Browsing Category

National

ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ, ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି

ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ବଢିଚାଲିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି  ।   ତେବେ ସରକାରୀ ଭାବେ ଏପର୍ଯ୍ୟନ୍ତ ଏହି ମୃତ୍ୟୁ ସଂଖ୍ୟାକୁ ସ୍ପଷ୍ଟ କରାଯାଇନାହିଁ  । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ

ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍‌ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍‌ କୋଇଲା କ୍ଷେତ୍ର ଡିଆଇଜି ସୁରେନ୍ଦ୍ର କୁମାର ଝା, ଏସପି ମନୋଜ ସ୍ବର୍ଗିଆରି ଏବଂ…

୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି

୪ ଦିନିଆ ଭାରତ ଗସ୍ତ ନେଇ ସ୍ପଷ୍ଟ କଲା US ବୈଦେଶିକ ମନ୍ତ୍ରଣାଳୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ବିପାକ୍ଷିକ ଆଲୋଚନା ସହ NSA ଓ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିବେ ଜେଡି ଭାନ୍ସ । ଭାରତୀୟ ବଂଶୋଦ୍ଭବ ପତ୍ନୀଙ୍କ ସହ ଦେଶର ବିଭିନ୍ନ ଐତିହ୍ୟ ସ୍ଥଳ ପରିଦର୍ଶନ କରିବେ ଭାନ୍ସ ପରିବାର ।…

ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ

ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେ ତାଙ୍କ ଖରାପ ସମୟ ସହ ଡିପ୍ରେସନକୁ ଚାଲିଯାଇଥିବା…

ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା

ଜରିମାନା ଗଣିବେ ଗୁଜରାଟ ଟାଇଟାନ୍ସ ଅଧିନାୟକ ଶୁଭମନ ଗିଲ। ୨୦୨୫ ଆଇପିଏଲରେ ସ୍ଲୋ ଓଭର ରେଟ ପାଇଁ ତାଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜରିମାନା ଲଗାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ GT ୭ ଉଇକେଟରେ ଜିତିବା ପରେ BCCI ଦ୍ୱାରା ଏହି ଜରିମାନା ଲାଗୁ କରାଯାଇଛି। ଏନେଇ ଆଇପିଏଲ୍‌ ପକ୍ଷରୁ ଏକ…

ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍‌ରିଓ୍ବାଲଙ୍କ ଝିଅ ହର୍ଷିତା

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିିୱାଲଙ୍କ ଝିଅ ହର୍ଷିତା କେଜ୍‌ରିିୱାଲ ଶୁକ୍ରବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସମ୍ଭବ ଜୈନଙ୍କ ହାତ ଧରିଛନ୍ତି ସେ। ଏହି ବିବାହ ଦିଲ୍ଲୀର କପୁରଥଲା ହାଉସରେ ଅନୁଷ୍ଠିତ ହୋଇଛି। ପୂର୍ବରୁ…

ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ

ୱାକଫ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ରାଜନୀତି ଉଷ୍ମ। ମୋଦୀ ସରକାର ମୁସଲମାନମାନଙ୍କ କଲ୍ୟାଣ ପାଇଁ ଏହି ଆଇନକୁ ଆବଶ୍ୟକ ବୋଲି କହୁଥିବା ବେଳେ, କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ଏବଂ ଅନେକ ମୁସଲିମ ସଂଗଠନ ୱାକଫ ସଂଶୋଧନ ଆଇନକୁ ମୁସଲମାନମାନଙ୍କ ବିରୋଧୀ ବୋଲି କହୁଛନ୍ତି। ୱାକଫ ସଂଶୋଧନ ଆଇନ…

ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି

ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଭାରତ ଗସ୍ତରେ ଆସିବେ। ଆସନ୍ତା ୧୮ ତାରିଖରୁ ୨୪ ତାରିଖ ମଧ୍ୟରେ ଭାନ୍ସ ସପରିବାର ଇଟାଲୀ ଏବଂ ଭାରତ ଗସ୍ତରେ ଆସିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ…

ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ

ମହାରାଷ୍ଟ୍ରର ଏକ ମ୍ୟୁନିସିପାଲିଟିର ସାଇନବୋର୍ଡରେ ଉର୍ଦ୍ଦୁ ଭାଷା ବ୍ୟବହାରକୁ ବିରୋଧ କରି ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ଚେତାବନୀ ଦେଇଛନ୍ତି, ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା ଉଚିତ।…

ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଓ ରାହୁଲଙ୍କ ବିରୋଧରେ ଅଭିଯୋଗ ପତ୍ର ଦାଖଲ

ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡି ଅଭିଯୋଗପତ୍ର ବା ଚାର୍ଜସିଟ୍ ଦାଖଲ କରିଛି। ଚାର୍ଜସିଟରେ କଂଗ୍ରେସ ଓଭରସିଜ୍ ମୁଖ୍ୟ ସାମ ପିଟ୍ରୋଡାଙ୍କ ନାମ ମଧ୍ୟ ସାମିଲ ଅଛି। ଏଥିରେ ସୁମନ ଦୁବେ ଏବଂ ଅନ୍ୟମାନଙ୍କ…