Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
National
ଲଗାଣ ବର୍ଷାରେ ବେହାଲ ହେଲାଣି ଦେଶର ରାଜଧାନୀ , ଘରେ ପସିଲାଣି ଯମୁନା ପାଣି
ଲଗାଣ ବର୍ଷାରେ ବେହାଲ ହେଲାଣି ଦେଶର ରାଜଧାନୀ। ଦିଲ୍ଲୀରେ ବର୍ତ୍ତମାନ ସବୁଠାରୁ ବଡ଼ ଚିନ୍ତାର ବିଷୟ ହେଉଛି ଯମୁନା ନଦୀରେ ଜଳସ୍ତର ବୃଦ୍ଧି। ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ଲଗାତାର ବଢ଼ିବାରେ ଲାଗିଛି। ହଥିନି କୁଣ୍ଡ ବ୍ୟାରେଜରୁ ନିରନ୍ତର ଛଡ଼ାଯାଉଥିବା ବନ୍ୟା ପାଣି ରାଜଧାନୀ ପାଇଁ…
ସୁପ୍ରିମକୋର୍ଟ କହିଲେ TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ, ଶିକ୍ଷକଙ୍କ ଚିନ୍ତା ବଢ଼ିଲା
ସୁପ୍ରିମକୋର୍ଟ କହିଲେ TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ, ଶିକ୍ଷକଙ୍କ ଚିନ୍ତା ବଢ଼ିଲା । ପାଠପଢ଼ାର କ୍ବାଲିଟି ଉପରେ ସାଲିସ କରାଯାଇପାରିବ ନାହିଁ ବୋଲି କହିଛନ୍ତି ସର୍ବୋଚ୍ଚ କୋର୍ଟ । ଟିଚର ଇଲିଜିବିଲିଟି ଟେଷ୍ଟ (TET) ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । TET ଉତ୍ତୀର୍ଣ୍ଣ…
ଆଫଗାନିସ୍ତାନରେ ଭୟଙ୍କର ଭୂମିକମ୍ପ, ଗଲାଣି ୮୦୦ ରୁ ଅଧିକ ଜୀବନ
ରବିବାର ଅଗଷ୍ଟ ୩୧ ତାରିଖ ବିଳମ୍ବିତ ରାତିରେ ଆଫଗାନିସ୍ତାନରେ ଘଟିଥିବା ଭୂମିକମ୍ପ ଧ୍ୱଂସକାରୀ ସାବ୍ୟସ୍ତ ହୋଇଛି। ପାକିସ୍ତାନ ସୀମା ନିକଟରେ ପୂର୍ବ ଆଫଗାନିସ୍ତାନରେ ହୋଇଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ଥିଲା ବୋଲି କୁହାଯାଉଛି। ରାତିରେ ଭୂକମ୍ପ ହୋଇଥିବାରୁ…
ପିଏମ୍ ମୋଦୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମରେ ଓଡିଆ ଝିଅ ଜାତୀୟ କାନୋଇଂ ଖେଳାଳି ରଶ୍ମିତା ସାହୁଙ୍କ ସହ କଥା ହେଲେ…
ପିଏମ୍ ମୋଦୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମରେ ଓଡିଆ ଝିଅ। ଜାତୀୟ କାନୋଇଂ ଖେଳାଳି ରଶ୍ମିତା ସାହୁଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭବିଷ୍ୟତ ପାଇଁ ମଙ୍ଗଳ କାମନା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ପିଏମ୍ ମୋଦୀ। ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବା ସହ ଖେଳରେ…
ଚାଇନା ମାଟିରେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର SCO ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ପହଞ୍ଚିଛନ୍ତି। ଶିଖର ସମ୍ମିଳନୀ ବ୍ୟତୀତ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ସହ ପୃଥକ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ।
ଜାପାନ ଗସ୍ତ ଶେଷ କରିବା ପରେ…
ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କ ପ୍ରାୟ ୪୦% ବୃଦ୍ଧି କଲେ କେନ୍ଦ୍ର ସରକାର
କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି କହିଛନ୍ତି ଯେ କେନ୍ଦ୍ର ସରକାର ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କକୁ ପ୍ରାୟ ୪୦% ବୃଦ୍ଧି କରିଛନ୍ତି, ଯାହା ଦେଶର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ସରକାରମାନଙ୍କୁ ଆର୍ଥିକ ଆଶ୍ୱସ୍ତି…
ଦଳିତଙ୍କ ସେବା କରିବା ହେଉଛି ପ୍ରକୃତ ପୂଜା’’ – କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ
କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଆଜି କର୍ଣ୍ଣାଟକ ମୈସୁରୁସ୍ଥିତ ଶ୍ରୀ ସୁତ୍ତୁର ମଠରେ ଯୋଗ ଦେଇ ଜଗଦଗୁରୁ ଡ. ଶ୍ରୀ ଶିବରାତ୍ରୀ ରାଜେନ୍ଦ୍ର ମହାସ୍ୱାମୀଜୀଙ୍କ ୧୧୦ତମ ଜନ୍ମବାର୍ଷିକୀ ପାଳନ କରିଥିଲେ। ଏହି…
ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀ ଉଦଘାଟନ
ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭାର ବାଚସ୍ପତି ଓମ୍ ବିର୍ଲା। ଅଗଷ୍ଟ ୨୯ ଏବଂ ୩୦ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ୧୯୯୪ ପରେ ପ୍ରଥମ ଥର ପାଇଁ…
ଆରଏସଏସ ଭାଜପା ପାଇଁ ନିଷ୍ପତ୍ତି ନେଇଥାଏ ବୋଲି କଥା ସତ୍ୟ ନୁହେଁ- ମୋହନ ଭାଗବତ
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ସଂଘର ‘ସଂଘ ଯାତ୍ରାର ୧୦୦ ବର୍ଷ’ ଶୀର୍ଷକ ତିନି ଦିନିଆ ବକ୍ତୃତା କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷା, ସଂସ୍କୃତି ଓ ସଂଘର ଭୂମିକା ଉପରେ ନିଜର ମତ ରଖିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, “ଆରଏସଏସ ଭାଜପା ପାଇଁ ନିଷ୍ପତ୍ତି…
ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୩ ମହିଳାଙ୍କ ସମେତ ୪ ମାଓବାଦୀ ମୃତ
ଛତିଶଗଡ଼- ମହାରାଷ୍ଟ୍ର ସୀମାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଗଢଚିରୋଲି-ନାରାୟଣପୁର ସୀମାବର୍ତ୍ତୀ ଜଂଗଲରେ ଗୁଳିବିନିମୟ ହୋଇଥିବା ଜଣାଯାଇଛି। ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୩ ମହିଳା ଥିବା…