Browsing Category

National

ଦିଦିଙ୍କୁ ବଡ ଝଟକା ଦେଲେ ସୁପ୍ରିମକୋର୍ଟ,ରାଜ୍ୟର ସରକାରୀ କର୍ମଚାରୀଙ୍କୁ ବକେୟା ମହଙ୍ଗା ଭତ୍ତା ପ୍ରଦାନ ପାଇଁ…

ଦିଦିଙ୍କୁ ବଡ ଝଟକା ଦେଲେ ସୁପ୍ରିମକୋର୍ଟ । ରାଜ୍ୟର ସରକାରୀ କର୍ମଚାରୀଙ୍କୁ ୨୦୦୯ରୁ ୨୦୧୯ ମଧ୍ୟରେ ଡିଏ ବା ବକେୟା ମହଙ୍ଗା ଭତ୍ତା ପ୍ରଦାନ ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ଏହା କର୍ମଚାରୀଙ୍କ ସାମ୍ବିଧାନିକ ଅଧିକାର ବୋଲି କୋର୍ଟ କହିଛନ୍ତି । ଜଷ୍ଟିସ ସଞ୍ଜୟ…

ମଣିପୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ବିଜେପିର ୟୁମନାମ୍ ଖେମଚାନ୍ଦ ସିଂହ

ମଣିପୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ବିଜେପିର ୟୁମନାମ୍ ଖେମଚାନ୍ଦ ସିଂହ । ଆଜି ଅପରାହ୍ନରେ ମଣିପୁରରୁ ରାଷ୍ଟ୍ରପତି ଶାସନ ହଟିଥିଲା । ମଣିପୁରର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ୟୁମନାମ୍ ଖେମଚାନ୍ଦ ସିଂହ । ମଣିପୁର ଲୋକଭବନରେ ରାଜ୍ୟପାଳ ଅଜୟ କୁମାର…

ପ୍ରିମକୋର୍ଟରେ ଗର୍ଜିଲେ ମମତା ବାନାର୍ଜୀ ,କେନ୍ଦ୍ର ସରକାରଙ୍କ ସମେତ ନିର୍ବାଚନ କମିଶନଙ୍କ ବିରୋଧରେ ରଖିଲେ ମତ

ସୁପ୍ରିମକୋର୍ଟରେ ଗର୍ଜିଲେ ମମତା ବାନାର୍ଜୀ । କେନ୍ଦ୍ର ସରକାରଙ୍କ ସମେତ ନିର୍ବାଚନ କମିଶନଙ୍କ ବିରୋଧରେ ରଖିଲେ ମତ । ଏସଆଇଆର ପ୍ରସଙ୍ଗରେ ବାଢିଲେ ଯୁକ୍ତି । ବୁଧବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ସମ୍ମୁଖରେ ଏସଆଇଆର…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ,ଆଜି ସନ୍ଧ୍ୟାରେ ନୂତନ ସରକାରଙ୍କ ଶପଥ  ଗ୍ରହଣ ସମାରୋହ ଅନୁଷ୍ଠିତ ହେବ

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ। ମଣିପୁରରେ ୟୁମନାମ ସରକାର ଗଠନ ପାଇଁ ଫିଟିଲା ବାଟ। ଆଜି ସନ୍ଧ୍ୟାରେ ନୂତନ ସରକାରଙ୍କ ଶପଥ  ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ସନ୍ଧ୍ୟା ୬ଟାରେ ବିଜେପି ବିଧାୟକ ୟୁମନାମ ଖେମଚାନ୍ଦ ସିଂହ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।ମଣିପୁରରେ ମେ’ ମାସ…

ମୋଦୀ ଭୟଭୀତ ଅଛନ୍ତି,ଆମେରିକା ସହ ବାଣିଜ୍ୟ ଚୁକ୍ତିନାମାକୁ ରାତିରେ ନରେନ୍ଦ୍ର ମୋଦି ସାଇନ କଲେ କାହିଁକି –…

ସଂସଦରେ ଚଳିତ ବଜେଟ୍ ଅଧିବେଶନରେ ପୂର୍ବତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରୱାଣେଙ୍କ ଲିଖିତ ପ୍ରଶଙ୍ଗକୁ ନେଇ ଅଚଳାବସ୍ଥା ଜାରି ରହିଛି। ମଙ୍ଗଳବାର ରାହୁଲ ଗାନ୍ଧୀ ଭାଷଣ ଆରମ୍ଭରୁ ଦେଶର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଥିଲେ। ଯାହାକୁ ନେଇ ହଙ୍ଗାମା ଆରମ୍ଭ ହୋଇଥିଲା। ଚୀନ୍ ପ୍ରସଙ୍ଗରେ…

ଏହି କାରଣରୁ ଆସନ୍ତା କାଲି ସକାଳ ୧୧ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ ଘୋଷଣା

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଭାଷଣ ଲଗାତାର ଦ୍ୱିତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି। ଅପରାହ୍ନ ୨ଟାରେ, ରାହୁଲ ଗାନ୍ଧୀ ଗୃହରେ ଜଣେ ପୂର୍ବତନ ସେନା ମୁଖ୍ୟଙ୍କ ଦ୍ୱାରା ପ୍ରକାଶିତ ଏକ ଅପ୍ରକାଶିତ ପୁସ୍ତକରୁ ଏକ ଲେଖା ଉପସ୍ଥାପନ କରିଥିଲେ। ସେ କହିଥିଲେ, “ମୋତେ କହିବାକୁ ଦିଅ।” ସେ ଏହା…

୬୮,୨୩୬ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ କଲେ ରାଜ୍ୟ ସରକାର

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ସମ୍ପତ୍ତି ବିବରଣୀ ପ୍ରଦାନ କରିବାରେ ବିଫଳ ଯୋଗୁଁ ରାଜ୍ୟ ସରକାର ୬୮,୨୩୬ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ କରିଦେଇଛନ୍ତି । ଉତ୍ତରପ୍ରଦେଶର ୬୬,୨୩୬ ସରକାରୀ…

ଜମ୍ମୁ କାଶ୍ମୀରରେ ବଡ ଧରଣର ଭୂକମ୍ପ ଝଟକା ଅନୁଭୂତ

ଜମ୍ମୁ କାଶ୍ମୀରରେ ବଡ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସୋମବାର ସକାଳ ୫ଟା ୩୫ ସମୟରେ ଜମ୍ମୁ ଏବଂ କାଶ୍ମୀରର ବାରମୁଲ୍ଲା ଜିଲ୍ଲାରେ ୪.୬ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ବାରାମୁଲ୍ଲାରେ ଅବସ୍ଥିତ। ଏବଂ ଉପତ୍ୟକାରେ ଏହାର ଅବସ୍ଥିତି ଯୋଗୁଁ ଭୂମିକମ୍ପ…

ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଆଜି ଫେବ୍ରୁଆରୀ ୧ । ଦେଶର ଅର୍ଥନୀତିର ଦିଗ ନିର୍ଣ୍ଣୟ କରିବ ଏହି ଦିନ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି । ଏହି ବଜେଟରେ କରଦାତାମାନେ ଆଶ୍ୱସ୍ତି ପାଇବାକୁ ଆଶା କରୁଥିବା ବେଳେ, ମଧ୍ୟବିତ୍ତ ବର୍ଗଠାରୁ ଗ୍ରାମୀଣ ଚାଷୀ ପର୍ଯ୍ୟନ୍ତ ସମସ୍ତେ…

ଆଉ କିଛି ସମୟରେ ସଂସଦରେ ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳାଙ୍କ ପେଡ଼ି

ଆଉ କିଛି ସମୟରେ ସଂସଦରେ ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳାଙ୍କ ପେଡ଼ି। କେନ୍ଦ୍ରୀୟ ବଜେଟ୍ ଆଗତ କରିବେ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ଭାବେ ସଂସଦରେ ଏହା ତାଙ୍କର ନବମ ବଜେଟ୍ ହେବ । ବଜେଟ ଉପରେ ସମସ୍ତଙ୍କ ନଜର ରହିଛି । ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି । ଏହି ଅବସରରେ…