Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
National
ଆଜି ସରୁଛି ପ୍ରୟାଗରାଜରେ ଆୟୋଜିତ ବିଶ୍ବ ପ୍ରସିଦ୍ଧ ମହାକୁମ୍ଭ
ଆଜି ସରୁଛି ପ୍ରୟାଗରାଜରେ ଆୟୋଜିତ ବିଶ୍ବ ପ୍ରସିଦ୍ଧ ମହାକୁମ୍ଭ। ଆଜି ଶ୍ରଦ୍ଧାଳୁଙ୍କୁ ଅମୃତ ସ୍ନାନର ଶେଷ ସୁଯୋଗ ମଧ୍ୟ ମିଳିବ । ତେଣୁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଆଜି ଖୁବ୍ ଅଧିକ ହେବାର ସମ୍ଭାବନା ରହିଛି । ଯେପରି କୌଣସି ଅଘଟ ନଘଟେ ସେନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଉପରେ ଧ୍ୟାନ…
ସମ୍ବିତ ପାତ୍ର, ପିତାମ୍ବର ଆଚାର୍ଯ୍ୟ ଏବଂ ମୋହନ ମାଝି ସଙ୍ଗମରେ ପକାଇଲେ ବୁଡ଼
ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସପରିବାର ସହ ଗଙ୍ଗାରେ ବୁଡ଼ ପକାଇଛନ୍ତି ମୋହନ । ଗଙ୍ଗା ପୂଜା କରିବା ସହ ସ୍ନାନ କରିଛନ୍ତି । ଆସନ୍ତାକାଲି ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ତେବେ ତିନି ଦିନିଆ…
ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ ଗାୟକ ଗୁରୁ ରନ୍ଧାୱା
ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ ଗାୟକ ଗୁରୁ ରନ୍ଧାୱା । ସୋସିଆଲ ମିଡିଆରେ ସେ ନିଜର ସ୍ବାସ୍ଥ୍ୟାବସ୍ଥା ନେଇ ସୂଚନା ଦେଇ ଏକ ଫଟୋ ଶେୟାର କରିଛନ୍ତି। ତାଙ୍କୁ ହସ୍ପିଟାଲର ବେଡ୍ରେ ଶୋଇଥିବାର ଦେଖାଯାଉଛି। ମୁଣ୍ଡରେ ଏକ ପଟି ବାନ୍ଧାଯାଇଛି। ବେକରେ ଏକ ନେକ୍ ବ୍ରେସ ମଧ୍ୟ ରହିଛି।…
ଆଜି `ମନ କୀ ବାତ’ରେ ମନର କଥା କହିବେ ମୋଦି
ଆଜି `ମନ କୀ ବାତ'ରେ ମନର କଥା କହିବେ ପିଏମ ମୋଦି। ପୂର୍ବାହ୍ନ ୧୧ଟାରେ ପ୍ରସାରଣ ହେବ କାର୍ଯ୍ୟକ୍ରମର ୧୧୯ ତମ ସଂସ୍କରଣ। ଦେଶର ୧୨ଟି ସ୍ଥାନରୁ ଯୋଡ଼ି ହେବେ ସାଧାରଣ ଜନତା। କାନପୁରରେ ବଡ଼ ଆୟୋଜନ। ଶୁଣିବା ପାଇଁ ପ୍ରଶାସନ ପକ୍ଷରୁ ସୁବ୍ୟବସ୍ଥା। ଦେଶର 12ଟି ସ୍ଥାନରୁ ମନ କୀ ବାତ…
ଫ୍ଲିମ ‘ଛାବା’କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି
ବକ୍ସ ଅଫିସରେ ନୂଆ ରେକର୍ଡ କରୁଛି ଅଭିନେତା ବିକ୍କି କୌଶଲଙ୍କ ଫିଲ୍ମ ‘Chhava’। ଦର୍ଶକେ ଫିଲ୍ମକୁ ବେଶ ପସନ୍ଦ କରୁଥିବାରୁ ସିନେମାହଲ୍ଗୁଡ଼ିକ ହାଉସ୍ଫୁଲ ଯାଉଛି। ଏହି କ୍ରମରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଲ୍ମକୁ ପ୍ରଶଂସାରେ ପୋତିଛନ୍ତି। ଏହାକୁ ନେଇ ବିକ୍କି ମୋଦିଙ୍କୁ…
ମହାକୁମ୍ଭରେ ମହାଶିବରାତ୍ରୀ ବୁଡ଼ ପାଇଁ ଜମିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼
ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ସ୍ନାନ କରିଥିବା ଶ୍ରଦ୍ଧାଳୁଙ୍କ ସଂଖ୍ୟା ୬୦ କୋଟି ପାର ହୋଇଗଲାଣି । ଆଜି ଅପରାହ୍ନ ୧୨ଟା ସୁଦ୍ଧା ୭୧ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ସ୍ନାନ କରିଛନ୍ତି । ମହାକୁମ୍ଭର ଶେଷ ଶାହୀ ସ୍ନାନ ମହାଶିବରାତ୍ରିରେ ରହିଛି । ମହାକୁମ୍ଭରେ ଲଗାତାର ଶ୍ରଦ୍ଧାଳୁଙ୍କ ଭିଡ଼କୁ…
ମୋଦିଙ୍କ ପ୍ରମୁଖ ସଚିବ ହେଲେ ଶକ୍ତିକାନ୍ତ ଦାସ
ପୂର୍ବତନ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ଶକ୍ତିକାନ୍ତ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଶକ୍ତିକାନ୍ତ ଦାସ ୬ ବର୍ଷ ପାଇଁ RBI ଗଭର୍ନର ଭାବରେ କାର୍ଯ୍ୟ କରିବା ପରେ ଗତ ବର୍ଷ ଡିସେମ୍ବରରେ ଅବସର ନେଇଥିଲେ। ଏବେ ଅବସର ନେବାର କିଛି ମାସ…
ରଣଜୀ ଟ୍ରଫି ଫାଇନାଲରେ ବିଦର୍ଭ-କେରଳ
ଚଳିତ ରଣଜୀ ଟ୍ରଫିର ଶୁକ୍ରବାର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଫାଇନାଲରେ ବିଦର୍ଭ ଓ କେରଳ ପରସ୍ପରକୁ ଭେଟିବେ। ଗତ ଥରର ଫାଇନାଲିଷ୍ଟ ବିଦର୍ଭ ୮୦ ରନ୍ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇକୁ ପରାସ୍ତ କରିଥିବା ବେଳେ କେରଳ ପ୍ରଥମ ଇନିଂସ…
ହାଶିମ୍ ବାବାଙ୍କ ବେଗମ୍ ଜୋୟା ଖାନ୍କୁ ବାନ୍ଧିଲା ଦିଲ୍ଲୀ ପୁଲିସ
ଅନେକ ବର୍ଷ ଧରି ପୋଲିସର ପହଞ୍ଚ ବାହାରେ ରହିଆସିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଶିମ୍ ବାବାଙ୍କ ବେଗମ୍ ଜୋୟା ଖାନ୍ ଶେଷରେ ଦିଲ୍ଲୀ ପୋଲିସ୍ର ସ୍ପେଶାଲ ସେଲ୍ ଜାଲରେ ପଡ଼ିଛନ୍ତି। ‘ଲେଡି ଡନ’ ଭାବେ ପରିଚିତ ଏହି ୩୩ ବର୍ଷୀୟା ଗ୍ଲାମରସ୍ ମହିଳାଙ୍କୁ ବେଆଇନ ନିଶାଦ୍ରବ୍ୟ କାରବାର…
ଯୋଗୀ ଆଦିତ୍ୟନାଥଙ୍କୁ ମହାକୁମ୍ଭର ପାଣି ପିଇକି ଦେଖାଇବାକୁ କହିଲେ ଗାୟକ ବିଶାଲ
ବିଶାଲ ଦଦଲାନି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚ୍ୟାଲେଞ୍ଜ କରିଛନ୍ତି । ସେ କହିଛନ୍ତି ମହାକୁମ୍ଭରେ ସ୍ନାନ କରିବା ପାଇଁ ଭକ୍ତଙ୍କ ଲମ୍ବା ଧାଡି ଅଛି । କିନ୍ତୁ ସଙ୍ଗମର ଅବସ୍ଥା ଦେଖି ଆଶ୍ଚର୍ଯ୍ୟ ଲାଗୁଛି କାରଣ ଏହାର ପାଣି ଏତେ ମଇଳା ଦେଖାଯାଉଛି । ତେବେ କିଛି ଦିନ ପୂର୍ବରୁ ଉତ୍ତର…