Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
National
EPFO ସଦସ୍ୟମାନେ ୧୦୦% ଟଙ୍କା ଉଠାଣ କରିପାରିବେ
ଆପଣ ଯଦି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO)ର ସଦସ୍ୟ, ତେବେ ଆପଣଙ୍କ ପାଇଁ ଭଲ ଖବର । କାରଣ ସରକାର ସିଧାସଳଖ ୩୦ କୋଟିରୁ ଅଧିକ ସଦସ୍ୟଙ୍କୁ ଲାଭ ପହଞ୍ଚାଇବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଥିଲା କର୍ମଚାରୀଙ୍କ ଯୋଗ୍ୟ ବାଲାନ୍ସର ୧୦୦%…
କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
ପାର୍ବଣ ଋତୁକୁ ଆଖି ଆଗରେ ରଖି, କେନ୍ଦ୍ର ସରକାର ତାଙ୍କ କର୍ମଚାରୀମାନଙ୍କୁ ଦୀପାବଳି ବୋନସ ଦେଇଛନ୍ତି। ଏହା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଘରେ ଦୀପାବଳିର ଆନନ୍ଦକୁ ଆହୁରି ବୃଦ୍ଧି କରିଛି। ଭାରତ ସରକାର କର୍ମଚାରୀମାନଙ୍କ ପାଇଁ ବୋନସ ଏବଂ ମହଙ୍ଗା ଭତ୍ତା (DA) ବୃଦ୍ଧି ଘୋଷଣା କରିଛନ୍ତି।…
ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
ବିହାର ପରେ ନିର୍ବାଚନ ଆୟୋଗ (ଇସି) ବର୍ତ୍ତମାନ ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରିବେ। ନିର୍ବାଚନ ଆୟୋଗର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ବିହାର ପରେ ୨୦୨୬ରେ ବିଧାନସଭା ନିର୍ବାଚନ ହେବାକୁ ଥିବା ରାଜ୍ୟରୁ ଦେଶରେ ଏସ୍ଆଇଆର ଆରମ୍ଭ…
ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
ପଶ୍ଚିମବଙ୍ଗର ଦୁର୍ଗାପୁରରେ ଗତ ୧୦ ଅକ୍ଟୋବର (ଶୁକ୍ରବାର) ରାତିରେ ଜଣେ ଓଡ଼ିଆ ମେଡିକାଲ୍ ଛାତ୍ରୀଙ୍କ ସହ ଜଘନ୍ୟ ଗଣଦୁଷ୍କର୍ମ ଘଟିଛି। ଏହି ପୀଡ଼ିତାଙ୍କ ଘର ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର । ସେ ଦ୍ୱିତୀୟ ବର୍ଷର ଛାତ୍ରୀ। ସେ ଦୁର୍ଗାପୁରର ଏକ ଘରୋଇ ମେଡିକାଲ୍ କଲେଜରେ ପଢ଼ୁଥିଲେ । …
“ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
ପଶ୍ଚିମବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲ୍ଲାରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣା ରାଜନୈତିକ ବିତର୍କ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ବିଜେପି) ମହିଳା ସୁରକ୍ଷାକୁ ନେଇ ମମତା ବାନାର୍ଜୀ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛି। ବିଜେପି ନେତାମାନେ କହିଛନ୍ତି ଯେ…
ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ଜଳେଶ୍ଵର ଅଞ୍ଚଳର ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ପରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଅବସ୍ଥାରେ ପୀଡ଼ିତା ମେଡିକାଲର ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କର…
ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
ବ୍ରିଟେନ୍ ପ୍ରଧାନମନ୍ତ୍ରୀ କେୟର୍ ଷ୍ଟାର୍ମରଙ୍କ ଭାରତ ଗସ୍ତ ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସହ ଖଲିସ୍ତାନୀ ଉଗ୍ରବାଦ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରିଛନ୍ତି। ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ ଏବଂ ବ୍ରିଟେନରେ ଭାରତ…
ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଆଜି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୧ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେବାକୁ ଥିବା ଯୋଜନା…
ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ମୁମ୍ବାଇ ଆକ୍ରମଣ ପରେ କଂଗ୍ରେସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନଥିଲା ଓ ଆତ୍ମସମର୍ପଣ କରିଦଇଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ନଭି ମୁମ୍ବାଇ ଏୟାରପୋର୍ଟର ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଏବଂ ପୂର୍ବତନ ଗୃହମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ତୀବ୍ର…
ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
ଭାରତୀୟ ବାୟୁସେନା (IAF) ହିଣ୍ଡନ ବାୟୁସେନା ଘାଟିରେ ବାୟୁସେନା ଦିବସ ପାଳନ କରିଛି। ବାୟୁସେନା ମୁଖ୍ୟ ଏୟାର ଚିଫ ମାର୍ଶଲ ଏ ପି ସିଂ ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଘାଟିରେ ୯୩ତମ ବାୟୁସେନା ଦିବସ ଉତ୍ସବରେ ଗାର୍ଡ ଅଫ ଅନର ନିରୀକ୍ଷଣ କରିଥିଲେ। ସେ କହିଥିଲେ ଯେ ପାକିସ୍ତାନର…