Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
National
କଂଗ୍ରେସ କାହିଁକି ଜଣେ ମୁସଲମାନ ସଭାପତିଙ୍କ ନାମ ଘୋଷଣା କରୁନାହିଁ – ମୋଦୀ
ଵକଫ୍ (ସଂଶୋଧନ) ଆଇନ ବିରୋଧରେ କଂଗ୍ରେସର ଆଭିମୁଖ୍ୟକୁ କଡ଼ା ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କଂଗ୍ରେସ କେବଳ ମୁସଲମାନ ମୌଳବାଦୀମାନଙ୍କୁ ସନ୍ତୁଷ୍ଟ କରିଛି ଏବଂ ନୂଆ ଆଇନକୁ ବିରୋଧ କରିବା ଏହା ପ୍ରମାଣିତ କରୁଛି। କଂଗ୍ରେସ କାହିଁକି ଜଣେ…
ହିସାରରୁ ଅଯୋଧ୍ୟାକୁ ଉଡ଼ିବ ବିମାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ହିସାରରୁ ଅଯୋଧ୍ୟାକୁ ଏକ ବ୍ୟବସାୟିକ ବିମାନ ଉଡ଼ାଣ ପାଇଁ ବିମାନବନ୍ଦରରେ ନୂତନ ଟର୍ମିନାଲ ବିଲ୍ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ତାଙ୍କ ଦଳ ଦ୍ୱାରା ରାଜ୍ୟର ଦାୟିତ୍ୱ ତାଙ୍କୁ …
ଏପ୍ରିଲ ୧୫ରୁ ଆରମ୍ଭ ହୋଇ ଜୁନ୍ ୧୪ ଯାଏ ମାଛଧରା ଉପରେ କଟକଣା
ସାମୁଦ୍ରିକ ସମ୍ପଦ ସଂରକ୍ଷଣ ଏବଂ ଅଣ୍ଡାଦାନ ଋତୁରେ ମାଛ ପ୍ରଜନନକୁ ସୁରକ୍ଷା ଦେବା ପାଇଁ ଲକ୍ଷ୍ୟରେ ରଖି ରାଜ୍ୟ ସରକାର ସମୁଦ୍ରରେ ମାଛଧରା ଉପରେ କଟକଣା ଲଗାଇଛନ୍ତି। ଏହି ନିର୍ଦ୍ଦେଶ ଏପ୍ରିଲ ୧୫ରୁ ଆରମ୍ଭ ହୋଇ ଜୁନ୍ ୧୪ ଯାଏ ବଳବତ୍ତର ରହିବ।
ବଡ଼ ପରିମାଣର ମାଛ ଧରିବା କାର୍ଯ୍ୟ ବନ୍ଦ…
ମୁର୍ଶିଦାବାଦ ଦଙ୍ଗା – ଇସ୍ଲାମିକ ମୌଳବାଦୀମାନେ ୨୦୧୯ ସିଏଏ ବିରୋଧୀ ଦଙ୍ଗା ସମୟରେ ବ୍ୟବହାର କରିଥିବା ରଣନୀତି…
ଓ୍ବାକଫ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଘଟିଥିବା ଘଟଣା ସମ୍ପର୍କରେ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି ଗୁଇନ୍ଦା ଏଜେନ୍ସି। ଇସ୍ଲାମିକ ମୌଳବାଦୀମାନେ ୨୦୧୯ ସିଏଏ ବିରୋଧୀ ଦଙ୍ଗା ସମୟରେ ବ୍ୟବହାର କରିଥିବା ରଣନୀତି ଭଳି ରଣନୀତି ବ୍ୟବହାର କରୁଛନ୍ତି ବୋଲି ଏଜେନ୍ସିମାନେ…
ବାରାଣସୀରେ ୩,୮୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିଛନ୍ତି…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଉତ୍ତରପ୍ରଦେଶର ବାରାଣସୀରେ ୩,୮୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ସଭାକୁ ସମ୍ବୋଧନ କରି ସେ କହିଥିଲେ ଯେ ଗତ ୧୦ ବର୍ଷ ମଧ୍ୟରେ ବାରାଣସୀର ବିକାଶ ଏକ ନୂତନ ଗତି ହାସଲ…
ସଂସଦୀୟ କ୍ଷେତ୍ର ବାରାଣସୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ସଂସଦୀୟ କ୍ଷେତ୍ର ବାରାଣସୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଯାଇ ପହଞ୍ଚିଛନ୍ତି। ଏଥରକୁ ଲଗାଇ ଏହା ମୋଦୀଙ୍କର ୫୦ତମ ଗସ୍ତ। ସେଠାରେ ମୋଦୀଙ୍କୁ ଜଣେ ୧୯ ବର୍ଷୀୟା ମହିଳାଙ୍କ ଗଣଦୁଷ୍କର୍ମ ବିଷୟରେ ସୂଚନା ଦେବା ପରେ ସେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ…
୧୮ ଦିନ ପାଇଁ ରିମାଣ୍ଡରେ ଗଲା ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହବୁର ରାଣା
୧୮ ଦିନ ପାଇଁ ରିମାଣ୍ଡରେ ଗଲା ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହବୁର ରାଣା । ଆତଙ୍କୀ ଠାରୁ ସମସ୍ତ ଆତଙ୍କବାଦୀ ନେଟୱାର୍କ ସମ୍ପର୍କିତ ତଥ୍ୟ କାଢିବ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏ । ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହବୁର ରାଣାଙ୍କୁ ଭାରତ ଅଣାଯିବା ପରେ…
ଭାରତ ପହଞ୍ଚିଲା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର୍ମାଇଣ୍ଡ ତହବୁର ରାଣା
ଭାରତ ପହଞ୍ଚିଲା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର୍ମାଇଣ୍ଡ ତହବୁର ରାଣା । ଦିଲ୍ଲୀରେ ବାୟୁସେନାର ପାଲମ୍ ବିମାନବନ୍ଦରରେ ଲ୍ୟାଣ୍ଡ୍ କରିଛି ଆତଙ୍କବାଦୀ ତହବୁରକୁ ଅଣାଯାଇଥିବା ସ୍ବତନ୍ତ୍ର ବିମାନ । ଆମେରିକାରୁ ସ୍ବତନ୍ତ୍ର ବିମାନ ଯୋଗେ ତହବୁରକୁ ଭାରତ ଆଣିଛି ଏନଆଇଏ । ଭାରତ…
କଣ କହ୍ନେୟା କୁମାର କଂଗ୍ରେସକୁ ୨୦୨୫ ନିର୍ବାଚନର ନଈ ପାର୍ କରେଇ ପାରିବେ ?
କହ୍ନେୟା କୁମାରଙ୍କ ଭରସାରେ ବିହାର ନିର୍ବାଚନ ଲଢିବ କି କଂଗ୍ରେସ ? କଣ କହ୍ନେୟା କୁମାର କଂଗ୍ରେସକୁ ୨୦୨୫ ନିର୍ବାଚନର ନଈ ପାର୍ କରେଇ ପାରିବେ ? କହ୍ନେୟା କାନ୍ଧରେ ରାହୁଲଙ୍କ ‘ହାତ’ ଥିବା ନେଇ ଯେଉଁ ଚର୍ଚ୍ଚା ଆଗରୁ ହେଉଥିଲା ଆଜି ତାହା ଫର୍ଚ୍ଚା ହୋଇଛି । ଯେତେବେଳେ ବିହାର ନିର୍ବାଚନ…
ପୁଲିସ ‘ମାଲଖାନା’ରେ ଅଗ୍ନିକାଣ୍ଡ ଘଟି ୧୫୦ରୁ ଅଧିକ ଗାଡ଼ି ପୋଡ଼ି
ରବିବାର ପ୍ରତ୍ୟୁଷରେ ଉତ୍ତର-ପୂର୍ବ ଦିଲ୍ଲୀର ୱାଜିରାବାଦ ଅଞ୍ଚଳରେ ଥିବା ଏକ ପୁଲିସ 'ମାଲଖାନା'ରେ ଅଗ୍ନିକାଣ୍ଡ ଘଟି ୧୫୦ରୁ ଅଧିକ ଗାଡ଼ି ପୋଡ଼ି ଯାଇଛି । ପୁଲିସ କହିଛି ଯେ ଭୋର ପ୍ରାୟ ସାଢ଼େ ୪ଟାରେ ଅଗ୍ନିକାଣ୍ଡ ଘଟିଥିଲା ଏବଂ ସୂଚନା ପାଇବା ପରେ ଅଗ୍ନିଶମ ବିଭାଗ ନିଆଁ ଲିଭାଇବା ପାଇଁ ମୋଟ…