Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
National
ଯେପର୍ଯ୍ୟନ୍ତ ବିଏସ୍ଏଫ୍ ପହରା ଦେଉଛି, ସେ ପର୍ଯ୍ୟନ୍ତ ଭାରତର ଇଞ୍ଚେ ଜମି ଉପରେ ମଧ୍ୟ ଶତ୍ରୁ ନଜର ପଡ଼ିବ ନାହିଁ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଗୁଜରାଟର ଭୁଜଠାରେ ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍)ର ହୀରକ ଜୟନ୍ତୀ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଶ୍ରୀ ହର୍ଷ ସଂଘବୀ, ବିଏସ୍ଏଫ୍ ମହାନିର୍ଦ୍ଦେଶକ ଶ୍ରୀ ଦଲଜିତ ସିଂହ ଚୌଧୁରୀ ଏବଂ…
ନୂତନ ଶ୍ରମ ସଂହିତାର ଦେଶବ୍ୟାପୀ କାର୍ଯ୍ୟକାରିତା ପାଇଁ ସମସ୍ତ ଶ୍ରମିକଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ସାରା ଦେଶରେ ନୂତନ ଶ୍ରମ ସଂହିତା ଲାଗୁ ହେବା ନେଇ ଦେଶର ସମସ୍ତ ଶ୍ରମିକଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ ଅମିତ ଶାହ କହିଛନ୍ତି ଯେ, ନୂତନ ଶ୍ରମ ସଂହିତାର ଦେଶବ୍ୟାପୀ କାର୍ଯ୍ୟକାରିତା ପାଇଁ…
ଦୁବାଇ ଏୟାର ଶୋ’ରେ ଏକ ବଡ଼ ଅଘଟଣ, ଭାରତୀୟ ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ
ଦୁବାଇ ଏୟାର ଶୋ’ରେ ଏକ ବଡ଼ ଅଘଟଣ ଘଟିଛି । ସେଠାରେ ଚାଲିଥିବା ପ୍ରଦର୍ଶନୀ ସମୟରେ ଏକ ଭାରତୀୟ ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଯାଇଛି । ଏହି ଦୁର୍ଘଟଣାରେ ପାଇଲଟ ମୃତ୍ୟୁବରଣ କରିଛନ୍ତି । ଏହି ଦୁର୍ଘଟଣାର ଭିଡିଓ ଭାଇରାଲ ହୋଇଛି । ଭିଡିଓରେ ଦେଖାଯାଉଛି ଯେ ତେଜସ୍ ଜେଟ୍ ଆକାଶରେ…
ପାକିସ୍ତାନରେ ବଡ଼ ଧରଣର ବିସ୍ପୋରଣ ,୧୫ ମୃତ
ପାକିସ୍ତାନରେ ବଡ଼ ଧରଣର ବିସ୍ପୋରଣ । ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ପାକିସ୍ତାନ ପଞ୍ଜାବ ପ୍ରଦେଶର ଫୈସଲାବାଦରେ ଏକ ବଡ଼ ବିସ୍ଫୋରଣ ଘଟିଛି । ଏଥିରେ ଅତି କମରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ବିସ୍ଫୋରଣ ଫଳରେ କୋଠା ଭୁଶୁଡ଼ି ପଡ଼ିଛି । ଆହତଙ୍କୁ ଡାକ୍ତରଖାନାରେ…
କୋଲକତାରେ ଭୂକମ୍ପର ଝଟକା
କୋଲକତାରେ ଭୂକମ୍ପର ଝଟକା । ସକାଳେ ସକାଳେ ଥରିଗଲା କୋଲକାତା ସହର । ସକାଳ ୧୦ଟା ୧୦ ମିନିଟରେ ଦୋହଲିଗଲା କୋଲକାତା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୬ ରହିଥିବା ସୂଚନା । ଶୁକ୍ରବାର ସକାଳେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଏକ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳ…
ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା ; ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA
ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା। ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA। ଅଭିଯୁକ୍ତଙ୍କ ମଧ୍ୟରେ ଡାକ୍ତର ମୁଜାମ୍ମିଳ ଶକିଲ ରହିଛି। ବୋମା ବିସ୍ଫୋରଣ ଘଟଣାର ଚାଲିଛି ଅଧିକ ତନାଘନା। ମାମଲାର ଶୁଣାଣି କରି ଲାଲକିଲ୍ଲା ବିସ୍ଫୋରଣ ମାମଲାରେ ଚାରି ଜଣ ଅଭିଯୁକ୍ତଙ୍କୁ 10…
ବିଲ୍ ଅନୁମୋଦନ କରିବା ସମୟରେ ରାଷ୍ଟ୍ରପତି ଓ ରାଜ୍ୟପାଳମାନେ ସମୟସୀମା ମଧ୍ୟରେ ବନ୍ଧା ହୋଇପାରିବେ ନାହିଁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ଦାୟର ସ୍ବତନ୍ତ୍ର ରେଫରେନ୍ସ ଉପରେ ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ପୀଠ ତାଙ୍କ ରାୟ ପ୍ରକାଶ କରିଛନ୍ତି। ବିଲ୍ ଅନୁମୋଦନ ନିମନ୍ତେ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସମ୍ବିଧାନ ପ୍ରଦତ୍ତ ସ୍ବତନ୍ତ୍ର କ୍ଷମତା ସମ୍ପର୍କିତ କେତେକ ପ୍ରଶ୍ନ ଉପରେ ଉତ୍ତର…
ଆଜିଠୁ ପୁଣି ନୀତୀଶ ସରକାର, ଶପଥ ଗ୍ରହଣ କଲେ ନୀତୀଶ କୁମାର
ବିହାରରେ ଆଜିଠୁ ପୁଣି ନୀତୀଶ ସରକାର । ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ କୁମାର । ଶପଥ ସମାରୋହ ପାଇଁ ସଜେଇ ହୋଇଛି ପଟନା ଗାନ୍ଧୀ ମଇଦାନ । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ସାମିଲ ହୋଇଛନ୍ତି । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର…
ଆଜି ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର
ବିହାରରେ ଆଜିଠୁ ପୁଣି ନୀତୀଶ ସରକାର । ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏବଂ ସମସ୍ତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ ।
ଶପଥ ପାଠ…
ନୀତୀଶ କୁମାର ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
ବିହାରରେ ନୂତନ ସରକାରଙ୍କ ଚିତ୍ର ଏବେ ସ୍ପଷ୍ଟ। ନୀତୀଶ କୁମାର ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସେହିପରିସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନାଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯିବ। ପ୍ରକୃତରେ, ନୀତୀଶ କୁମାରଙ୍କୁ ଜେଡିୟୁ ବିଧାୟକ ଦଳ ବୈଠକରେ ନେତା ମନୋନୀତ କରାଯାଇଛି। ସମ୍ରାଟ…