Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
National
ଦିଲ୍ଲୀ ନିର୍ବାଚନ ଫଳାଫଳ : ଜିତିଲେ ଆତିଶୀ, ହାରିଗଲେ କେଜ୍ରିୱାଲ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲଜାକୀ ସିଟରୁ ବିଜୟୀ ହୋଇଛନ୍ତି । ସେ ବିଜେପିର ରେମଶ ବିଦୁଡିଙ୍କୁ ହରାଇଛନ୍ତି । ରାଷ୍ଟ୍ରୀୟ ମହିଳା କଂଗ୍ରେସର ଅଧ୍ୟକ୍ଷ ଅଳକା ଲାମ୍ବା ମଧ୍ୟ ନିର୍ବାଚନ ହାରିଛନ୍ତି । ଟ୍ରେଣ୍ଡ ଅନୁସାରେ ୭୦ ଆସନରୁ ବିଜେପି ୪୭ ଆସନରେ ଆଗରେ ଥିବାବେଳେ, ଆପ୍ କେବଳ ୨୩ଟି…
ଭାଜପାର ବିଜୟ ପରେ ବିଜେପି କାର୍ଯ୍ୟାଳୟରେ ସେଲିବ୍ରେସନ
ଦୀର୍ଘ 27 ବର୍ଷ ପରେ ଦିଲ୍ଲୀରେ ବିଜେପି ସରକାର ଗଢିବାକୁ ଯାଉଛି । ସେଥିପାଇଁ ଦିଲ୍ଲୀ ବିଜେପି କାର୍ଯ୍ୟଳୟରେ ବିଜୟ ଉତ୍ସବ ପାଇଁ ବିଜେପି କର୍ମୀଙ୍କ ଭିଡ଼ ଦେଖିବାକୁ ମିଳିଛି । ସେଲିବ୍ରେସନ ଆରମ୍ଭ ହୋଇଯାଇଛି । ବାଜା ବଜାଇ, ନାଚ ଗୀତ କରି ପରସ୍ପରକୁ ଲଡୁ ଖୁଆଇ ସେଲିବ୍ରେଟ୍ କରୁଛନ୍ତି କର୍ମୀ…
ଦିଲ୍ଲୀରେ ବିଜେପି ସରକାର
ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ସ୍ପଷ୍ଟ ହୋଇଛି। ବହୁମତଠାରୁ ବିଜେପି ବହୁ ଆଗରେ ରହିଛି।ବିଜେପି ଏକତରଫା ବିଜୟ ମୁହାଁ ହୋଇଛି। ବିଜେପିର ଯାଦୁ କାମ କରିଛି।ହଟ୍ ସିଟ୍ରେ ଆପ୍ର ସ୍ଥିତି ଖରାପ ରହିଛି। ବଜେପି 47 ଆସନରେ ଆଗୁଆ ରହିଥିବାବେଳେ ଆପ 23 ଆସନରେ ଆଗୁଆ ରହିଛି । ଫଳରେ ଦିଲ୍ଲୀ…
ବିଜେପି ଏକତରଫା ବିଜୟ ମୁହାଁ ହୋଇଛି
ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ବହୁମତଠାରୁ ବିଜେପି ବହୁ ଆଗରେ ରହିଥିଲା। ତେବେ ପରବର୍ତ୍ତୀ ସମୟରେ ଆପ୍ ଏବଂ ବିଜେପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଆପ୍ ୩୫ ଏବଂ ବିଜେପି ୩୪ ଆସନରେ ଆଗୁଆ…
ପୁଅ ବହାଘରରେ ୧୦ ହଜାର କୋଟି ଟଙ୍କା ଦାନ କଲେ ଗୌତମ ଆଦାନୀ
ଆଦାନୀ ଗ୍ରୁପ୍ ଚେୟାରମ୍ୟାନ ଗୌତମ ଆଦାନୀଙ୍କ ସାନ ପୁଅ ଜିତ ଆଦାନୀ ଅହମଦାବାଦର ଦିବା ଶାହଙ୍କୁ ବିବାହ କରିଛନ୍ତି । ଏହି ଅବସରରେ ଗୌତମ ଆଦାନୀ ୧୦ ହଜାର କୋଟି ଟଙ୍କା ଦାନ ଦେବାକୁ ଘୋଷଣା କରିଛନ୍ତି । ହେଲଥ କେୟାର, ଏଜୁକେସନ ଏବଂ ସ୍କିଲ ଡେଭଲପମେଣ୍ଟରେ ଖର୍ଚ୍ଚ ହେବ ।
ତାଙ୍କ ସାନ ପୁଅ…
ବହୁମତଠୁ ବହୁ ଆଗରେ ବିଜେପି
ସକାଳ ସାଢ଼େ ୯ଟା ସୁଦ୍ଧା ଆସୁଥିବା ଟ୍ରେଣ୍ଡ ବିଜେପି ସପକ୍ଷରେ ଯାଉଛି । ଏବେର ଟ୍ରେଣ୍ଡ ଅନୁସାରେ, ବିଜେପି ୫୦ଟି ଆସନରେ ଆଗୁଆ ଚାଲିଥିବା ବେଳେ ଆପ୍ ୧୯ଟି ଓ କଂଗ୍ରେସ ଗୋଟିଏ ମାତ୍ର ଆସନରେ ଆଗୁଆ ରହିଛି । ଅର୍ଥାତ୍ ଟ୍ରେଣ୍ଡରେ ଆପ୍ ଓ କଂଗ୍ରେସ ମିଶି ମାତ୍ର ୨୦ଟି ଆସନରେ ଆଗୁଆ ଚାଲିଥିବା…
ଦିଲ୍ଲୀ ବିଧାନସଭା ନିର୍ବାଚନ – ଭୋଟ ଗଣତି ଆରମ୍ଭ
ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଆଜି ସନ୍ଧ୍ୟା ପୂର୍ବରୁ ଘୋଷଣା ହେବାକୁ ଯାଉଛି। ୭୦ ଆସନ ବିଶିଷ୍ଟ ଏହି ନିର୍ବାଚନ ଫଳାଫଳ ହିଁ ନିର୍ଦ୍ଧାରଣ କରିବ ଯେ ଆପ୍ କ୍ରମାଗତ ତୃତୀୟ ଥର ପାଇଁ ଦିଲ୍ଲୀରେ କ୍ଷମତାରେ ରହିବ ନା ବିଜେପି ୨୭ ବର୍ଷ ପରେ କ୍ଷମତାକୁ ଫେରିବ। ୨୦୧୫ ଏବଂ ୨୦୨୦ରେ ହୋଇଥିବା…
ପାକିସ୍ତାନର ଅନୁପ୍ରବେଶକାରୀଙ୍କ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା, ୭ ନିପାତ
ପାକିସ୍ତାନର ଅନୁପ୍ରବେଶକାରୀଙ୍କ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା। ଭାରତୀୟ ସେନା ଏଲଓସିରେ ଥିବା ପୋଷ୍ଟରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ ଆକ୍ରମଣକୁ ବିଫଳ କରିଛି ବୋଲି ସୂଚନା ରହିଛି। ସୂତ୍ରରୁ ଜାଣିବାକୁ ମିଳିଛି ଯେ ପାକିସ୍ତାନୀମାନେ ଫେବ୍ରୁଆରି ୪-୫ ରାତିରେ ସୀମା ଭିତରେ…
ପୁଣି ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ
ପୁଣି ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ । କୁମ୍ଭମେଳା କ୍ଷେତ୍ରର ସେକ୍ଟର-୧୮ ଟେଣ୍ଟରେ ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପ୍ରୟାଗରାଜ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ନିଆଁ କେମିତି ଲାଗିଛି, ତାହା ଏଯାଏଁ…
ଆଜିଠୁ ହରିୟାଣାର ବିଶ୍ବ ପ୍ରସିଦ୍ଧ ସୁରଜ୍ କୁଣ୍ଡ ମେଳା
ଆଜିଠୁ ହରିୟାଣାର ବିଶ୍ବ ପ୍ରସିଦ୍ଧ ସୁରଜ୍ କୁଣ୍ଡ ମେଳା। ମେଳାରେ ଚଳିତ ବର୍ଷର ଥିମ୍ ଷ୍ଟେଟ ଭାବେ ଓଡ଼ିଶା ଓ ମଧ୍ୟପ୍ରଦେଶ ସ୍ଥାନ ପାଇଛନ୍ତି । 1200 ଷ୍ଟଲ ଭିତରୁ 40ଟି ଷ୍ଟଲରେ ପ୍ରଦର୍ଶିତ ହେବ ଓଡ଼ିଶାର କଳା, ଖାଦ୍ୟ, ସଂସ୍କୃତି, ନୃତ୍ୟ, ଗୀତ, ଐତିହ, ହସ୍ତଶିଳ୍ପ, ହସ୍ତକଳା ଏବଂ…