Trending
- ପୁରୀ ଗୁଣ୍ଡିଚା ମନ୍ଦିରର ଦଳାଚକଟା ଘଟଣା: ୭ ପୋଲିସ ଅଧିକାରୀ କାର୍ଯ୍ୟରେ ଅବହେଳା କରିଥିବା ରିପୋର୍ଟରେ ଉଲ୍ଲେଖ
- NDA ସରକାର ନଆସିଲେ ରାଜ୍ୟର ପିଲାମାନେ ଡାକ୍ତର କିମ୍ବା ଇଞ୍ଜିନିୟର ନୁହେଁ, ଗୁଣ୍ଡା ହେବେ – ମୋଦୀ
- ବାଲିଯାତ୍ରାେରେ ବାସୀ ଖାଦ୍ୟ , ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ
- ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି – ନବୀନ
- ୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ,କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି
- ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼,ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି
- ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଚଢ଼ାଉ,ସଂସ୍ଥାର ମାଲିକ ସମତେ ଆକାଉଣ୍ଟାଣ୍ଟ୍ଙ୍କୁ ମାରାଥନ ଜେରା
- ‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ ମୁଖ୍ୟମନ୍ତ୍ରୀ
- ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
Browsing Category
National
କେଜରିଓ୍ବାଲଙ୍କ ଉପରେ ପଥରମାଡ଼
ନିର୍ବାଚନ ପ୍ରଚାର ସମୟରେ ଅରବିନ୍ଦ କେଜରିୱାଲଙ୍କ କାର ଉପରେ ଆକ୍ରମଣ ହୋଇଛି। କେଜରିୱାଲଙ୍କ ଗାଡ଼ି ଉପରକୁ ପଥର ଫିଙ୍ଗାଯାଇଛି। ଏହି ଅଭିଯୋଗ ପରେ, ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି।
ଆମ ଆଦମୀ ପାର୍ଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହାର ଅଫିସିଆଲ ହ୍ୟାଣ୍ଡେଲରେ ଏକ ଭିଡିଓ…
ମନୁଙ୍କୁ ଖେଳରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ମନୁଙ୍କୁ ଖେଳରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି । ୩୨ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ରାଷ୍ଟ୍ରପତି ଭବନରେ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି।…
ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ :ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ
ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ ଆରମ୍ଭ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ ଏବଂ ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ ।…
ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ
ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ ବେତନ କମିଶନ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥିଲେ ଏବଂ ସରକାର ସେମାନଙ୍କୁ ଏହି ଉପହାର ଦେଇଛନ୍ତି। ଏଥିପାଇଁ ଖୁବ ଶୀଘ୍ର ଏକ କମିଟି…
ଚୀନ ସୀମାରେ ରୋବୋଟିକ ସେନା ମୁତୟନ କରିଛି ଭାରତ
କିଛି ମାସ ତଳେ ଖବର ଆସିଥିଲା ଯେ ଏଲଏସିରେ ଚୀନ ନିଜର ରୋବୋଟିକ୍ ଡଗ୍ ସ୍କ୍ୱାଡ୍ ମୁତୟନ କରିଛି। ଚାଇନିଜ୍ ପିଏଲଏ ଏହି ରୋବୋଟିକ୍ କୁକୁରକୁ ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡରେ ସାମିଲ କରିଥିଲା। ପିଏଲ୍ଏ ଗ୍ରାଉଣ୍ଡ ଫୋର୍ସର ମିଳିତ ସଶସ୍ତ୍ର ବ୍ରିଗେଡ୍ ର ଏକ ଅଭ୍ୟାସ ସମୟରେ ରୋବୋଟିକ୍ କୁକୁରର କିଛି…
ଚହଲଙ୍କଠାରୁ ଭରଣପୋଷଣ ପାଇଁ ୬୦ କୋଟି ଟଙ୍କା ଦାବି କଲେ ଧନଶ୍ରୀ
ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀଙ୍କ ଛାଡପତ୍ର ଖବର ସାମ୍ନାକୁ ଆସୁଛି। ଏହାକୁ ନେଇ ଲଗାତାର କଳ୍ପନାଜଳ୍ପନା ଚାଲିଛି। ଏହା ଭିତରେ ଧନଶ୍ରୀ ଚହଲଙ୍କଠାରୁ କେତେ କୋଟି ନେବେ ତାହା ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। କିନ୍ତୁ ଏହା କେତେ ସତ କେତେ ମିଛ ତାହା ଉଭୟ କେହି…
ଦିଲ୍ଲୀ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଅରବିନ୍ଦ କେଜ୍ରିୱାଲ
ଦିଲ୍ଲୀରେ ବାଜିସାରିଛି ନିର୍ବାଚନୀ ବିଗୁଲ । ଆଜି ନାମାଙ୍କନ ଦାଖଲ କରିଛନ୍ତି ବିଭିନ୍ନ ଦଳର ହାଇପ୍ରୋଫାଇଲ ନେତା । ଏହା ଭିତରେ ଆମ ଆଦମୀ ପାର୍ଟିର ମୁଖ୍ୟ ତା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନାମାଙ୍କନ ଦାଖଲ କରିବା ପୂର୍ବରୁ ବିଶାଳ ରୋଡ ଶୋ କରିଛନ୍ତି । ତେବେ ବୁଧବାର ସକାଳୁ…
ଫିଲ୍ମ ‘ଏମର୍ଜେନ୍ସି’ ରିଲିଜ୍ ଉପରେ ବାଂଲାଦେଶର କଟକଣା
ଆସନ୍ତା ୧୭ରେ ରିଲିଜ୍ ହେବାକୁ ଯାଉଛି ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମର୍ଜେନ୍ସି’। ତେବେ ଫିଲ୍ମର ରିଲିଜ୍ ଉପରେ ବାଂଲାଦେଶ କଟକଣା ଲଗାଇଛି। ବର୍ତ୍ତମାନ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଲାଗି ରହିଥିବା ତିକ୍ତ ସମ୍ପର୍କକୁ ଦୃଷ୍ଟିରେ ରଖି ବାଂଲାଦେଶର ଅନ୍ତରୀଣ ସରକାର ଫିଲ୍ମ…
ଆଶାରାମ ବାପୁଙ୍କୁ ମିଳିଲା ଜାମିନ
ରାଜସ୍ଥାନ ହାଇକୋର୍ଟ ଆତ୍ମଘୋଷିତ ସନ୍ଥ ଆଶାରାମ ବାପୁଙ୍କୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଅସୁସ୍ଥତାକୁ ଦୃଷ୍ଟିରେ ରଖି ଜଷ୍ଟିସ୍ ଦୀନେଶ ମେହେଟ୍ଟା ଏବଂ ଜଷ୍ଟିସ ବିନୀତ କୁମାର ମାଥୁରଙ୍କ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହେ ତଳେ ଅନ୍ୟ ଏକ…
ବଦଳିଲା କଂଗ୍ରେସ କାର୍ଯ୍ୟାଳୟ ଠିକଣା, କୋଟଲା ରୋଡରେ ନୂତନ କାର୍ଯ୍ୟାଳୟ ଉଦଘାଟିତ
କଂଗ୍ରେସର ନୂତନ କାର୍ଯ୍ୟାଳୟକୁ ଉଦଘାଟନ କରିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ। ନୂତନ ମୁଖ୍ୟାଳୟ 'ଇନ୍ଦିରା ଗାନ୍ଧୀ ଭବନ'କୁ ବୁଧବାର ଦିନ ଦିଲ୍ଲୀର ୯ଏ କୋଟଲା ରୋଡରେ ଉଦ୍ଘାଟନ କରାଯାଇଥିବା ସୂଚନା ରହିଛି। ସୋନିଆ ଗାନ୍ଧୀ ନୂୂତନ କୋଠାର ଉଦଘାଟନ କରିବା ବେଳେ ବରିଷ୍ଠ…