Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
National
ଅଭିନେତ୍ରୀ ରାନ୍ୟା ରାଓ ଦୁବାଇରୁ ଡ୍ରେସ୍ରେ ଲୁଚାଇ ସୁନା ଆଣୁଥିବାବେଳେ ଧରିଲା ପୋଲିସ
କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରାଯାଇଛି। ସୁନା ଚୋରା ଚାଲାଣ ଅଭିଯୋଗରେ ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଗିରଫ କରିଛି ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ । ତାଙ୍କୁ ଅର୍ଥନୈତିକ ଅପରାଧ ଅଦାଲତରେ ହାଜର କରାଯାଇଥିଲା। ହାଜର…
ରୋହିତଙ୍କୁ ‘ମୋଟା’କହିଥିବା କଂଗ୍ରେସ ନେତ୍ରୀ ଜଣାଇଲେ ଶୁଭେଚ୍ଛା
ଆଇସିସି ଚାମ୍ପିୟନ୍ସ ଟ୍ରଫିର ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଟିମ ଇଣ୍ଡିଆ ଫାଇନାଲରେ ପହଞ୍ଚିଛି। ରୋହିତ ଶର୍ମାଙ୍କୁ ‘ମୋଟା’ ବୋଲି କହିଥିବା କଂଗ୍ରେସ ମୁଖପାତ୍ର ଶମା ମହମ୍ମଦ ମଧ୍ୟ ଏହି ବିଜୟ ପାଇଁ ଟିମ ଇଣ୍ଡିଆକୁ ଅଭିନନ୍ଦନ ଜଣାଇଛନ୍ତି। ଶମା ମହମ୍ମଦ କହିଛନ୍ତି, ମୁଁ ଫାଇନାଲ…
ଯୋଗୀଙ୍କୁ ବୋମାରେ ଉଡାଇଦେବାକୁ ଧମକ
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ବୋମାରେ ଉଡାଇଦେବାକୁ ଧମକ ଦିଆଯାଇଛି। ଏହାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପୋଲିସ ଏହା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୋସିଆଲ ମିଡିଆରେ ଧମକର ଏହି ଭାଇରାଲ…
ସିଂହ ଛୁଆକୁ କୋଳରେ ଧରିଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାନ୍ତରାରେ ବନ୍ୟପ୍ରାଣୀ ଉଦ୍ଧାର, ପୁନର୍ବାସ ଏବଂ ସଂରକ୍ଷଣ କେନ୍ଦ୍ରର ଉଦଘାଟନ କରିଛନ୍ତି। ଭାନ୍ତରା ଦୁଇ ହଜାରରୁ ଅଧିକ ପ୍ରଜାତି ଏବଂ ଦେଢ଼ ଲକ୍ଷରୁ ଅଧିକ ଉଦ୍ଧାର ହୋଇଥିବା ବିପଦପୂର୍ଣ୍ଣ ପ୍ରାଣୀମାନଙ୍କର ଆବାସସ୍ଥଳ। ପ୍ରଧାନମନ୍ତ୍ରୀ ମୋଦିଙ୍କ…
‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ ଶୋକୁ ଅନୁମତି ଦେଲେ ସୁପ୍ରିମକୋର୍ଟ
‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ ଶୋ ସହ ଜଡ଼ିତ ବ୍ଲଗର କମେଡି ମାମଲାରେ ୟୁଟ୍ୟୁବର ରଣବୀର ଆହ୍ଲାବାଦିଆ ଓ ଆଶିଷଙ୍କ ଆବେଦନ ଉପରେ ସୋମବାର ଅର୍ଥାତ୍ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ରଣବୀରଙ୍କୁ ଗୁଆହାଟୀ ପୋଲିସ ସାମ୍ନାରେ ଯାଞ୍ଚ ପାଇଁ ହାଜର ହେବାକୁ ସୁପ୍ରିମକୋର୍ଟ କହିଛନ୍ତି । ରଣବୀରଙ୍କ…
ମନ୍ତ୍ରୀପଦ ଛାଡିବେ ଧନଞ୍ଜୟ ମୁଣ୍ଡେ
ଏନସିପି ଅଜିତ ପାୱାର ଦଳର ନେତା ଏବଂ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ମଙ୍ଗଳବାର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ସୂତ୍ର ଅନୁସାରେ, ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନଭିସ ତାଙ୍କୁ ଇସ୍ତଫା ଦେବାକୁ କହିଛନ୍ତି। ବୀଡରେ ସରପଞ୍ଚ ସନ୍ତୋଷ ଦେଶମୁଖ ହତ୍ୟା ମାମଲା ସହିତ ତାଙ୍କ ନାମ…
ବିବାହ ପରେ ତୁରନ୍ତ ସନ୍ତାନ ଜନ୍ମ କରିବାକୁ ଯୁବକମାନଙ୍କୁ ପରାମର୍ଶ ଦେଲେ – ଏମ୍ କେ ଷ୍ଟାଲିନ୍
ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍ କେ ଷ୍ଟାଲିନ୍ ବିବାହ ପରେ ତୁରନ୍ତ ସନ୍ତାନ ଜନ୍ମ କରିବାକୁ ଯୁବକମାନଙ୍କୁ ପରାମର୍ଶ ଦେବା ସହ ଅଧିକ ସଂସଦୀୟ ଆସନ ହାସଲ ପାଇଁ ଏକ ବୃହତ ଜନସଂଖ୍ୟା ଏକ ମାନଦଣ୍ଡ ବୋଲି ମନେ ହୁଏ ବୋଲି କହିଛନ୍ତି।
ଏକ ବିବାହ ସମାରୋହକୁ ସମ୍ବୋଧିତ କରି ଦ୍ରାବିଡ଼…
ସୋମନାଥଙ୍କ ଦର୍ଶନ କଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାବା ସୋମନାଥଙ୍କୁ ଦର୍ଶନ କରିଛନ୍ତି । ମହାକୁମ୍ଭ ଶେଷ ହେବା ପରେ ମୋଦି ଦର୍ଶନ କରିବା ପାଇଁ ପୂର୍ବରୁ ମାନସିକ କରିଥିଲେ । ମୋଦି କହିଛନ୍ତି କୋଟି କୋଟି ଦେଶବାସୀଙ୍କ ପ୍ରୟାସରେ ପ୍ରୟାଗରାଜରେ ଏକତାର ମହାକୁମ୍ଭ ସମାପ୍ତ ହୋଛି। ଜଣେ ଭକ୍ତ ଭାବରେ, ମୁଁ…
ରୋହିତ ଶର୍ମାଙ୍କୁ ‘ମୋଟା’ କହି ବିବାଦରେ କଂଗ୍ରେସ ନେତ୍ରୀ ଶମା ମହମ୍ମଦ
କଂଗ୍ରେସ ନେତ୍ରୀ ଡକ୍ଟର ଶମା ମହମ୍ମଦ ତାଙ୍କର ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଫସିଯାଇଛନ୍ତି। ରୋହିତ ଶର୍ମାଙ୍କ ଉପରେ ତାଙ୍କର ମନ୍ତବ୍ୟ ପାଇଁ କ୍ରିକେଟ ପ୍ରଶଂସକଙ୍କଠାରୁ ଆରମ୍ଭ କରି ରାଜନୈତିକ ଦଳ ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ସମାଲୋଚନା କରୁଛନ୍ତି। ସେ ତାଙ୍କ ପୋଷ୍ଟରେ ରୋହିତଙ୍କୁ ମୋଟା…
ବନ୍ଦ ସୁଟକେସରୁ ମିଳିଲା କଂଗ୍ରେସ ନେତ୍ରୀଙ୍କ ମୃତଦେହ
ହରିୟାଣାରେ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏକ ବନ୍ଦ ସୁଟକେସରୁ ସନ୍ଦେହଜନକ ଭାବରେ ଠାବ ହୋଇଛି କଂଗ୍ରେସ ନେତ୍ରୀଙ୍କ ମୃତଦେହ । ଗତକାଲି ହରିୟାଣାର ରୋହତକରେ ଏକ ସୁଟକେସ୍ ଭିତରେ ୨୨ ବର୍ଷୀୟା କଂଗ୍ରେସ କର୍ମୀଙ୍କ ମୃତଦେହ ରହିଥିବାର ଦେଖିବାକୁ ମିଳିଥିଲା । ତାଙ୍କ ପରିଚୟ ହେଉଛି ହିମାନୀ ନରୱାଲ…