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ସନ୍ଦିଗ୍ଧ ସମେତ ଦୁଇ ଜଣ ଲସ୍କର-ଏ-ତୈବା  ଆତଙ୍କବାଦୀଙ୍କ ଘରରେ ଗଚ୍ଛିତ ଥିବା ବିସ୍ଫୋରକ ସାମଗ୍ରୀ ବିସ୍ଫୋରଣ ହେବା ଫଳରେ ସେମାନଙ୍କ ଘର ଜଳିପୋଡ଼ି ନଷ୍ଟ ହୋଇଯାଇଛି ବୋଲି ଅଧିକାରୀମାନେ କହିଛନ୍ତି। ଗୁରୁବାର ଏବଂ ଶୁକ୍ରବାର ମଧ୍ୟବର୍ତ୍ତୀ ରାତିରେ ଏହି…

ସାରାରାତି ଏଲଓସିରେ ପାକିସ୍ତାନ ଗୁଳିମାଡ କରିଥିବା ସୂଚନା

ପହଲଗାମ ଆତଙ୍କୀ ହମଲା ପରେ ସାରା ଦେଶରେ ତୀବ୍ର ଅସନ୍ତୋଷ ଜାରି ରହିଥିବା ବେଳେ ଆତଙ୍କବାଦୀ ଏବଂ ପାକିସ୍ତାନ ଉପରେ ରକ୍ତ ଚାଉଳ ଚୋବାଉଛନ୍ତି ଦେଶବାସୀ । ଯବାନମାନେ ଆତଙ୍କୀଙ୍କୁ ମାରି ବଦଲା ନେବାକୁ ପ୍ରସ୍ତୁତ ଅଛନ୍ତି । ନିର୍ଦ୍ଦେଶ ମିଳିଲେ ହିଁ ଶତ୍ରୁଙ୍କ ଛାତି ଚିରି ଦେବାକୁ ପ୍ରସ୍ତୁତ…

ପାକିସ୍ତାନୀଙ୍କୁ ଡ଼େଡ଼ଲାଇନ , ୩ ଦିନ ଭିତରେ ଭାରତ ଛାଡି ପାକିସ୍ତାନ ପଳାଅ

୭୨ ଘଣ୍ଟାରେ ଭାରତ ଛାଡ଼ । ୩ ଦିନ ଭିତରେ ଭାରତ ଛାଡି ପାକିସ୍ତାନ ପଳାଅ । ହାତରେ ମାତ୍ର ଅଳ୍ପ ସମୟ, ଯେତେ ଶୀଘ୍ର ପାରୁଛ ଡେଡଲାଇନ୍ ସରିବା ଆଗରୁ ଆମ ଦେଶ ଛାଡି ନିଜ ଦେଶକୁ ପଳାଅ । ପାକାସ୍ତାନୀଙ୍କୁ ୩ ଦିନ ଅର୍ଥାତ ୭୨ ଘଣ୍ଟାର ମହଲତ ଦେଇଛି ଭାରତ । ପହଲଗାମ୍ ହମଲା ପରେ ଆକ୍ସନ ମୋଡରେ ସରକାର…

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ସହିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରିବା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କଲା…

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି । ବୁଧବାର ସଂଧ୍ୟାରେ…

ପହଲଗାମ୍‌ ଆତଙ୍କବାଦୀ  ଆକ୍ରମଣକୁ ନେଇ ବଡ଼ ଖବର , ୩ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି

ପହଲଗାମ୍‌ ଆତଙ୍କବାଦୀ  ଆକ୍ରମଣକୁ ନେଇ ବଡ଼ ଖବର । ୩ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି । ଅସିଫ୍‌ ଫୌଜି,ସୁଲେମାନ ଶା ଏବଂ ଅବୁତଲ୍ଲାର ସ୍କେଚ୍‌ ଜାରି । ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମଗ୍ର ଦେଶ ସ୍ତବ୍ଧ ପାଲିଟି ଯାଇଛି । ଆତଙ୍କୀ ହମ୍‌ଲା ପରେ ସରକାର ଏବଂ…