Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
National
ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ…
କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଗତ ସପ୍ତାହରେ ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବାଗୁଡ଼ିକର ବ୍ୟବହାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଆରମ୍ଭ କରିଛନ୍ତି । ଗତ ସପ୍ତାହରେ ଶ୍ରୀ ବୈଷ୍ଣବ ଏପରି ଏକ ପରିବର୍ତ୍ତନ ସମ୍ପର୍କରେ ଘୋଷଣା…
ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିଲ୍ଲୀରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଶତବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ମୋଦୀ ଡକ୍ଟର ଆମ୍ବେଦକର ଆନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ସମାରୋହରେ ଏକ ସ୍ୱତନ୍ତ୍ର ଭାବରେ ଡିଜାଇନ୍ କରାଯାଇଥିବା ଡାକଟିକଟ ଏବଂ ୧୦୦…
ଆସିଲା ବିହାରର ଚୂଡ଼ାନ୍ତ ଭୋଟର ତାଲିକା
ବିହାରରେ ଚାଲିଥିବା ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ସମାପ୍ତ ହେବା ପରେ ଚୂଡ଼ାନ୍ତ ଭୋଟର କାଲିକା ପ୍ରକାଶ ପାଇଛି । ତାଲିକାରେ ପ୍ରାୟ ୧୪ ଲକ୍ଷ ନୂଆ ଭୋଟର ଯୋଡ଼ାଯାଇଛନ୍ତି । ଭୋଟରମାନେ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ଲିଙ୍କ୍…
ବିଜୟଙ୍କ ରାଲିରେ ଦଳାଚକଟାଜନିତ ମୃତ୍ୟୁସଂଖ୍ୟା ୪୦ରେ ପହଞ୍ଚତ୍ଥିବାବେଳେ
ତାମିଲାଗା ଭେଟ୍ରି କାଝାଗାମ (ଟିଭିକେ) ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟାଜନିତ ମୃତ୍ୟୁସଂଖ୍ୟା ୪୦ରେ ପହଞ୍ଚତ୍ଥିବାବେଳେ ଶତାଧିକ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଦଳାଚକଟା ପଛରେ ଷଡ଼ଯନ୍ତ୍ର ଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଟିଭିକେ ରବିବାର ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ…
ତାମିଲନାଡ଼ୁ ଦଳାଚକଟାରେ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦେବେ ପ୍ରଧାନମନ୍ତ୍ରୀ
କରୁର ଦଳାଚକଟାରେ ମୃତ୍ୟୁବରଣ କରିଥିବା ୩୯ଜଣଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କା ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଏକ୍ସ ପୋଷ୍ଟ ମାଧ୍ୟମରେ ଏହି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦୀ ଏହି ଦୁଃଖଦ…
ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଘଟିଛି ବଡ଼ ଦୁର୍ଘଟଣା, ଦଳାଚକଟା ଯୋଗୁଁ ୩୧ ଜଣଙ୍କର ମୃତ୍ୟୁ
ତାମିଲନାଡ଼ୁରୁ ଆସିଲା ବଡ ଖବର | ଅଭିନେତା ତଥା ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଘଟିଛି ବଡ଼ ଦୁର୍ଘଟଣା । ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୧ ଜଣଙ୍କ ମୃତ୍ୟୁ ମୃତ୍ୟୁ | ଶତାଧିକ ଲୋକ ଆହତ ସୂଚନା | ସୂତ୍ରରୁ ମିଳିଥିବା ସୂଚନା ମୁତାବକ ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ…
ଆଉ ଯୁଦ୍ଧରେ ଭାଗ ନେବନି ମିଗ୍ ଯୁଦ୍ଧ ବିମାନ, ତେଜସ କରିବ ଯୁଦ୍ଧ
ଆଉ ଯୁଦ୍ଧରେ ଭାଗନେବନାହିଁ ଲଢ଼ୁଆ ଯୁଦ୍ଧ ବିମାନ ମିଗ-21 । ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ MiG-21 ଆନୁଷ୍ଠାନିକ ଭାବରେ ଅବସର ନେଉଛି । ଅନେକ ଯୁଦ୍ଧରେ ଏହା ଶତ୍ରୁଙ୍କୁ ମାତ ଦେଇ ଅନେକ କ୍ଷତି କରିଛି । ଏହା ଭାରତର ବାୟୁ ପ୍ରତିରକ୍ଷା କ୍ଷେତ୍ରରେ “ସର୍ବାଧିକ ଶକ୍ତିଶାଳୀ” ଲଢ଼ୁଆ ବିମାନ…
ଲଦାଖକୁ ରାଜ୍ୟ ମାନ୍ୟତା ଦାବି
କେନ୍ଦ୍ରଶାସିତ ଅଞ୍ଚଳ ଲଦାଖକୁ ରାଜ୍ୟ ମାନ୍ୟତା ପ୍ରଦାନ ଦାବିରେ ବୁଧବାର ଲେହ୍ଠାରେ ବନ୍ଦ ପାଳନ ସମୟରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ଲେହ୍ ଆପେକ୍ସ ବଡି (ଏଲ୍ଏବି) ଏବଂ ସୁରକ୍ଷା କର୍ମୀଙ୍କ ମଧ୍ୟରେ ସଂଘର୍ଷ ବେଳେ ପୋଲିସ ଗୁଳିରେ ୪ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ରୁ…
ପାଣିରେ ବୁଡ଼ ରହିଛି କୋଲକାତା, ପାଣି ଘେରରେ ପୂଜା ପେଣ୍ଡାଲ
ଯୁଆଡେ ଦେଖିଲେ ଖାଲି ପାଣି ଆଉ ପାଣି… ସହରର ମୁଖ୍ୟ ରାସ୍ତା କୁହନ୍ତୁ କି ଗଳିକନ୍ଦି ଅବା ଦୋକାନ ବଜାର । ସବୁଠି ପାଣି ପାଣି । ବର୍ଷା ଏମିତି ହେଲା ଘରେ ଅଣ୍ଟେ ଲେଖାଏଁ ପାଣି ପଶିଗଲା । ରାତିରେ ହଠାତ୍ ବର୍ଷାପାଣି ଘର ମୁହାଁ ହେବା ପରେ ଏବେ କୋଲକାତାର ସ୍ଥିତି ପୂରା ସଙ୍ଗୀନ୍ । କେଉଁଠି କିଏ…
ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି ଭାରତ –
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏକ ପ୍ରମୁଖ ମୁସଲିମ ରାଷ୍ଟ୍ର ମରକ୍କୋରୁ ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଯେ ଅପରେସନ ସିନ୍ଦୂର ସମୟରେ ଭାରତ ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି। ପ୍ରତିରକ୍ଷା…