Trending
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
Browsing Category
National
ରାସ୍ତା ଉପରେ ବୁଲାଗୋରୁଙ୍କ ଚଳପ୍ରଚଳ ଯୋଗୁ ଅଟକିଲା ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଗାଡ଼ି
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ବୁଧବାର ପୁରା ଆକ୍ସ ମୋଡରେ ଦେଖିବାକୁ ମିଳିଛି। ଦିଲ୍ଲୀର ସଡ଼କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ ହଠାତ ଅଟକିବା ପରେ ତାଙ୍କୁ ଚାଲି ଚାଲି ଯିବାର ଦେଖିବାକୁ ମିଳିଥିଲା। ପୀତମପୁରାରେ ରେଖା ବିକାଶକାର୍ଯ୍ୟର ସମୀକ୍ଷା କରିଥିଲେ। ମେଟ୍ରୋ ପିଲାରରୁ…
ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପୂର୍ବତନ ମୁଖ୍ୟ ସଞ୍ଜୟ କୁମାର…
ବୁଧବାର ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍)ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପୂର୍ବତନ ମୁଖ୍ୟ ସଞ୍ଜୟ କୁମାର ମିଶ୍ରଙ୍କୁ ସାମିଲ୍ କରାଯାଇଛି। ଉତ୍ତର ପ୍ରଦେଶର ୧୯୮୪ ମସିହା ବ୍ୟାଚର ଭାରତୀୟ ରାଜସ୍ୱ ସେବା (ଆଇଆର୍ଏସ୍) ଅଧିକାରୀ ମିଶ୍ରଙ୍କୁ ସଚିବ…
ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବାସଭବନରେ ସିବିଆଇ
ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବାସଭବନରେ ସିବିଆଇ । ମହାଦେବ ବେଟିଂ ଆପ୍ ମାମଲାରେ ସିବିଆଇ କଂଗ୍ରେସ ମହାସଚିବ ତଥା ପୂର୍ବତନ ଛତିଶଗଡ଼ ମୁଖ୍ୟମନ୍ତ୍ରୀଲଙ୍କ ବାସଭବନରେ ଚଢାଉ କରିଛି । ଦିଲ୍ଲୀରେ କଂଗ୍ରେସ ମୁଖ୍ୟାଳୟରେ ଏକ ବୈଠକରେ ଯୋଗଦେବା ପୂର୍ବରୁ ସିବିଆଇର…
୩୦ରେ ନାଗପୁରର RSS ହେଡକ୍ୱାଟର ଯିବେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୩୦ରେ ନାଗପୁରରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟାଳୟ ପରିଦର୍ଶନ କରିବେ। ପ୍ରଧାନମନ୍ତ୍ରୀ ହେବା ପରେ ୧୧ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ହେବ ଯେ ମୋଦି ଆରଏସଏସ ମୁଖ୍ୟାଳୟକୁ ଯିବେ ଏବଂ ସଂଘ ମୁଖ୍ୟ ମୋହନ ଭାଗବତଙ୍କୁ ଭେଟିବେ। ସୂଚନା…
ବିଜାପୁରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଟଳିଲେ ୩ ମାଓବାଦୀ
ଛତିଶଗଡ଼ ବିଜାପୁରରେ ନକ୍ସଲ ବିରୋଧୀ ଅପରେସନ୍ରେ ସଫଳତା ମିଳିଛି । ଏନକାଉଣ୍ଟରରେ ଆଜି ୩ ଜଣ ନକ୍ସଲ ନିହତ ହୋଇଛନ୍ତି । ନିହତଙ୍କ ମଧ୍ୟରେ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟି ସଦସ୍ୟ ସୁଧୀର ଥିବା ଜଣାପଡ଼ିଛି । ସୁଧୀର ମୁଣ୍ଡରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା ।
ଏନକାଉଣ୍ଟର…
ବାପା ହେଲେ କେ.ଏଲ୍ ରାହୁଲ
ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ ଆଥିୟା ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରଥମ ଥର ପାଇଁ ମାତାପିତା ହେବା ବିଷୟରେ ସୂଚନା ଦେଇଛନ୍ତି। ଏହି କାରଣରୁ ରାହୁଲ ଦିଲ୍ଲୀ…
ଆର୍ଏସ୍ଏସ୍ର ଶିକ୍ଷା ଦେଶକୁ ଧ୍ୱଂସ କରିଦେବ କହିଲେ ରାହୁଲ ଗାନ୍ଧୀ
ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ଯଦି ଶିକ୍ଷା ବ୍ୟବସ୍ଥାକୁ ପୂର୍ଣ୍ଣ ନିୟନ୍ତ୍ରଣକୁ ନିଏ ତେବେ ଦେଶ ଧ୍ୱଂସ ହୋଇଯିବ ବୋଲି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର କହିଛନ୍ତି। ଇଣ୍ଡିଆ ବ୍ଲକ୍ର ଦଳଗୁଡ଼ିକ ମଧ୍ୟରେ ନିଜସ୍ବ ବିଚାରଧାରା ଏବଂ ନୀତିକୁ ନେଇ ସାମାନ୍ୟ…
ବିବାହ ବନ୍ଧନରେ ଆୟେଶା କପୁର ଓ ଆଡାମ ଓବରୟ
ବଲିଉଡର ବରିଷ୍ଠ ଅଭିନେତା ଅମିତାଭ ବଚ୍ଚନଙ୍କ ବ୍ଲାକ ମୁଭିରେ ଜଣେ ଛୋଟ ଝିଅ ରାଣୀ ମୁଖାର୍ଜୀଙ୍କ ଛୋଟବେଳର ରୋଲ ପ୍ଲେ କରିଥିଲେ। ତାଙ୍କ ନାଁ ହେଲା ଆୟେଶା କପୁର। କୁନି ଝିଅଟି ଦେଖିପାରୁ ନ ଥିଲେ। ତାଙ୍କର ଜବରଦସ୍ତ ଅଭିନୟ ଏବେବି ଲୋକଙ୍କୁ ମନେପଡ଼ିଯାଉଛି ଯେ, ଅଭିନୟ ସେତିକି ହୃଦୟସ୍ପର୍ଶୀ…
ଭୂକମ୍ପରେ ଥରିଲା ଲେହ ଲଦାଖ
ଲେହ ଲଦାଖ ଅଞ୍ଚଳରେ ସୋମବାର ସକାଳୁ ସକାଳୁ ୩.୬ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି (ଏନସିଏସ) ଅନୁଯାୟୀ, ଏହି ଭୂକମ୍ପ ଆଜି ଭୋର ୪:୩୨:୫୮ ରେ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଲେହ ଲଦାଖରେ ୩୪.୩୫ ଉତ୍ତର ଅକ୍ଷାଂଶ ଏବଂ ୭୮.୦୬ ପୂର୍ବ…
ନାଗପୁର ହିଂସାର ମାଷ୍ଟରମାଇଣ୍ଡ ଫହୀମ ଖାନଙ୍କ ଘର ଉପରେ ଚାଲିଲା ବୁଲଡୋଜର
ନାଗପୁର ହିଂସାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଥିବା ଫହୀମ ଖାନଙ୍କ ଘର ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ ଏବଂ ପ୍ରଶାସନର ଉପସ୍ଥିତିରେ ଫହିମ ଖାନଙ୍କ ବେଆଇନ ନିର୍ମାଣ ଉପରେ ବୁଲଡୋଜର ଚଲାଯାଉଛି। ଘରଟି ଫହିମଙ୍କ ସ୍ତ୍ରୀଙ୍କ ନାମରେ ପଞ୍ଜିକୃତ। ଘରଟି ୮୬.୪୮ ବର୍ଗ…