Browsing Category

National

ମାଓବାଦୀଙ୍କ ଆକ୍ରମଣରେ ୨ କୋବ୍ରା ଯବାନ ଆହତ

ଛତିଶଗଡ଼ ସୁକମା ଜିଲ୍ଲା ଥାନା ଚିନ୍ତଲନାର ଅଞ୍ଚଳରେ ଯବାନ – ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳି ବିନିମୟରେ କୋବ୍ରାର ୨ ଯବାନର ଆହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ର ସୁକମା ଜିଲ୍ଲାରେ ସୁରକ୍ଷା କର୍ମୀ କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ। CRPFର 206…

ନୋଟିସ୍ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଚିକଡପଲ୍ଲୀ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସମନ ପରେ ଅଲ୍ଲୁ ମଙ୍ଗଳବାର ହାଇଦ୍ରାବାଦ ପୋଲିସ ନିକଟରେ ହାଜର…

ଦାଉଦ ଇବ୍ରାହିମର ଭାଇ ଘରେ ଇଡି

ଭାରତର ମୋଷ୍ଟ ୱାଣ୍ଟେଡ ଆତଙ୍କୀ ଦାଉଦ ଇବ୍ରାହିମର ଭାଇ ଇକବାଲ କାସକର ଘରେ ପଶିଲା ଇଡି । ମନି ଲଣ୍ଡ୍ରିଂ ମାମଲାରେ ଏହି ରେଡ କରି କାସକରର ଗୋଟିଏ ଫ୍ଲାଟକୁ ଜବତ କରିଛି । ଏହି ଫ୍ଲାଟଟି ପୁଣେରେ ରହିଛି । ଖାଲି କାସକର ନୁହେଁ ତାର ସହଯୋଗୀ ଘରେ ମଧ୍ୟ ରେଡ କରୁଛି ଇଡି । ଦାଉଦ ଭାରତ…

କେବିସି ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ

ଆଜି ଖ୍ରୀଷ୍ଟମାସର ପୂର୍ବରୁ କ୍ୟାଥୋଲିକ୍ ବିଶପ୍ସ କନଫରେନ୍ସ ଅଫ୍ ଇଣ୍ଡିଆ (କେବିସି) ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ | ସ୍ମରଣୀୟ ହେବାକୁ ଯାଉଛି କାରଣ କେବିସି ଏହାର 80 ତମ ବାର୍ଷିକୀ ପାଳନ କରିବାକୁ ଯାଉଛି ତେଣୁ ଏହା ଏକ ସ୍ମରଣୀୟ ମୁହୁର୍ତ ଏବଂ…

ଦେଢ ବର୍ଷରେ 10 ଲକ୍ଷଙ୍କୁ ସ୍ଥାୟୀ ସରକାରୀ ଚିକିରି ଦିଆଯାଇଛି – ମୋଦୀ

ରୋଜଗାର ମେଳା ମାଧ୍ୟମରେ ବେକାର ଯୁବକଯୁବତୀମାନଙ୍କୁ ଚାକିରି ଦେବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରୟାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ସୋମବାର ଏକ ରୋଜଗାର ମେଳାକୁ ଭର୍ଚୁଆଲ ମାଧ୍ୟମରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ତାଙ୍କ ସରକାର ଗତ ୧୮ ମାସ…

ବିବାହ ବନ୍ଧନରେ ବାନ୍ଧି ହେଲେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ

ବିବାହ ବନ୍ଧନରେ ବାନ୍ଧି ହେଲେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ତଥା ଦୁଇଥର ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁ। ଡିସେମ୍ବର ୨୨ରେ ଅର୍ଥାତ୍ ରବିବାର ରାଜସ୍ଥାନର ଉଦୟପୁରରେ ସିନ୍ଧୁ ବିବାହ କରିଛନ୍ତି। ସିନ୍ଧୁଙ୍କ ଭାବିସ୍ୱାମୀ ଭେଙ୍କଟ ଦତ୍ତା ସାଇ ଜଣେ ବରିଷ୍ଠ ଆଇଟି ପ୍ରଫେସନାଲ…

ଶେଖ୍ ହସିନାଙ୍କୁ ପ୍ରତ୍ୟର୍ପଣ କରିବାକୁ ଭାରତକୁ ଚିଠି ଲେଖିଛନ୍ତି ବାଂଲାଦେଶର ଅନ୍ତରୀଣ ସରକାର

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ପ୍ରତ୍ୟର୍ପଣ କରିବାକୁ ଭାରତକୁ ଚିଠି ଲେଖିଛନ୍ତି ବାଂଲାଦେଶର ଅନ୍ତରୀଣ ସରକାର । ବାଂଲାଦେଶର ଅନ୍ତରୀଣ ସରକାରର ବୈଦେଶିକ ବ୍ୟାପାର ପରାମର୍ଶଦାତା ତୌହିଦ ହୁସେନ କହିଛନ୍ତି, ଆମେ ଭାରତ ସରକାରଙ୍କୁ ଜଣାଇଛୁ ଯେ ବାଂଲାଦେଶ ସରକାର…

ପଦ୍ମ ଧରିବେ ଛଗନ ଭୁଜବଳ

ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ଖୁବ୍‌ ଆଲୋଚନା ହେଉଛି।…

୩ ଅଭିଯୁକ୍ତ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର୍‌

ପଞ୍ଜାବର ଗୁରୁଦାସପୁର ଜିଲ୍ଲାର ପୁଲିସ୍‌ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୩ ଅଭିଯୁକ୍ତ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ଡିସେମ୍ବର ୨୩ ତାରିଖ (ସୋମବାର) ଏନ୍‌କାଉଣ୍ଟ୍‌ର କରାଯାଇଛି। ଉତ୍ତରପ୍ରଦେଶର ପିଲିବିଟ୍ ଜିଲ୍ଲାରେ ପୁଲିସ୍ ଗୁଳିରେ ସୋମବାର ସକାଳୁ ସକାଳୁ ଖାଲିସ୍ତାନୀ ଆତଙ୍କବାଦୀମାନେ…

କୁଏତରେ ପ୍ରଧାନମନ୍ତ୍ରୀ , ଦ୍ବିପାକ୍ଷିକ ବୈଠକରେ ହେବେ ସାମିଲ

ଦୁଇଦିନିଆ କୁଏତ୍ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୪୩ ବର୍ଷ ପରେ ପ୍ରଥମଥର ପାଇଁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ କୁଏତ ଗସ୍ତ କରିଛନ୍ତି ମୋଦି। ଗତକାଲି କୁଏତ୍ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦୀଙ୍କୁ ରେଡ୍ କାର୍ପେଟରେ ପାଛୋଟି ନେଇଥିଲେ କୁଏତ ପ୍ରିନ୍ସ ଶେଖ ମେଶାଲ ।…