Browsing Category

National

6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ

ବିଶ୍ୱ ଆର୍ଥିକ ମଞ୍ଚର ଭବିଷ୍ୟତ ନିଯୁକ୍ତି ରିପୋର୍ଟ 2025 ମୁତାବକ ଭାରତ ଏପରି ଦେଶମାନଙ୍କ ମଧ୍ୟରେ ସାମିଲ ଅଛି ଯେଉଁ ଦେଶଗୁଡ଼ିକ ଆଗାମୀ ବର୍ଷରେ ପ୍ରାୟ ଦୁଇ-ତୃତୀୟାଂଶ ନୂତନ କର୍ମଶକ୍ତି ଯୋଗାଣ କରିବେ। ଭାରତ ନିଜ ଜନସାଂଖ୍ୟିକ ଲାଭାଂଶର ଫାଇଦା ଉଠାଇ ଦେଶରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି…

ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଛତିଶଗଡ଼ ଗସ୍ତ କରିଥିଲେ। ବସ୍ତରରେ, ସେ ମା' ଦନ୍ତେଶ୍ୱରୀ ମନ୍ଦିର ପରିଦର୍ଶନ କରିଥିଲେ। ତା'ପରେ ସେ ବସ୍ତର ଜିଲ୍ଲାର ମୁଖ୍ୟାଳୟ ଜଗଦଲପୁରରେ ବସ୍ତର ଦଶହରା ଲୋକ ମହୋତ୍ସବ ଏବଂ ସ୍ୱଦେଶୀ ମେଳାକୁ ସମ୍ବୋଧିତ କରିଥିଲେ, ଯେଉଁଠାରେ ସେ ନକ୍ସଲମାନଙ୍କୁ…

ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ

ପାକିସ୍ତାନର ପେଶାୱରରେ ବୋମା ବିସ୍ପୋରଣରେ ୯ଜଙ୍କ୍ର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଥିବା ଜଣାପଡିଛି । ଆହତମାନେ ଆଇନ ପ୍ରବର୍ତ୍ତନ ଅଧିକାରୀ ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁସାରେ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ବିସ୍ଫୋରଣ ଘଟିଥିଲା । ଜଣେ ପୁଲିସ ଅଧିକାରୀଙ୍କ…

ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି

ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଏବଂ ରାଜ୍ୟଗୁଡ଼ିକୁ ପୁଞ୍ଜି ଖର୍ଚ୍ଚକୁ ତ୍ୱରାନ୍ୱିତ କରିବା ଏବଂ ସେମାନଙ୍କ ବିକାଶ ସମ୍ବନ୍ଧୀୟ ଖର୍ଚ୍ଚ ପାଇଁ ଅର୍ଥ ଯୋଗାଇବା ପାଇଁ କେନ୍ଦ୍ର ସରକାର ଟିକସ ହସ୍ତାନ୍ତରର ଏକ ଅଗ୍ରୀମ କିସ୍ତି ଭାବେ ରାଜ୍ୟ ସରକାରମାନଙ୍କୁ ୧,୦୧,୬୦୩ କୋଟି ଟଙ୍କାର ଟିକସ …

ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ…

କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଗତ ସପ୍ତାହରେ ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବାଗୁଡ଼ିକର ବ୍ୟବହାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଆରମ୍ଭ କରିଛନ୍ତି । ଗତ ସପ୍ତାହରେ ଶ୍ରୀ ବୈଷ୍ଣବ ଏପରି ଏକ ପରିବର୍ତ୍ତନ ସମ୍ପର୍କରେ ଘୋଷଣା…

ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିଲ୍ଲୀରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଶତବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ମୋଦୀ ଡକ୍ଟର ଆମ୍ବେଦକର ଆନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ସମାରୋହରେ ଏକ ସ୍ୱତନ୍ତ୍ର ଭାବରେ ଡିଜାଇନ୍ କରାଯାଇଥିବା ଡାକଟିକଟ ଏବଂ ୧୦୦…

ଆସିଲା ବିହାରର ଚୂଡ଼ାନ୍ତ ଭୋଟର ତାଲିକା

ବିହାରରେ ଚାଲିଥିବା ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ସମାପ୍ତ ହେବା ପରେ ଚୂଡ଼ାନ୍ତ ଭୋଟର କାଲିକା ପ୍ରକାଶ ପାଇଛି । ତାଲିକାରେ ପ୍ରାୟ ୧୪ ଲକ୍ଷ ନୂଆ ଭୋଟର ଯୋଡ଼ାଯାଇଛନ୍ତି । ଭୋଟରମାନେ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ଲିଙ୍କ୍…

ବିଜୟଙ୍କ ରାଲିରେ ଦଳାଚକଟାଜନିତ ମୃତ୍ୟୁସଂଖ୍ୟା ୪୦ରେ ପହଞ୍ଚତ୍ଥିବାବେଳେ

ତାମିଲାଗା ଭେଟ୍ରି କାଝାଗାମ (ଟିଭିକେ) ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟାଜନିତ ମୃତ୍ୟୁସଂଖ୍ୟା ୪୦ରେ ପହଞ୍ଚତ୍ଥିବାବେଳେ ଶତାଧିକ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଦଳାଚକଟା ପଛରେ ଷଡ଼ଯନ୍ତ୍ର ଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଟିଭିକେ ରବିବାର ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ…

ତାମିଲନାଡ଼ୁ ଦଳାଚକଟାରେ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦେବେ ପ୍ରଧାନମନ୍ତ୍ରୀ

କରୁର ଦଳାଚକଟାରେ ମୃତ୍ୟୁବରଣ କରିଥିବା ୩୯ଜଣଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କା ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଏକ୍ସ ପୋଷ୍ଟ ମାଧ୍ୟମରେ ଏହି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦୀ ଏହି ଦୁଃଖଦ…

ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଘଟିଛି ବଡ଼ ଦୁର୍ଘଟଣା, ଦଳାଚକଟା ଯୋଗୁଁ ୩୧ ଜଣଙ୍କର ମୃତ୍ୟୁ

ତାମିଲନାଡ଼ୁରୁ ଆସିଲା ବଡ ଖବର | ଅଭିନେତା ତଥା ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଘଟିଛି ବଡ଼ ଦୁର୍ଘଟଣା । ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୧ ଜଣଙ୍କ ମୃତ୍ୟୁ  ମୃତ୍ୟୁ | ଶତାଧିକ ଲୋକ ଆହତ ସୂଚନା | ସୂତ୍ରରୁ ମିଳିଥିବା ସୂଚନା ମୁତାବକ ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ…