Browsing Category

National

ଅଯୋଧ୍ୟାରେ ଉତ୍ସବର ମାହୋଲ,ଶ୍ରୀରାମ ଲଲାଙ୍କ ସୂର୍ଯ୍ୟ ତିଳକ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ

ଆଜି ରାମ ନବମୀ ଆଉ ଅଯୋଧ୍ୟାରେ ଉତ୍ସବର ମାହୋଲ । ପ୍ରଭୁ ଶ୍ରୀରାମଙ୍କ ଜନ୍ମ ଉତ୍ସବରେ ଉଲ୍ଲାସରେ ବୁଡିଯାଇଛି ରାମନଗରୀ । ଦିନ ୧୨ଟାରେ ପ୍ରଭୁ ରାମଙ୍କ ଜନ୍ମ ଉତ୍ସବ ପାଳନ କରାଯାଇଛି । ଆଉ ଏହି ଅବସରରେ ସାରା ଦୁନିଆର ଶ୍ରଦ୍ଧାଳୁ ଶ୍ରୀରାମ ଲଲାଙ୍କ ସୂର୍ଯ୍ୟ ତିଳକ ଦର୍ଶନ କରିଛନ୍ତି । ଏହା…

ଦେଶର ପ୍ରଥମ ଭର୍ଟିକାଲ ଲିଫ୍ଟ ସାମୁଦ୍ରିକ ସେତୁ ‘ପମ୍ବନ’ କୁ ଉଦଘାଟିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଦେଶର ପ୍ରଥମ ଭର୍ଟିକାଲ ଲିଫ୍ଟ ସାମୁଦ୍ରିକ ସେତୁ ‘ପମ୍ବନ’ ଉଦ୍‌ଘାଟିତ ହୋଇଯାଇଛି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡ଼ୁର ରାମେଶ୍ଵରମରେ ୫୩୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ପମ୍ବନ ସେତୁକୁ ଉଦ୍‌ଘାଟନ କରିଛନ୍ତି। ଏହା ସହିତ ସେ ରାଜ୍ୟରେ ଆହୁରି ଅନେକ ବିକାଶମୂଳକ ପ୍ରକଳ୍ପର…

ପିଏମ୍‌ ଜନମନ ଯୋଜନାରେ ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁରି

ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହାଅଭିଯାନ (ପିଏମ ଜନମନ) ଅଧୀନରେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ଓଡ଼ିଶାର ୨୬ଟି ସଡ଼କ ଏବଂ ଦୁଇଟି ସେତୁ ପ୍ରକଳ୍ପକୁ ମଞ୍ଜୁର କରିଛି। ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ମନ୍ତ୍ରଣାଳୟ ଏଥିପାଇଁ ଓଡ଼ିଶାକୁ…

ଜାତୀୟ ସାମୁଦ୍ରିକ ଦିବସରେ ସାମୁଦ୍ରିକ କ୍ଷେତ୍ର ଏବଂ ବନ୍ଦରଗୁଡିକୁ ସୁଦୃଢ଼ କରିବାକୁ ସରକାରଙ୍କ ପ୍ରତିବଦ୍ଧତା ଦୋହରାଇଲେ…

ଜାତୀୟ ସାମୁଦ୍ରିକ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପ୍ରଗତି ପାଇଁ ସାମୁଦ୍ରିକ କ୍ଷେତ୍ର ଏବଂ ବନ୍ଦରଗୁଡିକୁ ସୁଦୃଢ଼ କରିବାକୁ ସରକାରଙ୍କ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି । ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି: “ଆଜି …

ପ୍ରଧାନମନ୍ତ୍ରୀଙ୍କୁ ‘ଶ୍ରୀଲଙ୍କା ମିତ୍ର ବିଭୂଷଣ’ ସମ୍ମାନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ରାଷ୍ଟ୍ରପତି ଦିଶାନାୟକେ 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ କରିଛନ୍ତି । କୃତଜ୍ଞତା ଜ୍ଞାପନ କରି ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଗଭୀର ବନ୍ଧୁତା ଏବଂ ଐତିହାସିକ ସମ୍ପର୍କର…

ଯେଉଁଠି ଗୁଳି ଶବ୍ଦ ପ୍ରତିଧ୍ୱନିତ ହେଉଥିଲା, ଏବେ ସେଠାରେ ସ୍କୁଲ ଘଣ୍ଟି ବାଜୁଛି

କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଛତିଶଗଡ଼ରେ ବସ୍ତର ପଣ୍ଡୁମ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଏ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ଶର୍ମାଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ…

ଲରେନ୍ସ ଗ୍ୟାଙ୍ଗର ୫ ଜଣ ଗିରଫ, ସଲମାନଙ୍କୁ Y Plus କ୍ୟାଟେଗୋରୀର ସୁରକ୍ଷା

ମୁମ୍ବାଇ ପୋଲିସର କ୍ରାଇମବ୍ରାଞ୍ଚ ଲରେନ୍ସ ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଅନ୍ଧେରି ଅଞ୍ଚଳରୁ ଗିରଫ କରିଛି। ସେମାନଙ୍କ ପାଖରୁ ୭ଟି ପିସ୍ତଲ ଏବଂ ୨୧ଟି ଲାଇଭ କାର୍ଟ୍ରିଜ ଜବତ କରିଛି। ବଲିଉଡ୍ ଭାଇଜାନ୍ ସଲମାନ ଖାନଙ୍କୁ ବାରମ୍ବାର ଧମକ ଦେଉଥିବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଆତଙ୍କ ମୁମ୍ବାଇରେ…

ୱାକଫ ବିଲ୍ ଏବଂ ମୁସଲମାନ ୱାକଫ୍ ବିଲ୍ ଗୃହୀତ ହେବାକୁ ପ୍ରଶଂସା କରିଛନ୍ତି ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦର ଉଭୟ ଗୃହ ଦ୍ୱାର ୱାକଫ (ସଂଶୋଧନ) ବିଲ୍ ଏବଂ ମୁସଲମାନ ୱାକଫ୍ (ରଦ୍ଦ) ବିଲ୍ ଗୃହୀତ ହେବାକୁ ପ୍ରଶଂସା କରିଛନ୍ତି । ଏହା ସାମାଜିକ-ଆର୍ଥିକ ନ୍ୟାୟ, ସ୍ୱଚ୍ଛତା ଏବଂ ସମାବେଶୀ ଅଭିବୃଦ୍ଧି ପାଇଁ ଆମର ସାମୂହିକ ପ୍ରୟାସରେ ଏକ ଯୁଗାନ୍ତକାରୀ…

ମନୋଜ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ମନୋଜ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ । ନିଜ ଏକ୍ସ ଆକାଉଣ୍ଟରେ ମୋଦି ଲେଖିଛନ୍ତି, ମନୋଜ ଭାରତୀୟ ସିନେମାର ଜଣେ ପ୍ରତୀକ ଥିଲେ, ଯାହା ତାଙ୍କ ଦେଶପ୍ରେମ ପାଇଁ ପ୍ରବଳ ଆଗ୍ରହକୁ ଦର୍ଶାଉଥିଲା । ଏହା ତାଙ୍କ ଚଳଚ୍ଚିତ୍ରଗୁଡ଼ିକରେ ମଧ୍ୟ ପ୍ରତିଫଳିତ ହେଉଥିଲା ।…

ସମ୍ପତ୍ତିି ତାଲିକା ଦେବେ ସୁପ୍ରିମକୋର୍ଟ ବିଚାରପତି

ସୁପ୍ରିମକୋର୍ଟର ସବୁ ବିଚାରପତି ଏଣିକି ନିଜ ସମ୍ପତ୍ତିର ତାଲିକା ଦେବେ ବୋଲି ଜଣାପଡିଛି। ଏପ୍ରିଲ ପହିଲାରେ ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁପ୍ରିମକୋର୍ଟର ସମସ୍ତ ୩୩ ବିଚାରପତି ଏହି ପ୍ରସ୍ତାବରେ ସହମତି ପ୍ରକାଶ କରିଥିବା ଜଣାପଡିଛି।…