Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
National
ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
ପାଟନା: ନଭେମ୍ବର ୬ ତାରିଖରେ ହେବାକୁ ଥିବା ବିହାର ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରଚାର ଶେଷ ହୋଇଛି। ଏହି ୧୨୧ଟି ଆସନରେ ଏନଡିଏ ଏବଂ ମହାଗଠବନ୍ଧନ ମଧ୍ୟରେ ଲଢ଼େଇ ତୀବ୍ର ହେଉଛି । ଉଭୟ ମେଣ୍ଟର ପ୍ରଚାର ମୁଖ୍ୟତଃ ତିନୋଟି ମୁଖ୍ୟ ପ୍ରସଙ୍ଗ ଉପରେ କେନ୍ଦ୍ରିତ ରହିଛି । …
ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
୯ ରାଜ୍ୟ ଏବଂ ୩ କେନ୍ଦ୍ରଶାସିତ ଅଞ୍ଚଳରେ ଆଜିଠାରୁ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହେବ । ଭୋଟର ତାଲିକାରେ ସ୍ବଚ୍ଛତା ଆଣିବାପାଇଁ ନିର୍ବାଚନ କମିସନ୍ ଆରମ୍ଭ କରିଥିବା ଏହି ଏସ୍ଆଇଆର ନିକଟରେ ବିହାରରେ ଫଳପ୍ରଦ ଭାବେ ଶେଷ ହୋଇଛି । ବିହାର ପରେ ଦ୍ବିତୀୟ…
ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ବିଜେପି, କଂଗ୍ରେସ, ଜେଡିୟୁ, ଆରଜେଡି ସହ ଅନ୍ୟଦଳମାନଙ୍କର ପ୍ରଚାର ଜୋରଦାର ଚାଲିଛି | ନେତାମାନଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଂଗ୍ରେସ, ରାଷ୍ଟ୍ରୀୟ ଜନତା ଦଳ ଏବଂ…
ବିହାର ବିଧାନସଭା ନିର୍ବାଚନ, ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରିୟଙ୍କା
ବିହାରରେ ବିଧାନସଭା ନିର୍ବାଚନ ନେଇ ଆଜି ଦିନକୁ ସୁପର ଶନିବାର କୁହାଯାଉଛି । ଏନଡିଏ ସମେତ ମହାଗଠବନ୍ଧନର ବଡ଼ ନେତାମାନେ ମାରାଥନ ପ୍ରଚାର କରିଛନ୍ତି । କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ । ପ୍ରିୟଙ୍କା ଆଜି ଦୁଇଟି ନିର୍ବାଚନୀ ରାଲିରେ…
ମେଣ୍ଟରେ ଲଢିବେ ଉଦ୍ଧବ ଠାକରେ ଓ ଅଜିତ୍ ପାୱାରଙ୍କ ପାର୍ଟି
ମହାରାଷ୍ଟ୍ର ରାଜନୀତି କିଛିିଦିନ ଧରି ସ୍ଥିର ରହିବା ପରେ ପୁଣି ହଲଚଲ ଆରମ୍ଭ ହୋଇଛି । ଉଦ୍ଧବ ଠାକରେଙ୍କ ଶିବସେନା ଓ ଅଜିତ୍ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ଆଗାମୀ ପଞ୍ଚାୟତ ନିର୍ବାଚନରେ ମେଣ୍ଟରେ ଲଢ଼ିବେ ବୋଲି ଔପଚାରିକ ଭାବେ ଘୋଷଣା କରିଛନ୍ତି । ଦୁଇ ଦଳ ମଧ୍ୟରେ ଏଭଳି…
ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା; ୯ ଜଣଙ୍କର ମୃତ୍ୟୁ
ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାରେ ଏକ ଅତ୍ୟନ୍ତ ଦୁଃଖଦ ଅଘଟଣ ଘଟିଯାଇଛି। କାଶିବୁଗାସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏକାଦଶୀ ପାଳନ ସମୟରେ ଘଟିଥିବା ଦଳାଚକଟାରେ ଅତିକମରେ ୯ ଜଣ ଶ୍ରଦ୍ଧାଳୁଙ୍କର ଜୀବନ ଯାଇଛି। ଏହି ଦୁର୍ଘଟଣାରେ ଆହୁରି ଅନେକ ଆହତ ହୋଇଥିବା ସୂଚନା ମିଳିଛି ଏବଂ…
ରାହୁଲଙ୍କ ‘ଭୋଟ ଚୋରି’ ଅଭିଯୋଗକୁ NDAର କଡ଼ା ଜବାବ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ NDA ସରକାର ଭୋଟ ଚୋରି କରିଥିବା ରାହୁଲ ଗାନ୍ଧୀ ବାରମ୍ବାର କହୁଛନ୍ତି । ରାହୁଲ ଙ୍କ ସାଙ୍ଘାତିକ ଅଭିଯୋଗ ପରେ ଭାରତୀୟ ଜନତା ପାର୍ଟି (BJP) ଏବଂ ଶାସକ ମେଣ୍ଟ NDA ପକ୍ଷରୁ ତୀବ୍ର ପାଲଟା ଆକ୍ରମଣ କରାଯାଇଛି। BJP ଏହି ଅଭିଯୋଗକୁ 'ଆଧାରହୀନ',…
ବିହାରରେ ଜିତିବ କିଏ?
ବିହାର ବିଧାନସଭା ନିର୍ବାଚନ ଲାଗି ଏନଡିଏର ସଂକଳ୍ପ ପତ୍ର। ରାଜ୍ୟରେ ବିପୁଳ ନିଯୁକ୍ତି, ମହିଳା ସଶକ୍ତିକରଣ ଓ କଲ୍ୟାଣକାରୀ ଯୋଜନା ଉପରେ କରାଯାଇଛି ଫୋକସ। ବିଜେପି ସଭାପତି ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, କେନ୍ଦ୍ରମନ୍ତ୍ରୀ ତଥା ହାମ୍ ନେତା ଜିତନରାମ ମାନଝୀ, କେନ୍ଦ୍ରମନ୍ତ୍ରୀ…
ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ସମଗ୍ର ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଦେଶ ସ୍ୱାଧୀନତା ପରେ ଗଡ଼ଜାତ ରାଜ୍ୟଗୁଡ଼ିକର ମିଶ୍ରଣ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିବା ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଆଜି ସମଗ୍ର ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହେଉଛି । ଏଥିପାଇଁ ମେଜର ଧ୍ୟାନଚାନ୍ଦ ନ୍ୟାସନାଲ…
ବିହାର ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି ଏନଡିଏ
ବିହାର ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି ଏନଡିଏ । ପାଟନାର ହୋଟେଲ ମୌର୍ଯ୍ୟରେ ‘ସଂକଳ୍ପ ପତ୍ର’ପ୍ରକାଶ କରିବା ବେଳେ ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା, ମୂଖ୍ୟମନ୍ତ୍ରୀ ନୀତିଶ କୁମାର, କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝି, କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ,…