Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
National
ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି । ୧୮ଟି ଜିଲାରେ ୧୨୧ଟି ଆସନରେ ଭୋଟ ଗ୍ରହଣ କରାଯାଉଛି । ୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର । ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ମତଦାନ ପାଇଁ…
ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
ପାଟନା: ନଭେମ୍ବର ୬ ତାରିଖରେ ହେବାକୁ ଥିବା ବିହାର ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରଚାର ଶେଷ ହୋଇଛି। ଏହି ୧୨୧ଟି ଆସନରେ ଏନଡିଏ ଏବଂ ମହାଗଠବନ୍ଧନ ମଧ୍ୟରେ ଲଢ଼େଇ ତୀବ୍ର ହେଉଛି । ଉଭୟ ମେଣ୍ଟର ପ୍ରଚାର ମୁଖ୍ୟତଃ ତିନୋଟି ମୁଖ୍ୟ ପ୍ରସଙ୍ଗ ଉପରେ କେନ୍ଦ୍ରିତ ରହିଛି । …
ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
୯ ରାଜ୍ୟ ଏବଂ ୩ କେନ୍ଦ୍ରଶାସିତ ଅଞ୍ଚଳରେ ଆଜିଠାରୁ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହେବ । ଭୋଟର ତାଲିକାରେ ସ୍ବଚ୍ଛତା ଆଣିବାପାଇଁ ନିର୍ବାଚନ କମିସନ୍ ଆରମ୍ଭ କରିଥିବା ଏହି ଏସ୍ଆଇଆର ନିକଟରେ ବିହାରରେ ଫଳପ୍ରଦ ଭାବେ ଶେଷ ହୋଇଛି । ବିହାର ପରେ ଦ୍ବିତୀୟ…
ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ବିଜେପି, କଂଗ୍ରେସ, ଜେଡିୟୁ, ଆରଜେଡି ସହ ଅନ୍ୟଦଳମାନଙ୍କର ପ୍ରଚାର ଜୋରଦାର ଚାଲିଛି | ନେତାମାନଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଂଗ୍ରେସ, ରାଷ୍ଟ୍ରୀୟ ଜନତା ଦଳ ଏବଂ…
ବିହାର ବିଧାନସଭା ନିର୍ବାଚନ, ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରିୟଙ୍କା
ବିହାରରେ ବିଧାନସଭା ନିର୍ବାଚନ ନେଇ ଆଜି ଦିନକୁ ସୁପର ଶନିବାର କୁହାଯାଉଛି । ଏନଡିଏ ସମେତ ମହାଗଠବନ୍ଧନର ବଡ଼ ନେତାମାନେ ମାରାଥନ ପ୍ରଚାର କରିଛନ୍ତି । କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ । ପ୍ରିୟଙ୍କା ଆଜି ଦୁଇଟି ନିର୍ବାଚନୀ ରାଲିରେ…
ମେଣ୍ଟରେ ଲଢିବେ ଉଦ୍ଧବ ଠାକରେ ଓ ଅଜିତ୍ ପାୱାରଙ୍କ ପାର୍ଟି
ମହାରାଷ୍ଟ୍ର ରାଜନୀତି କିଛିିଦିନ ଧରି ସ୍ଥିର ରହିବା ପରେ ପୁଣି ହଲଚଲ ଆରମ୍ଭ ହୋଇଛି । ଉଦ୍ଧବ ଠାକରେଙ୍କ ଶିବସେନା ଓ ଅଜିତ୍ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ଆଗାମୀ ପଞ୍ଚାୟତ ନିର୍ବାଚନରେ ମେଣ୍ଟରେ ଲଢ଼ିବେ ବୋଲି ଔପଚାରିକ ଭାବେ ଘୋଷଣା କରିଛନ୍ତି । ଦୁଇ ଦଳ ମଧ୍ୟରେ ଏଭଳି…
ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା; ୯ ଜଣଙ୍କର ମୃତ୍ୟୁ
ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାରେ ଏକ ଅତ୍ୟନ୍ତ ଦୁଃଖଦ ଅଘଟଣ ଘଟିଯାଇଛି। କାଶିବୁଗାସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏକାଦଶୀ ପାଳନ ସମୟରେ ଘଟିଥିବା ଦଳାଚକଟାରେ ଅତିକମରେ ୯ ଜଣ ଶ୍ରଦ୍ଧାଳୁଙ୍କର ଜୀବନ ଯାଇଛି। ଏହି ଦୁର୍ଘଟଣାରେ ଆହୁରି ଅନେକ ଆହତ ହୋଇଥିବା ସୂଚନା ମିଳିଛି ଏବଂ…
ରାହୁଲଙ୍କ ‘ଭୋଟ ଚୋରି’ ଅଭିଯୋଗକୁ NDAର କଡ଼ା ଜବାବ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ NDA ସରକାର ଭୋଟ ଚୋରି କରିଥିବା ରାହୁଲ ଗାନ୍ଧୀ ବାରମ୍ବାର କହୁଛନ୍ତି । ରାହୁଲ ଙ୍କ ସାଙ୍ଘାତିକ ଅଭିଯୋଗ ପରେ ଭାରତୀୟ ଜନତା ପାର୍ଟି (BJP) ଏବଂ ଶାସକ ମେଣ୍ଟ NDA ପକ୍ଷରୁ ତୀବ୍ର ପାଲଟା ଆକ୍ରମଣ କରାଯାଇଛି। BJP ଏହି ଅଭିଯୋଗକୁ 'ଆଧାରହୀନ',…
ବିହାରରେ ଜିତିବ କିଏ?
ବିହାର ବିଧାନସଭା ନିର୍ବାଚନ ଲାଗି ଏନଡିଏର ସଂକଳ୍ପ ପତ୍ର। ରାଜ୍ୟରେ ବିପୁଳ ନିଯୁକ୍ତି, ମହିଳା ସଶକ୍ତିକରଣ ଓ କଲ୍ୟାଣକାରୀ ଯୋଜନା ଉପରେ କରାଯାଇଛି ଫୋକସ। ବିଜେପି ସଭାପତି ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, କେନ୍ଦ୍ରମନ୍ତ୍ରୀ ତଥା ହାମ୍ ନେତା ଜିତନରାମ ମାନଝୀ, କେନ୍ଦ୍ରମନ୍ତ୍ରୀ…
ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ସମଗ୍ର ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଦେଶ ସ୍ୱାଧୀନତା ପରେ ଗଡ଼ଜାତ ରାଜ୍ୟଗୁଡ଼ିକର ମିଶ୍ରଣ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିବା ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଆଜି ସମଗ୍ର ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହେଉଛି । ଏଥିପାଇଁ ମେଜର ଧ୍ୟାନଚାନ୍ଦ ନ୍ୟାସନାଲ…