Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
National
୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
ଖାଇକୁ ଖସିପଡ଼ିଲା ସେନା ଗାଡି। ଜମ୍ମୁ ଓ କାଶ୍ମୀରର ଡୋଡାରେ ସେନା ଗାଡ଼ି ରାସ୍ତାରୁ ୨୦୦ ଫୁଟ ତଳକୁ ଖସି ପଡ଼ିବାରୁ ୧୦ ଯବାନଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ଲୋକ ଏବଂ ଉଦ୍ଧାରକାରୀ ଦଳ ଆହତମାନଙ୍କୁ ଉଦ୍ଧାର କରିବା ପାଇଁ କାର୍ଯ୍ୟ କରିଥିଲେ। ଦୁର୍ଘଟଣାକୁ ନେଇ ସେନା ଅଧିକାରୀମାନେ କହିଛନ୍ତି…
ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
ନୂଆ ବିଜେପି ମୁଖିଆ ନୀତିନ ନବୀନଙ୍କ ପ୍ରଥମ ଦଳର ମୁଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଛି । ଏହି ବୈଠକ ତିନୋଟି ଅଧିବେଶନରେ ଅନୁଷ୍ଠିତ ହେଉଛି ।
ବିଜେପିର ନବନିଯୁକ୍ତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କର କାର୍ଯ୍ୟକାଳ ଆରମ୍ଭ କରିଛନ୍ତି । ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ…
ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
ଭାରତୀୟ ବଂଶୋଦ୍ଭବ ତଥା ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ୨୭ ବର୍ଷ ଧରି ନାସାରେ କାମ କରିବା ପରେ ଅବସର ନେଇଛନ୍ତି ସୁନୀତା । ମଙ୍ଗଳବାର ଏନେଇ ନାସା ଘୋଷଣା କରିଛି । ତାଙ୍କର ୧୦ ଦିନିଆ ମହାକାଶ ମିଶନ ଆନ୍ତର୍ଜାତୀୟ ମହାକାଶ ଷ୍ଟେସନ (ଆଇଏସଏସ)ରେ…
ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
ବେଲାଭାନ୍ , ୨୧/୦୧: ଭାରତୀୟ ନୌସେନାର ପ୍ରଥମ ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍ ର ପ୍ରମୁଖ ଜାହାଜ ଆଇଏନ୍ଏସ୍ ତୀର, ଆଇଏନ୍ଏସ୍ ଶାର୍ଦ୍ଦୁଳ, ଆଇଏନ୍ଏସ୍ ସୁଜାତା ଏବଂ ଆଇସିଜିଏସ୍ ସାରଥୀ ଜାନୁୟାରୀ ୨୦, ୨୦୨୬ରେ ଇଣ୍ଡୋନେସିଆର ବେଲାଭାନ୍ ବନ୍ଦରରେ ପହଞ୍ଚିଛନ୍ତି। ଦକ୍ଷିଣ-ପୂର୍ବ ଏସିଆ ଅଞ୍ଚଳରେ…
ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
ମଙ୍ଗଳବାର ନିତିନ ନବୀନ ବିଜେପିର ସର୍ବକନିଷ୍ଠ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ବାଗତ କରିଛନ୍ତି। ଦଳର ଲିଗାସିକୁ ଆଗକୁ ବଢାଇବାକୁ ସେ ସବୁଠାରୁ ପରିପକ୍ବ ନେତା ବୋଲି କହି ମୋଦୀ ତାଙ୍କୁ ପ୍ରଶଂସା କରିଛନ୍ତି।…
ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ନୀତିନ ନବୀନ । କାର୍ଯ୍ୟକାରୀ ସଭାପତିରୁ ସେ ପୂର୍ଣ୍ଣକାଳୀନ ସଭାପତି ହୋଇଛନ୍ତି । ଗତକାଲି ନିର୍ବାଚନ ପ୍ରକ୍ରିୟା ପରେ ଆଜି ନୀତିନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆଦିଲ୍ଲୀରେ ଥିବା…
ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
ଭାରତୀୟ ଜନତା ପାର୍ଟିର ନୂତନ ରାଷ୍ଟ୍ରୀୟ ସଭାପତି ଚୟନ ପାଇଁ ଦଳୀୟ ସ୍ତରରେ ପ୍ରକ୍ରିୟା ଜୋରଦାର ହୋଇଛି । ସୋମବାର ନୂଆଦିଲ୍ଲୀ ସ୍ଥିତ ଦଳର ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ନାମାଙ୍କନ ପ୍ରକ୍ରିୟାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି । ଦଳର ପରବର୍ତ୍ତୀ!-->…
ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ବଙ୍ଗର ମାଲଦା ଟାଉନ୍ ଷ୍ଟେସନରୁ ହାଓଡ଼ା ଏବଂ ଗୌହାଟି (କାମାଖ୍ୟା) ମଧ୍ୟରେ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ସେହିପରି…
ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ ଲକ୍ଷ୍ୟ କରାଯିବା ପରେ ଦଳର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ନେତା ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ମହାରାଷ୍ଟ୍ରର ଲୋକମାନେ ନକାରାତ୍ମକ ରାଜନୀତି କରୁଥିବା ଲୋକଙ୍କୁ ଉପଯୁକ୍ତ ଜବାବ…
ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ…
କୋଲକାତାରI-PAC କାର୍ଯ୍ୟାଳୟରେ ହୋଇଥିବା ଚଢାଉ ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି ଏବଂ ଏହି ଲଢ଼େଇ ଏବେ ED ଏବଂ ମମତା ବାନାର୍ଜୀଙ୍କ ମଧ୍ୟରେ ଲଢ଼େଇରେ ପରିଣତ ହୋଇଛି। ଏଥିରେ ସୁପ୍ରିମକୋର୍ଟ ପଶ୍ଚିମବଙ୍ଗ ସରକାର ଅର୍ଥାତ୍ ମମତା ବାନାର୍ଜୀଙ୍କ ସରକାର ଏବଂ କୋଲକୋତା ପୋଲିସକୁ ଏକ ବଡ଼…